ଭୁବନେଶ୍ୱର,୧୩/୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, Continue Reading




