
ଭୁବନେଶ୍ୱର,୯/୨ : ରାଜ୍ୟରୁ ଗତ କିଛିଦିନ ହେଲା ଶୀତ ଉଭାନ ହୋଇଯାଇଥିଲା। ତାପମାତ୍ରା ବୃଦ୍ଧି ପାଇବା ସହ ଲୋକେ ଫେବୃଆରୀ ଆରମ୍ଭରୁ ଗ୍ରୀଷ୍ମ ଋତୁର ଅନୁଭବ କରିଥିଲେ। ହେଲେ ୨ଦିନ ହେଲା ପାରଦ ସାମାନ୍ୟ ତଳକୁ ଖସିବା ସହ ଖରାତାତି ପ୍ରକୋପ କମିଛି।ଶନିବାର ସର୍ବୋଚ୍ଚ ଦିନ ତାପମାତ୍ରା ଅନୁଗୋଳରେ ୩୪.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ରାଉରକେଲାରେ ସର୍ବନିମ୍ନ ରାତି ତାପମାତ୍ରା ୯.୭ ଡିଗ୍ରୀ ରହିଥିଲା। ତେବେ ସୋମବାର ସୁଦ୍ଧା ରାତି ତାପମାତ୍ରା ୨ରୁ ୩ Continue Reading