କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୧ : ରବିବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ପୋଲିସ ପକ୍ଷରୁ ଟାଉନ ହଲ୍ ଠାରେ ସାଇବର ସୁରକ୍ଷା ଅଭିଯାନ ସଭା ଅନୁଷ୍ଠିତ ହୋଇଯାଇଛି । କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସଭାକୁ ଉଦଘାଟନ କରିଥିଲେ ।ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ […]Continue Reading




