Home Posts tagged ODISHA (Page 189)
Odisha News
ଭୁବନେଶ୍ୱର,୯/୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା।ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୮: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାରକୁ ଦାୟୀ କରିଛି ନୟାଗଡ଼ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ଆଜି ଦଳ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସରକାର ବିରୁଦ୍ଧରେ ନାରାବାଜି କରାଯାଇଛି । ରାଜ୍ୟରେ ଛାତ୍ର ଓ ନାରୀ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୯/୮ : ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ୧୦୯ ତମ ବାର୍ଷିକ ସାଧାରଣ ସଭା ବ୍ୟାଙ୍କର ସଭାପତି ଅଭିଷେକ ସିଂହ ସାମନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ସଭା ପ୍ରାରମ୍ଭରେ ବ୍ୟାଙ୍କର ପ୍ରତିଷ୍ଠାତା ସ୍ବର୍ଗତ ରାୟ ସାହେବ ସତୀଶ ଚନ୍ଦ୍ର ଚକ୍ରବର୍ତ୍ତୀ ଓ ଓଡିଶା ସମବାୟ ଆନ୍ଦୋଳନର ପୁରୋଧା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।ଏହି ସଭାରେ ଯୁଗ୍ମ ନିବନ୍ଧକ ସମବାୟ ସମିତି ସମୂହ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୯/୮: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ, ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡ଼ା. କୃଷ୍ଣ ଚନ୍ଦ୍ର ମହାପାତ୍ର ଯାଜପୁର ଜିଲ୍ଲା ଗସ୍ତରେ ଆସି ଯାଜପୁର ମ୍ୟୁନିସିପାଲିଟିର ବିଭିନ୍ନ ୱାର୍ଡ ପରିଦର୍ଶନ କରିବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଯାଜପୁର ଓ ବ୍ୟାସନଗର ମ୍ୟୁନିସିପାଲିଟିରେ କାର୍ଯ୍ୟରୀ ହେଉଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା Continue Reading
Odisha News
ଭୁବନେଶ୍ୱର, ୯/୮: ଆଜି ଭାଇ ଭଉଣୀ ମଧ୍ୟରେ ଥିବା ପବିତ୍ର ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା । ରାକ୍ଷୀ ଭାଇ ଓ ଭଉଣୀର ଅତୁଟ ବନ୍ଧନ ଓ ଅମାପ ସେହ୍ନର ପ୍ରତୀକ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା\’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ […]Continue Reading
Odisha News
ଭୁବନେଶ୍ୱର, ୮/୮ : ଓଡିଶା ବିଧାନସଭାରେ ନୂତନ ୱେବସାଇଟର ଉଦଘାଟନ ହୋଇଛି । ବିଧାନସଭା ବାଚସ୍ପତି ସୁରମା ପାଢ଼ୀବୋ ନୂଆ ୱେବ୍ ସାଇଟ୍ www.assembly.odisha.gov.in କୁ ଉଦଘାଟନ କରିଛନ୍ତି ।ଏହି ଅବସରରେ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି, ଅଧିକ ସ୍ୱଚ୍ଛ ଓ ଦକ୍ଷଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ । ଓଡ଼ିଶା ସରକାର ଏନ୍ଆଇସିଟି (NICT) ବିଭାଗ ଓ ଭାରତ ସରକାର ଏନ୍ଆଇସି (NIC)ର ବୈଷୟିକ ପରାମର୍ଶ ଦ୍ୱାରା ଏହି ୱେବସାଇଟ Continue Reading
