Home Posts tagged ODISHA (Page 171)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୬/୯: ଜିଲ୍ଲା ସ୍ତରୀୟ ଗୁରୁଦିବସ ପାଳନ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, Continue Reading
Odisha News
ଭୁବନେଶ୍ୱର, ୬/୯ : ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଯୁବତୀ ଅପହରଣ ଏବଂ ତାପଙ୍ଗ ଖଣିରେ ଯୁବତୀଙ୍କ କଙ୍କାଳ ଉଦ୍ଧାର ଘଟଣାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଦେବାଶିଷ ବିଶୋୟୀଙ୍କୁ ଗିରଫ କରାଯାଇଛି । ସେ ନୟାଗଡ଼ ରଣପୁର ମଝିଆଖଣ୍ଡ ଅଞ୍ଚଳର ବାସିନ୍ଦା ଅଟେ । ମୃତ ଯୁବତୀ ହେଲେ ରଣପୁର ହରିପୁର ଅଞ୍ଚଳର ନିରୁପମା ପରିଡ଼ା (୨୨) । ଏ ନେଇ ପୋଲିସ କମିଶନର ଏସ୍.ଦେବଦତ୍ତ ସିଂହ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୬/୯ : ଓଡ଼ିଶାର ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରାଜସ୍ବ ଓ ଭୂ – ଅର୍ଜନ ସମ୍ବନ୍ଧୀୟ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରି ରାଜସ୍ବ କର୍ମଚାରୀ, ତହସିଲଦାର, ଉପ ନିବନ୍ଧକ ଅଧିକାରୀ ମାନେ ସରକାରଙ୍କର ବିଭିନ୍ନ ପ୍ରକାରର ଯୋଜନାର ବୃତ୍ତୀୟ ଧାରା ଓ ନିୟମ Continue Reading
Top Stories
By Tapaswini Sahoo Bhubaneswar, Sep5 : Hivana, a leading silver jewellery brand, and Mamta Dori, a new-age handloom label, came together today to unveil their latest collaborative showroom at Plot No 390, Patia, Opposite KOEL Campus, Bhubaneswar, with a collection of stunning silver jewellery and exquisite handloom sarees. The event, held at Bhubaneswar, was graced […]Continue Reading
Odisha News
ନୂଆଦିଲ୍ଲୀ, ୫/୯ : ଆଜି ହେଉଛି ଗୁରୁ ଦିବସ । ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ କରାଯାଇଛି । ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନର ମୋଟ ୪୫ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନୀତ କରିଛନ୍ତି । ସମ୍ମାନୀତ ୪୫ ଜଣଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୨୧ ଜଣ ମହିଳା ଶିକ୍ଷକ ଅଛନ୍ତି ।ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ସମ୍ମାନ-୨୦୨୫ ପ୍ରଦାନ କରାଯାଇଛି । ମାଲକାନଗିରି […]Continue Reading
Odisha News
ଭୁବନେଶ୍ୱର,୫/୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର କହିଛନ୍ତି।ମୁଖ୍ୟମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ୨ଟି ବଡ଼ ଆହ୍ବାନ ଦେଇ କହିଛନ୍ତି, ଡ୍ରପ୍ ଆଉଟ୍ ହ୍ରାସ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ। ତଥ୍ୟ ଅନୁସାରେ ୨୪% Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୫/୯ : ଗୁରୁବାର ସନ୍ଧ୍ୟା ବେଳେ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର , ଯାଜପୁରସ୍ଥିତ ମହାରାଜା ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ କୁ ପରିଦର୍ଶନ ରେ ଆସିଥିଲେ .।ସର୍ବପ୍ରଥମେ ସି.ଟି. ସ୍କାନ ସେଣ୍ଟର ପରିଦର୍ଶନ କରିଥିଲେ ଏବଂ ସେଠାରେ ଉପସ୍ଥିତ ଥିବା ଟେକନିସିଆନ ଓ କର୍ମଚାରୀ ଙ୍କୁ ସି.ଟି. ସ୍କାନ ମେସିନ ର କାର୍ଯ୍ୟକାରିତା ଏବଂ କେତେ ସମୟ ବ୍ୟବଧାନ ରେ ରିପୋର୍ଟ ହେଉଛି ପଚାରି ବୁଝିଥିଲେ।ମେଡିକାଲ […]Continue Reading
Odisha News
ଭୁବନେଶ୍ୱର, ୫/୯ : ଛାତ୍ର-ଛାତ୍ରୀମାନଙ୍କୁ ଏକ ଆଦର୍ଶ ନାଗରିକ ରୂପେ ତିଆରି କରିବାରେ ଶିକ୍ଷକଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ । ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରି ଆଲୋକ ଭଳି ସଠିକ ରାସ୍ତା ଦେଖାନ୍ତି ଯିଏ ସେ ହେଉଛନ୍ତି ଗୁରୁ । ଭଗବାନଙ୍କ ନିକଟରେ ପହଁଚିବାର ମାର୍ଗ ହେଉଛ୍ତି ଗୁରୁ ।ମା’ ବାପାଙ୍କ ପରେ ଗୁରୁ ହିଁ ଆମର ମାର୍ଗଦର୍ଶକ ସାଜନ୍ତି। ଆମକୁ ଅନେକ ଶିକ୍ଷା ଦିଅନ୍ତି ଆଉ ବେଳେବେଳେ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନରେ […]Continue Reading
Top Stories
By Chandra Bhanu Singh Rayagada, Sept 4: Rayagada Autonomous College hosted an orientation-cum-welcome ceremony for the new batch of Arts, Science, and Commerce students of the 2025 academic session. The programme was attended by Principal Dr. Saraswati Ray, PG Council Chairman P. Arun Kumar, Controller of Examinations Y.V. Sai Madhav, Administrative Bursar T. Jyoti, Lt. Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୯ : ବେଗୁନିଆ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପରିଛଳ ଗୋପାଳପୁର ଗାଁରେ ଜନୈକ ଚାଷୀଙ୍କ ଜମିରେ ଜୋରଜବରଦସ୍ତ ୧୧ କେଭି ବିଦ୍ୟୁତ ତାର ଟାଣିବା ନେଇ ପ୍ରତିବାଦ କଲେ ଜମି ମାଲିକଙ୍କୁ ହତ୍ୟା ଧମକ ଦିଆଯାଉଥିବା ଉକ୍ତ ଜମି ମାଲିକ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ।ଜମି ମାଲିକ ଏନେଇ ଉଠାଜଳସେଚନ ବିଭାଗ, ବିଦ୍ୟୁତ ବିଭାଗ ପ୍ରଭୃତିଙ୍କୁ ଅଭିଯୋଗ କରି ନିରାଶ ହେବା ପରେ ଜିଲ୍ଲାପାଳଙ୍କୁ ଭେଟି Continue Reading