Home Posts tagged ODISHA (Page 19)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୭/୨: ବୌଦ୍ଧ ଜିଲ୍ଲା ସରସରା ସ୍ଥିତ ଆଦର୍ଶ ସ୍ନାତକ ମହାବିଦ୍ୟାଳୟ ଠାରେ ବାଳିକା ମାନଙ୍କ ନିମନ୍ତେ ଆତ୍ମରକ୍ଷ୍ୟା ତାଲିମ ଶିବିର ଉଦଯାପିତ ହୋଇଯାଇଛି ।ଏହି ଅବସରରେ ଏକ ସମର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମହାବିଦ୍ୟାଳୟ ଅଧକ୍ଷ ରବୀନ୍ଦ୍ର କୁମାର ସାହୁ ସଭାପତିତ୍ୱ କରି ତାଙ୍କ ଅଭିଭାଷଣରେ ଛାତ୍ରୀ ମାନେ ଆତ୍ମାରକ୍ଷା ପ୍ରଶିକ୍ଷଣ ନେଇ ଦକ୍ଷ ଓ ଶାରୀରିକ ସୁସ୍ଥ ହେବାପାଇଁ ପରାମର୍ଶ ଦେଇଥିଲେ ।ଏହି Continue Reading
Odisha News
ଭୁବନେଶ୍ୱର,୨୬/୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ କରାଯିବ।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆଜି ଗଣିଆ ଉନ୍ନୟନ କମିଟି ପକ୍ଷରୁ ଜିଲ୍ଲା ପ୍ରଶାସନର ସହଯୋଗରେ ବାଲ୍ୟ-ବିବାହ ମୁକ୍ତି ଭାରତ ଗଠନ ସଚେତନତା ପାଇଁ ୧୦୦ ଦିନିଆ \”ଅଭିଯାନ ରଥ\”ର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପୂଜାର୍ଚ୍ଚନା କରିବା ପରେ Continue Reading
Odisha News
ଭୁବନେଶ୍ୱର, ୨୫/୨ : କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି।ସାରା ଭାରତରେ ଐଚଠ (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର‌୍ୟ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହାର ଲକ୍ଷ୍ୟ ହେଉଛି ସମୟ ମଧ୍ୟରେ ଝିଅମାନଙ୍କୁ ସର୍ଭାଇକାଲ୍ କର୍କଟରୁ ସୁରକ୍ଷା ଦେବା।ଓଡ଼ିଶାରେ ମଧ୍ୟ କିଶୋରୀ ଓ ମହିଳାଙ୍କ ପାଇଁ Continue Reading
Odisha News
ଭୁବନେଶ୍ବର, ୨୫/୨ : ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏକ ବଡ଼ ଧରଣର ନଗଦ ଟଙ୍କା ଜବତ ଘଟଣା ସାମ୍ନାକୁ ଆସିଛି। କଟକ ସର୍କଲ ଖଣି ଉପ-ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘର ଏବଂ କାର୍ଯ୍ୟାଳୟରେ ଚଢ଼ାଉ କରି ଭିଜିଲାନ୍ସ ଟିମ୍ ଟଙ୍କାର ପାହାଡ଼ ଠାବ କରିଛି।ଏବେ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ୪ କୋଟିରୁ ଅଧିକ ନଗଦ ଟଙ୍କା ମିଳିସାରିଛି ଏବଂ ଗଣତି ଏବେ ମଧ୍ୟ ଜାରି ରହିଛି।ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଭୁବନେଶ୍ୱର, କଟକ ଏବଂ ଭଦ୍ରକର […]Continue Reading
Odisha News
ଭୁବନେଶ୍ୱର, ୨୪/୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି।ଆଜି ଟ୍ୱିନ୍ ସିଟିରେ ବର୍ଷା ସହ ଘଡ଼ଘଡ଼ି ହୋଇଛି। ରାଜଧାନୀର ଅନେକ ସ୍ଥାନରେ ପାଣି ଜମିଥିବା ମଧ୍ୟ ଦେଖିବାକୁ ମିଳିଛି। ବହୁଦିନ ପରେ ବର୍ଷା ହୋଇଥିବାବେଳେ ଅନେକ ଲୋକ ଏହାର ମଜା ଉଠାଇଛନ୍ତି। ଲୋକେ ବିଭିନ୍ନ ଫଟୋ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ Continue Reading
Odisha News
ଭୁବନେଶ୍ୱର,୨୪/୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ ।ଖବର ଅନୁସାରେ, ସୋମବାର ରାତି ପ୍ରାୟ ୧୦ଟାରୁ ସୁପରମାର୍ଟର ୩ୟ ମହଲାରେ ନିଆଁ ଲାଗିଛି । ତେବେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦୀର୍ଘ ଘଣ୍ଟା ପରେ ବି ହୁତୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ରାଜ-ସିତାପୁରର ଅଲ୍ଲୁରୀ ନଗର ସ୍ଥିତ ସେଞ୍ଚୁରିଆନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ (ସି:ୟୁ:ଟି:ଏମ:) ପାରଳାଖେମୁଣ୍ଡି କ୍ୟାମ୍ପସର ବାର୍ଷିକ ମହୋତ୍ସବ, “ଗଜଜ୍ୟୋତି-୨୦୨୬” ଅତ୍ୟନ୍ତ ଉଲ୍ଲେଖନୀୟ ଉତ୍ସାହ, ସ୍ପନ୍ଦନଶୀଳ ଅଂଶଗ୍ରହଣ , ପ୍ରତିଭା-ପୂର୍ଣ୍ଣ ଏବଂ ନବସୃଜନର ଏକ ପ୍ରେରଣା-ଦାୟକ ପ୍ରଦର୍ଶନ ଭାବରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୩/୨ : ଖୋରଧା ବିଧାୟକଙ୍କ ମଙ୍ଗଳାନଗର ଜନଶୁଣାଣି ଶିବିର ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ୧୩୧ ତମ ମନ୍ କି ବାତ୍ କାର୍ଯ୍ୟକ୍ରମର ସୀଧାସଳଖ ବାର୍ତ୍ତା ଏକାଠି ବସି ଶୁଣିଲେ ଶତାଧିକ ଖୋର୍ଦ୍ଧାବାସୀ।ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସମେତ ସହରର ଅନେକ ବୁଦ୍ଧିଜୀବୀ, ମହିଳା ଓ ଯୁବଗୋଷ୍ଠୀ ଏକାଠି ବସି ମୋଦୀଙ୍କ ବାର୍ତ୍ତା ଶୁଣିଥିଲେ । ଏହି ଅବସରରେ ମୋଦି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୨ : ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ହରଭଙ୍ଗା ବ୍ଲକର ସରକାରୀ ଉ. ପ୍ରା. ବିଦ୍ୟାଳୟ,ବିରାମଚନ୍ଦ୍ରପୁରର ଛାତ୍ର ଶ୍ରୀମାନ ବାବୁସାନ ରଣା ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ।ଏହି ସଫଳତାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସମେତ ବିରନରସିଂହପୁର ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ କଅଁର ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ସମ୍ବର୍ଦ୍ଧିତ କରିଥିଲେ ।ଗ୍ରାମବାସୀ, Continue Reading