Home Posts tagged ODISHA (Page 190)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୮/୮ : ନୟାଗଡ ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶରେ ସଚିବ , ଅଞ୍ଜଳି ମଛ ଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସିନ୍ଦୁରିଆ ପଞ୍ଚାୟତ ର ପଞ୍ଚାୟତ ସଭା ଗୃହ ଠାରେ ପଞ୍ଚାୟତର ବିଭିନ୍ନ ଗ୍ରାମ ରୁ ଶତାଧିକ ଗ୍ରାମ ବାସୀ ମାନଙ୍କୁ ନେଇ ଓଡ଼ିଆ ସରକାର ଏବଂ କେନ୍ଦ୍ର ସରକାରଙ୍କ ଲୋକ ମାନଙ୍କ ପାଇଁ କଣ ସବୁ ଯୋଜନା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୮/୮ : ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅନ୍ତର୍ଗତ ପୋଡାଡିହ ପଂଚାୟତର ଓସ୍ତପୁର – କୋଟପଲ୍ଲା ଦୁଇ ଗାଁର ସୀମା ଏବଂ ନାମଫଳକ ପୋତିବାକୁ ନେଇ ଉଭୟ ଗ୍ରାମ ମଧ୍ୟରେ ବିବାଦ ସୃଷ୍ଟି ହେବା ସହ ଉତେଜନା ଦେଖାଦେଇଛି ।ଦୀର୍ଘ ଦିନ ଧରି ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲେ ମଧ୍ୟ କୌଣସି ସମାଧାନର ବାଟ ବାହାରି ନଥିବା ବେଳେ ବୁଧବାର ନାମ ଫଳକ ପୋତିବାକୁ ନେଇ ବିବାଦ ଉଗ୍ରରୂପ […]Continue Reading
Top Stories
By Akshya Rout Jajpur/odisha,Aug 7 : Three police personnel from Balichandrapur Police Station in Jajpur district were suspended following allegations of custodial torture that led a youth to attempt suicide. Rabindra Mallik, 28, from Mahipur village under Anaka panchayat, consumed poison after reportedly being subjected to third-degree torture while in police custody. He Continue Reading
Odisha News
ଭୁବନେଶ୍ୱର, ୭/୮ : ରାଜ୍ୟରେ ବେକାରୀ ସମସ୍ୟା ଦୂର କରିବାକୁ ମୋହନ ସରକାର ଆପ୍ରାଣ ଉଦ୍ୟମ ଜାରି ରଖିଛନ୍ତି । ରାଜ୍ୟରେ ଖୁବଶୀଘ୍ର ବିଭିନ୍ନ ବିଭାଗରେ ୨୨ ହଜାର ୮୯୬ ପଦବୀ ପୂରଣ ହେବ । ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ସମାପ୍ତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି ।ବର୍ତ୍ତମାନ ୧୦ଟି ବିଭାଗର ଗ୍ରୁପ୍ ସି\’ର ୨୨ ହଜାର ୮୯୬ ପଦବୀ ଖାଲି ପଡ଼ିଛି । ବିଦ୍ୟାଳୟ ଓ ଗଣଶିକ୍ଷା […]Continue Reading
Odisha News
ଭୁବନେଶ୍ୱର,୭/୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍‌ର ଧକ୍‌ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ ‘EKTA’ର ଶୁଭାରମ୍ଭ କରିଛନ୍ତି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ Continue Reading
Odisha News
ଭୁବନେଶ୍ୱର, ୭/୮ : ୭୦ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜ। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା। ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ବିଗତ କିଛିଦିନ ହେବ ଚିକିତ୍ସା ଚାଲିଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି।ବିଭୂତି ଭୂଷଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୮ : (ବୁଧବାର )ସନ୍ଧ୍ୟା ୫ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଚଳିତ ବର୍ଷର ଖରିଫ ଋତୁ ପାଇଁ ପ୍ରଧାନ ମନ୍ତ୍ରୀ ଫସଲ ବୀମା ସମ୍ପର୍କୀତ ଜିଲ୍ଲା ମନିଟରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୮ : ଜ଼ିଲ୍ଲା ପ୍ରେସ କ୍ଲବ, ଖୋର୍ଦ୍ଧା ଓ ଜାନକୀ ବଲ୍ଲଭ ସ୍ମୃତି କମିଟି ଟ୍ରଷ୍ଟ ର ମିଳିତ ଆନୁକୂଲ୍ୟରେ ଜାନକୀ ବଲ୍ଲଭ ପଟ୍ଟନାୟକ ଉଦ୍ୟାନ ପରିସରରେ ସବୁଜ ବନାନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବର ସଭାପତି ଶୁଭ୍ରାଂଶୁ ରଞ୍ଜନ ସାମନ୍ତରାୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦୈନିକ ଓଡ଼ିଆ ସମ୍ବାଦ ପତ୍ର ” ସମ୍ବାଦ ” Continue Reading