Home Posts tagged ODISHA (Page 187)
Odisha News
ଜଳେଶ୍ୱର, ୧୨/୮ : ମୋବାଇଲରେ ଗେମ୍ ଖେଳିବା ହେଲା କାଳ। ପରିବାର ଲୋକ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ଛାତ୍ର। ଗାମୁଛା ଲଗାଇ ବାଥରୁମରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀର ଛାତ୍ର। ମୃତକ ହେଲେ ଗାଁର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ନ ଜେନା। ତେବେ ଏହି ଅଭାବନୀୟ ଘଟଣା ବାଲେଶ୍ବର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗାଁର ଘଟିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଉପମୃତ୍ୟୁ ମାମଲା ରୁଜୁ କରିଛି।ସୂଚନା ଅନୁସାରେ, ଗୁହାଳିପଦା ଗାଁର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୮ : ସୋମବାର ଅପରାନ୍ହ ୪ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଥିବା ବେଳେ ଜିଲ୍ଲାପାଳ ବିଭୂତି ଭୁଷଣ ନାୟକ ହରଭଙ୍ଗା ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।ପାଣି ଘରା ନିକଟରେ ନିର୍ମାଣାଧିନ ପାନୀୟ ଜଳ ପ୍ରକଳ୍ପର ଇନଟେକ ଉଏଲ,ଧଳପୁର ନିକଟରେ ଉଦ୍ୟାନ କୃଷି ବିଭାଗର ପାମ୍ ଚାଷ, ପୀତାମ୍ବରପୁର ଠାରେ ମିଶନ୍ ଶକ୍ତି GPLF କୋଠା ପରିଦର୍ଶନ କରିବା ସହ ପୁରୁଣା କଟକ ଠାରେ ସଫେଇ କାର୍ଯ୍ୟକ୍ରମରେ ଅଂଶ […]Continue Reading
Odisha News
ଭୁବନେଶ୍ୱର,୧୧/୮: ଆତ୍ମହତ୍ୟା’ କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ। ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ମୁଖ୍ୟମନ୍ତ୍ରୀ ରାଗି ଯାଇ କହିଲେ ଅଭିଯୋଗ କରିବାକୁ ଆସି କାହିଁକି ଏପରି କହୁଛନ୍ତି ।ଅଭିଯୋଗ କରିବାକୁ ଆସିଛନ୍ତି, ନିଶ୍ଚିନ୍ତ ଶୁଣାଯିବ। ଆତ୍ମହତ୍ୟା ଶଦ୍ଦ କାହିଁକି କହୁଛ। କିଏ ଶିଖାଇଛନ୍ତି ଯେ ଆତ୍ମହତ୍ୟା ଶଦ୍ଦ କହିବ ବୋଲି? ତୁମେ ଆସିଛ ସାହାଯ୍ୟ ପାଇବ, ଆତ୍ମହତ୍ୟା କାହିଁକି କରିବ। ଯଦି ଆପଣଙ୍କ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮ : ପରିଶେଷରେ କଳିଙ୍ଗନଗରବାସୀଙ୍କ ଭାବାବେଗକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ର ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନକୁ କଳିଙ୍ଗ ନଗରରୁ ରାଉରକେଲାକୁ ସ୍ଥାନ ନିର୍ଦ୍ଦେଶକୁ ସ୍ମୃଗିତ ରଖିଥିବାରୁ ମାନ୍ୟବର କେନ୍ଦ୍ର ଇସ୍ପାତ ଏବଂ ଭାରିଶିଳ୍ପ ମନ୍ତ୍ରୀ ଶ୍ରୀ ଏଚ ଏଚ.ଡି.କୁମାର ସ୍ବାମୀ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବତ ମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୧/୮ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ସହ ସାମାଜିକ ଦାୟିତ୍ଵବୋଧତା ତଥା ସିଏସଆର ବିନିଯୋଗ କ୍ଷେତ୍ରରେ ଗୁରୁଦାୟିତ୍ଵ ବହନ କରୁଛି।ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୮ : (ସୋମବାର )ସକାଳ ଘ.୬.୩୦ ମି. ସମୟରେ ବୌଦ୍ଧଗଡ଼ ଏନଏସି ପକ୍ଷରୁ ବାଘଗୁଡ଼ା ଛକ ନିକଟରୁ ହର ଘର ତିରଙ୍ଗା ହର ଘର ସ୍ୱଚ୍ଛତା କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଯାଇଛି ।ଜିଲ୍ଲାପାଳ ବିଭୂତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବାଘଗୁଡା ଛକ ନିକଟରୁ ସଚେତନତା ଶୋଭାଯାତ୍ରା ସହ ସଫେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇ ମେଡିକାଲ୍ ଛକ ପର୍ଯ୍ୟନ୍ତ ଯାଇଥିଲା ।ଅନ୍ୟ ମାନଙ୍କ […]Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧/୮ : ଶାଶ୍ଵତ ନିୟମର ଅନୁପ।ଳନ ଧର୍ମ । ସନାତନ ଅର୍ଥ eternal । ଥିଲା ଅଛି ଓ ରହିବ । ସ୍ବାମୀ ବିବେକାନନ୍ଦ ସନାତନ ଧର୍ମ ର ଜଣେ ବିଶ୍ଵ ବିସ୍ମୟ ସନ୍ୟାସୀ ବୋଲି ସ୍ବାମୀ ବିବେକାନନ୍ଦ ଲୋକ ସଂସଦ କଟକ ସଭାପତି ଶ୍ରୀ ଜଗତ କିଶୋର ଦାସ ଥିଙ୍କର୍ସ କ୍ଲବ ର ୧୩୦ ତମ ଆଭ।ସି ଆଲୋଚନାରେ ବକ୍ତା ଭାବେ ଯୋଗ ଦେଇ ପ୍ରକାଶ କରିଥିଲେ । ଋଷିକେଶ ର […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଦାନଗଦି ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ Continue Reading
Odisha News
ଭୁବନେଶ୍ୱର, ୧୧/୮ : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ଦାୟିତ୍ବ ନେବା ପରେ ପ୍ରତିକ୍ରିୟା ରଖି କହିଛନ୍ତି, ବର୍ତ୍ତମାନ ସମାଜରେ ପ୍ରତ୍ୟେକ ସ୍ତରରେ ଦୁର୍ଘଟଣା ଘଟିଚାଲିଛି । କେହି ଆଇନର ଉଦ୍ଦ୍ୱର୍ରେ ନାହାନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ […]Continue Reading
Odisha News
ବରଗଡ଼, ୧୧/୮ : ଆଖି ବୁଜିଲେ ବରଗଡ଼ ନାବାଳିକା । ସୋମବାର ସକାଳେ ବରଗଡ଼ରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।ଏନେଇ ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସପି ଅଭିଳାଷ.ଜି ସୂଚନା ଦେଇଛନ୍ତି । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଲେ ଭାରପ୍ରାପ୍ତ ଏସପି ।ସୋମବାର ସକାଳେ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । Continue Reading