ଭୁବନେଶ୍ଵର, ୧୫/୧ : ରାଜ୍ୟ ରାଜନୀତିରେ ଅପ୍ରତ୍ୟାଶିତ ଘଟଣା। ବିଜେଡି ପାର୍ଟିରୁ ଆସିଛି ବଡ଼ ଖବର। ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି ଗୁରୁବାର ଦଳରୁ ଦୁଇ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛି। ଦଳ ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ସସପେଣ୍ଡ କରିଛନ୍ତି।ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକଙ୍କୁ ସସପେଣ୍ଡ କରାଯାଇଛି। ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିବୃତି ଜାରି କରାଯାଇଛି।ଏକ Continue Reading




