
ଭୁବନେଶ୍ୱର, ୭/୨: ଗରିବ ଖଟିଖିଆଙ୍କ ଦରମା ପାଇଁ ଆସୁଥିବା ଟଙ୍କାକୁ ମିଳିମିଶି ଆତ୍ମସାତ କରିବା ସରକାରୀ ବାବୁଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କୁବେର ସରକାରୀ ଅଧିକାରୀ ମାଲକାନଗିରି ଜଳଛାୟା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ ।ଅନ୍ୟମାନେ ହେଲେ ୩ ସରକାରୀ କର୍ମଚାରୀ ମାଲକାନଗିରି କୃଷି ବିଭାଗ ଇଞ୍ଜିନିୟର ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର୍ ବିଶ୍ୱଜିତ୍ ମଣ୍ଡଳ ଓ ଚୁକ୍ତିଭିତ୍ତିକ କର୍ମଚାରୀ Continue Reading