Home Posts tagged ODISHA (Page 170)
Odisha News
ଭୁବନେଶ୍ୱର,୨୬/୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ କରିଛନ୍ତି।ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଡ୍ରପ ଆଉଟ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ୍ ସେବା। ଉଭୟ ଏସି ଓ ନନ ଏସି ବସ୍‌ରେ ଏହି ସେବା […]Continue Reading
Odisha News
ଭୁବନେଶ୍ୱର,୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି।ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ, ପ୍ରତାପ ଜେନା ଓ ସଞ୍ଜୟ ଦାଶବର୍ମାଙ୍କ ନାଁ ନେଇ ବର୍ଷିଛନ୍ତି ପ୍ରଭାତ। ସେ କହିଛନ୍ତି, ଏମାନେ ଅଯଥା ଦଳୀୟ କାର‌୍ୟ୍ୟକ୍ରମରେ ହସ୍ତକ୍ଷେପ ନ କରନ୍ତୁ। ହାରି ଯାଇଥିବା ବିଜେଡି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧୨: ସ୍ଥାନୀୟ ବି ଡି ଏ ପଡ଼ିଆରେ ଚାଲିଥିବା ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ ସାଂସ୍କୃତିକ ମହାକୁମ୍ଭ ରଜତ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ସନ୍ଧ୍ୟାରେ ଖୋର୍ଦ୍ଧା ମହୋତ୍ସବର ରଜତ ଜୟନ୍ତୀ ଉଦଯାପନୀ ସମାରୋହ ଦଶମ ତଥା ଅନ୍ତିମ ସାନ୍ଧ୍ୟ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶା ସରକାର ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗଦେଇ ଶ୍ରୀଜଗନ୍ନାଥଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୧୨ : ମାସ ମାସ ଧରି ଓଡ଼ିଶା ମେଡିକାଲ ସେବା ସଂଘ(ଓମସା)ର ରହିଥିବା ୧୮ ଦଫା ନ୍ୟାର୍ଯ୍ୟ ଦାବିକୁ ସରକାର ପୂରଣ କରିବା ଦିଗରେ ବୈମାତୃକ ମନୋଭାବ ପ୍ରଦର୍ଶନ କରି ଆସୁଥିବା ପ୍ରତିବାଦରେ ଏବଂ ସଂଘର ନିର୍ଦ୍ଦେଶ କ୍ରମେ ଆଜି ୨୬/୧୨/୨୦୨୫ ତାରିଖ ଦିନଠାରୁ ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ସମେତ ଜିଲ୍ଲାର ବିଭିନ୍ନ ଚିକିତ୍ସାଳୟରେ ଓମସା -ଡାକ୍ତର ମାନଙ୍କ ପକ୍ଷରୁ ଏକ ଘଣ୍ଟା ପାଇଁ ଓପିଡି: Continue Reading
Odisha News
ଓଡ଼ିଶା,୨୬/୧୨: ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ଅନ୍ୟ କିଛି ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (ଓମ୍‌ସା)। ଆଜିଠାରୁ ୧ ଘଣ୍ଟା ଆଉଟ୍‌ଡୋର (ବହିର୍ବିଭାଗ) ରୋଗୀସେବା ବନ୍ଦ କରଯାଇଛି।ଏହାକୁ ସମର୍ଥନ ଜଣାଇ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ Continue Reading
Odisha News
ଭୁବନେଶ୍ୱର, ୨୬/୧୨ : ଆଜି ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଉଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି।ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି, ବିଜେଡି ଅଛି Continue Reading
Odisha News
ମାଲକାନଗିରି,୨୬/୧୨ : ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ ବାସଭବନ ସମେତ ଚାରୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।ଶୁକ୍ରବାର ମାଲକାନଗିରି ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧୨ : ବୌଦ୍ଧ ଜିଲ୍ଲା ସଂଗ୍ରହାଲୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ବିଭୂତି ଭୂଷଣ ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ଯୋଗ ଦେଇଥିବା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୫/୧୨ : ପଲ୍ୟୁସନ ସାର୍ଟିଫିକେଟ ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବ ନାହିଁ ତା ସହିତ ଅଧିକ ଫାଇନ କଟିବ ।ଏହାକୁ ନେଇ ଗାଡ଼ି ଚାଳକଙ୍କୁ ପଲ୍ୟୁସନ ସାର୍ଟିଫିକେଟ ଭୟ ଘାରିଛି। ନୂଆବର୍ଷ ରୁ ଏହି ନିୟମ କଡାକଡି ପାଳନ କରାଯିବାକୁ ସ୍ଥିର ହୋଇଥିଲା।ଗତକାଲି ସଡ଼କ ପରିବହନ ମନ୍ତ୍ରୀ ଜାରି କରାଯାଇଥିବା ଅବଧିକୁ ଏକ ମାସ ବୃଦ୍ଧି କରିଛନ୍ତି ।ତଥାପି ଗାଡ଼ି ଚାଳକଙ୍କ ମଧ୍ୟରେ ଭୟ ଲାଗିରହିଛି। ଏହାର ଚିତ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୨ : ସମୟ ସ୍ରୋତରେ କିଛି ବ୍ୟକ୍ତି ତାଙ୍କର ପ୍ରତିଭା ପାଇଁ ମହାପୁରୁଷ ହୋଇଥାନ୍ତି ଓ ସେମାନଙ୍କ ଜୟନ୍ତୀ ଏବଂ ଶ୍ରାଦ୍ଧବାର୍ଷିକୀ ଆମେ ପାଳନକରୁ ।ସେହିପରି ମହାନ ପ୍ରତିଭା ସ୍ଵର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଠାରେ ପ୍ରତିଫଳନ ହୋଇଥିଲା, ତେଣୁ ସେ ସମାଜସେବା କଲ୍ୟାଣକୁ ଆଦରି ରାଷ୍ଟ୍ରକୁ ଦୁନିଆରେ ଏକ ନମ୍ୱର୍ କରି ମଜବୁତ୍ କରିବା ପାଇଁ ତାଙ୍କର ଯେଉଁ ପ୍ରଚେଷ୍ଟା ତାହା ତାଙ୍କୁ ଚୀର ସ୍ମରଣୀୟ କରି ରଖିବ Continue Reading