ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୫/୮: ଅଗଷ୍ଟ ୪ ୨୦୨୫, ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ର ସ୍ମୃତି ରେ ନୟାଗଡ଼ ରୋଟାରୀ କ୍ଳବ୍ ତରଫରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ୫୦ ରୁ ଉର୍ଦ୍ଧ୍ବ ସାମ୍ବାଦିକ ବନ୍ଧୁ ମାନେ ଯୋଗଦାନ କରି ନିଜର ବକ୍ତବ୍ୟ ରଖିଥିଲେ । ରୋଟାରୀ କ୍ଲବ ସଭାପତି ବସିରନ ବିବି ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ […]Continue Reading
By C.R.Beura Bhubaneswar, Aug. 4: In a significant policy development aimed at enhancing gender parity and promoting ease of doing business, the Odisha government has allowed women to work night shifts in private establishments. The labour and employees’ state insurance department issued a notification detailing stringent safety protocols to ensure women’s protection Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୪/୮ : ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ, ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଶ୍ରୀ ଲାଡେ ଗଜାନନ୍ ଦୟାନନ୍ଦ, ଅତିରିକ୍ତ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୪/୮ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ Continue Reading
ଭୁବନେଶ୍ୱର, ୪/୮ : ଲକ୍ଷପତି ଦିଦି ହେବେ କୋଟିପତି ଦିଦି । ସ୍ୱୟଂ ସହାୟକ ଗୋଷ୍ଠୀରେ ଥିବା ଲକ୍ଷପତି ଦିଦିଙ୍କୁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଦେବାକୁ ଯୋଜନା କରିବେ । ଏ ନେଇ ଆଜି ସୁଭଦ୍ରା ହିତାଧିକାରୀଙ୍କ ସହିତ ଆଲୋଚନା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଆଜି ଲୋକସେବା ଭବନର ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ବିଭିନ୍ନ ଜିଲ୍ଲାର ସୁଭଦ୍ରା ହିତାଧିକାରୀଙ୍କ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୮ : ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜ଼ିଲ୍ଲା ରାଜସ୍ବ ଅମଲା ସଙ୍ଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ଜ଼ିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ବ ଅମଲା ମାନଙ୍କର ଦଶ ଦଫା ଦାବୀ ଗୁଡିକ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେଥିମଧ୍ୟରୁ ଜ଼ିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ବ ଅମଲା ମାନଙ୍କ ମୂଳ ଦରମା ଓ.ଆର.ଏସ.ପି ନିୟମ ଅନୁଯାୟୀ ଲେବେଲ -୯ କୁ ବୃଦ୍ଧି କରିବା, Continue Reading
ଭୁବନେଶ୍ୱର,୪/୮: ଶେଷରେ ହାରିଗଲେ ବଳଙ୍ଗା ପୀଡ଼ତା। ଜୀବନ ଯୁଦ୍ଧରେ ସଂଗ୍ରାମ କରି ହାରିଯିବା ପରେ ତାଙ୍କର ମୃତ୍ୟୁକୁ ନେଇ ସମସ୍ତେ ଯେଭଳି ସ୍ତବ୍ଧ ହୋଇଯାଇଛନ୍ତି।ସୋମବାର ସକାଳେ ଇସଲାମ ଧର୍ମ ଅନୁଯାୟୀ ପୀଡ଼ିତାଙ୍କୁ ତାଙ୍କ ଜନ୍ମିତ ଗାଁରେ କବର ଦିଆଯାଇଛି। ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କୁ କବର ଦିଆଯାଇଥିବା ବେଳେ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ।ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ Continue Reading
ବାଲେଶ୍ୱର,୪/୮ : ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବହୁଚର୍ଚ୍ଚିତ ଇଣ୍ଡିଗ୍ରେଟେଡ଼ ବିଏଡ଼ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ ଟିମ ।ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ରବିବାର ବିଳମ୍ବିତ ରାତିରେ ଗିରଫ କରାଯାଇଛି ।ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ ।ଉଭୟଙ୍କୁ ରାତିରେ ବାଲେଶ୍ୱର ଏସଡ଼ିଜେଏମଙ୍କ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୪/୮ : ଶ୍ୟାମା ମାଧବ ବାସନ୍ତୀ ଦେବୀ ମେମୋରିଆଲ ପାଠାଗାର ଖୋର୍ଦ୍ଧା ଠାରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଆଲୋଚନା ଚକ୍ର ଶୀର୍ଷକ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷକ ଅନୁଷ୍ଠିତ ହୋଇଯାଇଅଛି।ଏହି ଆଲୋଚନା ଚକ୍ରରେ ସର୍ବ ଭାରତୀୟ ଶିକ୍ଷକ ସଂଘର କୋଷାଧ୍ୟକ୍ଷ ପ୍ରକାଶ ମହାନ୍ତି ଯୋଗଦେଇ କହିଥିଲେ କି ପ୍ରାଥମିକ ଶିକ୍ଷକ ଠିକା ଓ ଚୁକ୍ତିରେ ଶିକ୍ଷକ ନିଯୁକ୍ତି କଲେ ଗୁଣାତ୍ମକ ଶିକ୍ଷା ହୋଇପାରିବ Continue Reading
ଭୁବନେଶ୍ୱର, ୩/୮ : ଆଇଇଡି ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା। ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାର ପାଇଁ ସହାୟତା ଘୋଷଣା। ଦୁଃଖ ପ୍ରକାଶ ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ।ସୂଚନାଯୋଗ୍ୟ ସହିଦ ସପ୍ତାହ ଚାଲିଥିବା ବେଳେ ଆଜି ରେଳଧାରଣାକୁ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ାଇଥିଲେ ମାଓବାଦୀ। ବିମଳାଗଡ଼ ସେକ୍ସନ Continue Reading




