ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୯/୬ : ଆଜି ଓଡ଼ିଶାର ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଡାଇରିଆ ରୋଗୀଙ୍କୁ ରେଟି ଚିକିତ୍ସା ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ।ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହିତ ଡାଇରିଆ Continue Reading
ଧର୍ମଶାଳା,୧୯/୬: ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ।ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ କହିଛନ୍ତି।ସୂଚନାଥାଉକି, ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ ସୂଚନା ମିଳିଛି। Continue Reading
ଫୁଲବାଣୀ,୧୯/୬ : ସରକାରୀ ଅର୍ଥ ଆତ୍ମସାତ କରିବା ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି ।କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅଧିନସ୍ଥ ସରମୂଳୀ ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ବିଭାଗ ଗିରଫ କରିଛି । ସେ ୫୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ ଆଧାରରେ ଗିରଫ ହୋଇଛନ୍ତି ।ପ୍ରାପ୍ତ ସୂଚନା ମୁତାବକ, ଅକ୍ଟୋବର ୩୧, ୨୦୨୩ ରୁ ନଭେମ୍ବର ୧୮, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୬ : ବୁଧବାର ଦିନ ୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସଦଭାବନା ସଭାଗୃହ ଠାରେ ପ୍ରାକ୍ରୁତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କୀତ ପ୍ରସ୍ତୁତି ପାଇଁ ଟେବୁଲ ଟପ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଉକ୍ତ ବୈଠକରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ ।ସାମ୍ଭାବ୍ୟ ବର୍ଷା ବନ୍ୟା ଜନିତ ବିପର୍ଯ୍ୟୟକୁ ମୁକାବିଲା ପାଇଁ ସମସ୍ତ ସରକାରୀ ବିଭାଗ ସଦା ସର୍ବଦା ସଜାଗ ରହିବାକୁ ଜିଲ୍ଲାପାଳ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୬: କନ୍ଧମାଳ ଜିଲ୍ଲା ସଦର ମହକୁମ୍ମା ଫୁଲବାଣୀ ଠାରେ ଚଳିତ ବର୍ଷ ରଥ ଯାତ୍ରା ଓ ବାହୁଡା ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀର ସମ୍ମୀଳନୀ କକ୍ଷରେ ଆୟୋଜିତ ହୋଇଯାଇଛି ।ପୂର୍ବ ବର୍ଷ ମାନଙ୍କ ପରି ଚଳିତ ବର୍ଷ ମଧ୍ୟ ରଥ ଯାତ୍ରା ଓ ବାହୁଡା ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର Continue Reading
ଭୁବନେଶ୍ୱର, ୧୮/୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବେ। ଆସନ୍ତା ୨୨ ଜୁନରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ। ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି।ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍ର ଚିକିତ୍ସା ପାଇଁ Continue Reading
ଭୁବନେଶ୍ୱର, ୧୮/୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମାବେଶରେ ବିପୁଳ ଜନସମାଗମ ହେବାର ସମ୍ଭାବନା ରହିଥିବାରୁ ସହରରେ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କା କରାଯାଉଛି।ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ କଟକ ମହାନଗର ଅଞ୍ଚଳରେ Continue Reading
ଜଳେଶ୍ୱର, ୧୮/୬ : ଓଡିଶା -ପଶ୍ଚିମ ବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଏକ ଅଘଟଣ ଘଟିଯାଇଛି । ସମୁଦ୍ରରେ ଗାଧୋଇବା ବେଳେ ୩ ପର୍ଯ୍ୟଟକ ଭାସିଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ମୃତ, ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ଓ ଅନ୍ୟ ଜଣେ ନିଖୋଜ ଅଛନ୍ତି ।ସୂଚନା ଅନୁସାରେ ସମୁଦ୍ରରେ ଗାଧୋଇବା ବେଳେ ୩ଜଣ ପର୍ଯ୍ୟଟକ ବୁଡିଯାଇଥିଲେ । ଖବର ପାଇ ସ୍ଥାନୀୟ ପ୍ରଶାସନ ପର୍ୟ୍ୟଟକଙ୍କୁ ଉଦ୍ଧାର ପାଇଁ ସ୍ପିଡ ବୋଟ ପଠାଇଥିଲା । ଉଦ୍ଧାରକାରି ଟିମ […]Continue Reading
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୧୮/୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ।ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟଭୁବନେଶ୍ୱର, ୧୮/୬: ଟାଟା ପାୱାରର ସମ୍ପୂର୍ଣ୍ଣ ସହାୟକ ସଂସ୍ଥା ତଥା ଭାରତର ଅଗ୍ରଣୀ ରୁଫ୍ଟପ୍ ସୋଲାର କମ୍ପାନି ଟାଟା ପାୱାର ରିନୁଏବଲ୍ ଏନର୍ଜି ଲିମିଟେଡ୍ (ଟିପିଆର୍ଇଏଲ୍) ପକ୍ଷରୁ ଏହାର ‘ଘର ଘର ସୋଲାର’ ଅଭିଯାନ ଅଧୀନରେ ଓଡ଼ିଶାର ଭୁବନେଶ୍ୱରରେ ଭାରତର ସବୁଠୁ ସୁଲଭ ରୁଫଟପ୍ ସୋଲାର ସମାଧାନର ଶୁଭାରମ୍ଭ କରାଯାଇଛି।କମ୍ପାନିର ଗ୍ରାହକ କୈନ୍ଦ୍ରୀକ ଫାଇନାନ୍ସ ମଡେଲ୍ ଓଡ଼ିଶା ଜନସଂଖ୍ୟାର ବ୍ୟାପକ ବର୍ଗ ପାଇଁ ରୁଫ୍ଟପ୍ ସୋଲାରକୁ Continue Reading




