ଭୁବନେଶ୍ୱର, ୧୦/୧୧ : ଛୋଟବେଳେ ଟ୍ରେନ୍ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ।ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ ସ୍ବପ୍ନ ଦେଖି ବଡ଼ ହୋଇଥିବା ଏହି ଯୁବତୀଙ୍କ ଆଖିରେ ଏବେ ଲୁହ। ସେ ହେଲେ ପୂଜା ନାୟକ ଓରଫ ସେଜଲ ଜୋହନ (୨୧)।ଆମେରିକାରେ ପୋଷ୍ୟକନ୍ୟା ଭାବେ ରହୁଥିବା ପୂଜା ଓଡ଼ିଶା ଫେରି ଆସିବାକୁ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୧୧: ଜାତୀୟ ଆଇନ ସେବା ଦିବସ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଦୁଇ ଦିନ ବ୍ୟାପି ବାଣପୁର ଅଞ୍ଚଳରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ତାଲୁକ ଆଇନସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଣପୁର କୋର୍ଟ ପରିସରରୁ ଏକ ଆଇନ ସଚେତନତା ପଦଯାତ୍ରା ବାହାରି ସହର Continue Reading
ଦାରିଙ୍ଗିବାଡ଼ି, ୯/୧୧ : ରାଜ୍ୟରେ ଫେରିଛି ଶୀତ। ଧୀରେ ଧୀରେ ବିଭିନ୍ନ ସ୍ଥାନରେ କମୁଛି ତାପମାତ୍ରା। ଅନୁରୂପ ଭାବେ ଭୁବନେଶ୍ୱର ଏବଂ କଟକରେ ପାରଦ ହ୍ରାସ ପାଇଛି। ଏହାସହିତ ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି। ଫୁଲବାଣୀରେ ମଧ୍ୟ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି।ରାଜ୍ୟର ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଥିବାରୁ ଶୀତ ପରିମାଣ ବଢୁଛି। ଏପରିକି ସକାଳୁ ସକାଳୁ କୁହୁଡି ମଧ୍ୟ ପରିଲିକ୍ଷିତ ହେଉଛି। ଯାହାଫଳରେ Continue Reading
କବିସୂର୍ଯ୍ୟନଗର/ ଗଞ୍ଜାମ,୯।୧୧ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଖଜାପଲ୍ଲୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମୃତକ ରଣିପଡ଼ା ଗାଁରେ ମିଟୁ ପରିଡ଼ା ଓ ଶାଳବଣ ଗାଁର କାଶୀନାଥ ସେଠୀ ବୋଲି ଜଣାପଡିଛି ।ଖବର ଅନୁଯାୟୀ, ରବିବାର ଭୋର ସମୟ । ସ୍ଥାନ ଖଜାପଲ୍ଲୀ । ଏହି ସମୟରେ ବାଇକ୍ ଆରୋହୀ ମିଟୁ ପରିଡ଼ା ନାମକ ଯୁବକ କୌଣସି କାମରେ ଯାଉଥିଲେ । ଏହି ସମୟରେ ଖଜାପଲ୍ଲୀ […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୧୧ : କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି ।ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ସମାବେଶରେ ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ଶିବ ନାରାୟଣ ସିଂଙ୍କ ଅଧ୍ୟକ୍ଷତା କରିଥିଲେ ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଯୋଗ ଦେଇଥିଲେ।ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ କନ୍ଧମାଳ ସାଂସଦ ଙ୍କ Continue Reading
ପ୍ରସନ୍ନ କୁମାର ପାଇକରାୟ ରିପୋର୍ଟଖୋର୍ଦ୍ଧା, ୮/୧୧ : ଶନିବାର ସନ୍ଧ୍ୟାରେ ପି.ଏମ.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ଗୁରୁଜଙ୍ଗ, ଖୋର୍ଦ୍ଧାରେ ୨୧ତମ କ୍ଷେତ୍ରୀୟ ବିଜ୍ଞାନ କଂଗ୍ରେସର ୫ ଦିବସୀୟ କାର୍ଯ୍ୟକ୍ରମର ସମାପନ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ ଛତିଶଗଡ ଓ ଓଡିଶାର ରାଜ୍ୟର ୬ଟି କ୍ଲଷ୍ଟରରୁ ୫୯ ଜଣ ବଛା ବଛା ଛାତ୍ରଛାତ୍ରୀଙ୍କୁ ନେଇ ଏହି କାର୍ଯ୍ୟକ୍ରମର ସମାପନ ସମାରୋହରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶଶିକାନ୍ତ ଦାସ, ଡେପୁଟି ଡାଇରେକ୍ଟର (ବାଇ Continue Reading
ନୂଆପଡ଼ା,୮/୧୧ : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍ ପର୍ଯ୍ୟଁନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍ ଶୋ’ କରିଛନ୍ତି।ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ ଗର୍ଜିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୧୧ : ଭାରତର ଲୌହ ମାନବ ଓ ମହାନ୍ ଜନନାୟକ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନଙ୍କ ଆୟୋଜକରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ବିରାଟ ଧରଣର ଏକତା ପଦଯାତ୍ରା ସମେତ ବିଭିନ୍ନ କାର୍ୟ୍ୟକ୍ରମ ଏକତାମୟ ପରିବେଶ ମଧ୍ୟରେ ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୧୧ : ବିଜୁ ଜନତା ଦଳ ପକ୍ଷରୁ ଦଳ ସୁପ୍ରିମୋ ନବୀନ ପଟନାୟକଙ୍କ ନିର୍ଦେଶକ୍ରମେ ଅକ୍ଟୋବର ୦୯ତାରିଖରୁ ନଭେମ୍ବର ୦୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେଉଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କମିଟି ପକ୍ଷରୁ ହରଭଙ୍ଗା ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ଏକ ବିଶାଳ ଜନସମ୍ପର୍କ ଯାତ୍ରା ପୂର୍ବତନ ମନ୍ତ୍ରୀ ବାଚସ୍ପତି ତଥା ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଙ୍କ Continue Reading
ଭୁବନେଶ୍ବର,୮/୧୧ : ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ ନାଳକୁ ଖସିପଡ଼ଛି କାର୍ ।କଳାଝରି ନିକଟ ଦୟା ୱେଷ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ମିଳିଛି।Continue Reading