Odisha News
ଭୁବନେଶ୍ୱର, ୮/୮: ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆର‌୍ୟୁ ବିଜ୍ଞାନ ସଂସ୍ଥାରେ ସିବିଆଇ ଟିମ୍ ଚଢ଼ଉ କରିଛି । ଚାକିରି ଜାଲିଆତି ମାମଲାରେ ଏହି ଚଢ଼ଉ କରାଯାଉଥିବା ଜଣାପଡ଼ିଛି ।ନିଯୁକ୍ତି ଜାଲିଆତି ମାମଲାରେ ଭୁବନେଶ୍ୱର ଏମ୍ସର ଏକାଡେମିକ୍ ବ୍ଲକ୍, ଯାହାଙ୍କ ନାଁରେ ମାମଲାରେ ରହିଛି ତାଙ୍କର ବିଏମସି କାର‌୍ୟ୍ୟା ଳୟ ନିକଟରେ ଥିବା ହାରମୋନି ଭିଲ୍ଲା ଏବଂ ଜଗତସିଂହପୁରରେ ପୈତୃକ ଘରେ ରେଡ୍ କରାଯାଉଛି ।ଏମ୍ସରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଯାଞ୍ଚ Continue Reading
Top Stories
ଭୁବନେଶ୍ୱର, ୮/୮ : କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଯୁବତୀ ଜିଅନ୍ତା ଜଳିଯିବା ମାମଲାରେ ଆସିଛି ବଡ ଖବର । ଚେନ୍ନାଇରୁ ଧରା ପଡିଛନ୍ତି ଯୁବତୀଙ୍କ ପୁରୁଷ ବନ୍ଧୁ । ଚେନ୍ନାଇରେ ଯୁବକକୁ ଧରି ନିଜ ହେପାଜତକୁ ନେଇଛି ପୋଲିସ । ଯୁବକକୁ ଧରି ପୋଲିସ ଓଡିଶା ଆଣୁଥିବା ଜଣା ପଡିଛି । ମୁଖ୍ୟ ଅଭିଯୁକ୍ତ ହେଲା ତେରୋହି ଗ୍ରାମର ଗଣେଶ୍ୱର ବେହେରାଙ୍କ ପୁଅ ପ୍ରମୋଦ ବେହେରା (୨୬) ।ମିଳିଥିବା ସୂଚନା ଅନୁଯାୟୀ, ପୋଲିସ ଯୁବକକୁ ଚେନ୍ନାଇରୁ ଧରି ଭୁବନେଶ୍ୱର […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୮/୮ : : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନ୍‌ଓଡିଏଲ୍‌) ଉତର ଓଡ଼ିଶାରେ ୨୭,୯୨୦ ବର୍ଗ କିଲୋମିଟର ଅଂଚଳରେ ୧୯.୯ ଲକ୍ଷ ଗ୍ରାହକ ସହ ଅଂଚଳର ୯୯ ଲକ୍ଷରୁ ଅଧିକ ନାଗରିକଙ୍କ ପାଇଁ ବିଦ୍ୟୁତ୍ ବଂଟନ ସେବାରେ ଉତ୍କର୍ଷତା ଆଣିବା ଜାରି ରଖିଛି।ଶୁଭାରମ୍ଭର ଚାରି ବର୍ଷ ମଧ୍ୟରେ ଟିପିଏନ୍‌ଓଡିଏଲ୍ ୨୦୨୩-୨୪ରେ ଶକ୍ତି ମନ୍ତ୍ରଣାଳୟର ବଂଟନ ୟୁଟିଲିଟି ପାଇଁ Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର,୮/୮: ରାୟଗଡ଼ା ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଚନ୍ଦ୍ରପୁର ବ୍ଲକ ପରିସରରେ ଆଜି ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ୨୦୨୫ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ କୋଇନ କିମ୍ବାକା ଯୋଗଦେଇଥିବା ବେଳେ, ଗୋଷ୍ଟି ଉନ୍ନୟନ ଅଧିକାରୀ ସମ୍ୟକାନ୍ତ ବୋଗାଲ, ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱଜିତ୍ ମିଶ୍ର, ଯେଇ ଦୁଷ୍ମନ୍ତ କିରସାନି,ଜେଇ ଦେବାଶିଷ ଗୌଡ଼, ଅରୁଣ ସାହୁ, ମଙ୍ଗଳ ଅଧିକାରୀ Continue Reading