ପୁରୀ, ୨୧/୮ : ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରିକ୍ସା ଚାଳକଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଆଇନଜୀବୀ । ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ପିସିଆର୍ ଟିମ ।ସୂଚନା ଅନୁଯାୟୀ, ପୁରୀ ଟାଉନ୍ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହି ନିକଟରେ ଜଣେ ରିକ୍ସା ଚାଳକ ଆଇନଜୀବୀ ରଘୁନାଥ ପଟ୍ଟନାୟକଙ୍କୁ ଆକ୍ରମଣ କରିଛନ୍ତି । ଚାଳକର ଆକ୍ରମଣରେ ଆଇନଜୀବୀ ଲହୁ ଲୁହାଣ […]Continue Reading




