Home Posts tagged ODISHA (Page 196)
Odisha News
ଭୁବନେଶ୍ୱର, ୩୦/୭ : ରାଜ୍ୟର ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି ।ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବନ୍ୟା ସ୍ଥିତି […]Continue Reading
Odisha News
ଭୁବନେଶ୍ୱର,୩୦/୭: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ୬ ଜଣଙ୍କୁ ଗିରଫ କରିଛି। ଏକ ପ୍ରେସ୍‌ମିଟ୍‌ରେ କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇ କହିଛନ୍ତି ଯେ, ଏହି ଲିକ୍ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି।କ୍ରାଇମବ୍ରାଞ୍ଚ ଡିଜି ଆହୁରି କହିଛନ୍ତି ଯେ, ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ୱରରୁ Continue Reading
Odisha News
ବିଶ୍ୱ ଭୂଷଣ ଦାସଙ୍କ ରିପୋର୍ଟନୟାଗଡ଼, ୩୦/୭ : ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରିୟ ଭିଜିଲାନ୍ସ ମନିଟରିଙ୍ଗି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା ।ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି(ନିର୍ଯ୍ୟାତନା ନିବାରଣ )୧୯୯୫ ନୀୟମ ବିଷୟରେ ସମୀକ୍ଷା କରାଗଲା ।ନୟାଗଡ଼ ଜିଲ୍ଲାରେ ଯେପରି ନିର୍ଯ୍ୟାତନା ହ୍ରାସ କରାଯିବ ସେଲାଗି ଜନ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୩୦/୭ : ବୁଧବାର ଅପରାହ୍ନ ୪ ଘଟିକା ସମୟରେ ଫାଇଲେରିଆ ରୋଗ ନିରାକରଣ ପାଇଁ ସାମୂହିକ ବଟିକା ସେବନ କାର୍ଯ୍ୟକ୍ରମ ଅନ୍ତର୍ଗତ ଦ୍ଵିତୀୟ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୭ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦକ୍ଷତା ବିକାଶ ନିୟୋଜନ କାର୍ଯ୍ୟାଳୟ ଓ ଆଦିତ୍ୟ ଏଜୁକେସନାଲ ସୋସାଇଟି ମଧ୍ୟରେ ପାରଳାଖେମୁଣ୍ଡି ଠାରେ ନିଯୁକ୍ତି ଭିତ୍ତିକ ତାଲିମ୍ ପାଇଁ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଅଛି ।ଏହି ଚୁକ୍ତି ସ୍ୱାକ୍ଷରିତରେ ଜିଲ୍ଲା ତଥା ରାଜ୍ୟର ୨୪୦ ଜଣ +୨ ତଥା ଯୁକ୍ତ ଦୁଇ ପାସ୍ କିମ୍ବା ଫେଲ୍ ହୋଇଥିବା ଯୁବକ , ଯୁବତୀଙ୍କୁ ମାଗଣା ଆବାସିକ ତାଲିମ୍ ତଥା ନିଯୁକ୍ତି ର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୭ : ସୋମବାର ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ବୌଦ୍ଧର ପୂର୍ବତନ ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ଉପଲକ୍ଷେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଏବଂ ନୂତନ ଭାବେ କାର‌୍ୟ୍ୟଭାର ଗ୍ରହଣ କରିଥିବା ଉପ ଜ଼ିଲ୍ଲାପାଳ ଙ୍କ ଉପଲକ୍ଷେ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି ।ଶ୍ରୀ ବାଣୁଆ ୬ ମାସ ତଳେ ବୌଦ୍ଧରେ ଉପ ଜିଲ୍ଲାପାଳ ଭାବେ ଯୋଗ […]Continue Reading
Odisha News
ବାରିପଦା,୨୯/୭ : ମୟୂରଭଞ୍ଜ ଜିଲା କୁଳିଅଣା ଥାନା ସରପଙ୍ଖା ନୂଆଗାଁ ଗ୍ରାମରେ ଏକ ଲୋମହର୍ଷଣ ହତ୍ୟାକାଣ୍ଡକୁ ପୋଲିସ ଖୁଲାସା କରିଛି। ସ୍ତ୍ରୀ ଓ ଶାଶୁଙ୍କୁ ମାରି ଘରବାଡିରେ ପୋତି ଉପରେ କଦଳୀ ଗଛ ଲଗାଇ ଦେଇଥିଲେ ଅଭିଯୁକ୍ତ।ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ଦେବାଶିଷ ପାତ୍ର। ମୃତକ ଦ୍ୱୟ ହେଲେ ଅଭିଯୁକ୍ତଙ୍କ ସ୍ତ୍ରୀ ସୋନାଲି ଦଳାଇ ଓ ଶାଶୁ ସୁମତା ଦଳାଇ।ସୂଚନାଯୋଗ୍ୟ, ୧୨ ଜୁଲାଇରେ ସୋନାଲି ବାପଘରୁ Continue Reading
Odisha News
ପୁରୀ,୨୮/ ୭ : ଚାଇନିଜ୍ ଇ-କମର୍ସ ପ୍ଲାଟଫର୍ମ ‘ଅଲି ଏକ୍ସପ୍ରେସ’ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ଥିବା ଗୋଡ଼ ପୋଛା ବିକ୍ରି ହେଉଥିବା ଘଟଣା ସାମ୍ନାକୁ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଲାଗିଛି। ଏହି ଅପମାନଜନକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ହିନ୍ଦୁ ସଂଗଠନ ଓ ଭକ୍ତମାନେ ତୀବ୍ର ପ୍ରତିବାଦ ଜଣାଇଛନ୍ତି।ସୋସିଆଲ ମିଡିଆରେ ଜଗନ୍ନାଥପ୍ରେମୀମାନେ କହିଛନ୍ତି, “ମହାପ୍ରଭୁଙ୍କ ଛବିକୁ ଗୋଡ଼ ପୋଛାରେ ବ୍ୟବହାର କରି ଲକ୍ଷ ଲକ୍ଷ Continue Reading
Odisha News
ପୁରୀ,୨୯/୭: ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି।ପୋଲିସ ସୂଚନା ଅନୁଯାୟୀ, ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର Continue Reading
Odisha News
ଭୁବନେଶ୍ୱର,୨୯/୭: ରାଜକୀୟ ଓ ସଡ଼କ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।ସୂଚନା ଅନୁଯାୟୀ, ରାଜକିଶୋର ଜେନାଙ୍କ ବିରୋଧରେ ଆୟାବହିର୍ଭୁତ ସମ୍ପତ୍ତି ଅର୍ଜନ ଅଭିଯୋଗ ଆଧାରରେ ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ସହିତ ଅନ୍ୟ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ତଲାସୀ କରୁଛି।Continue Reading