ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୪/୫: ଉତ୍ତର ଓଡ଼ିଶା କାଳବୈଶାଖୀ ପ୍ରବଣ ଅଞ୍ଚଳ ହୋଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ଗତ କିଛି ବର୍ଷ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେବା ସହ ଏହି ଦିଗରେ ପ୍ରୟାସକୁ ଦ୍ଵିଗୁଣିତ କରିଛି।ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ତ୍ବରିତ ସମାଧାନ ଦିଗରେ ଗୁରୁତ୍ବ ଦେଇ କମ୍ପାନୀ କାଳବୈଶାଖୀ ଜନିତ ଆହ୍ବାନର ମୁକାବିଲା କରିବା ପାଇଁ ପ୍ରସ୍ତୁତ Continue Reading
କୋରାପୁଟ, ୧୪/୫: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକର ଅମ୍ପାବାଲି ପଞ୍ଚାୟତ କନ୍ଧପୁଟାବନ୍ଧ ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି । କାଳବୈଶାଖୀ ପ୍ରଭାବରେ ଆଜି ଉକ୍ତ ଅଞ୍ଚଳରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ହୋଇଥିଲା । ଏହି ବଜ୍ରପାତ ୩ ଜଣଙ୍କର ଜୀବନ ନେଇଛି । ଗୋଟିଏ ପରିବାରର ବାପା ଓ ଝିଅ ସହ ମାଉସୀର ମୃତ୍ୟୁ ହୋଇଥିବା ଜଣାପଡିଛି ।ସୂଚନା ଅନୁସାରେ, କନ୍ଧପୁଟାବନ୍ଧ ଗ୍ରାମର ଜଣେ ଲୋକ ନିଜ ଝିଅ ଓ ସ୍ତ୍ରୀ ସହିତ ବିଲରେ […]Continue Reading
ପାଟଣାଗଡ଼,୬୧୪/୫: ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍ଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର।ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ […]Continue Reading
ପାରାଦ୍ବୀପ, ୧୪/୫ : ପାରାଦ୍ବୀପ ବନ୍ଦରରେ ୨୧ ପାକିସ୍ତାନୀ ନାଗରିକ । ଦକ୍ଷିଣ କୋରିଆରୁ ୧୩୫ ଟନ୍ ଅଶୋଧିତ ତୈଳ ନେଇ ପାରାଦ୍ବୀପକୁ ଆସିବାକୁ ଥିବା ଜାହାଜରେ ଏହି ପାକିସ୍ତାନୀ ନାଗରିକ ମାନେ ରହିଥିବା ସୂଚନା ରହିଛି ।ପାରାଦୀପ ଉପକୂଳ ଠାରୁ ୨୦ କିମି ଦୂରରେ ଥିବା ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମରେ ଲାଗିବ ଏହି ଜାହାଜ । ପାରାଦ୍ବୀପ ଏସ୍.ପି.ଏମ୍ ବର୍ଥ ରେ ଲାଗିବ ଏମ୍.ଭି. ତୈଳବାହୀ ଜାହାଜ \’ଏକତଟି ସିରେନ୍ -୨-\’ । ତେବେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ଅଷ୍ଟମ ଦିନରେ ପହଞ୍ଚି ଥିବା ବେଳେ ମଙ୍ଗଳବାର ପଞ୍ଚମ ନଗର […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୪/୫ : ମଙ୍ଗଳବାର ସକାଳ ୭ ଘଟିକା ସମୟରୁ ପୂର୍ବାହ୍ ୧୧ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବ୍ଲକ ଅନ୍ତର୍ଗତ, କୁଞ୍ଜୁରି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମାନ୍ୟବର Continue Reading
ମୟୂରଭଞ୍ଜ,୧୩/୫: ଆଗାମୀ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ । ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ତାଙ୍କର ମୟୁରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଶୋଇ ମିନିଷ୍ଟାଡିଅମଠାରେ ଆୟୋଜିତ ଏକ କାର୍ଯ୍ୟମମରେ ଯୋଗ Continue Reading
By Subrat Sarangi Bhubaneswar, May 13 : 13 athletes of the Odisha AM/NS India Kho Kho High-Performance Centre (HPC) represented Odisha teams at the recently held 7th edition of the Khelo India Youth Games in Gaya, Bihar during May 4 – 9, 2025. The Odisha teams made the state proud in the Kho Kho tournament […]Continue Reading
କେନ୍ଦୁଝର, ୧୩/୫: ଲୁଗା ଶୁଖାଇବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମା’ ଓ ପୁଅଙ୍କ ଜୀବନ । ସେପଟେ ବୋହୂ ଏବଂ ନାତିକୁ ବଞ୍ଚାଇବାକୁ ଯାଇ ଶାଶୂ ଗୁରୁତର ହୋଇଛନ୍ତି ।କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗ୍ରାମରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି । ମୃତ ମହିଳା ଜଣକ ହେଲେ କଳ୍ପନା ବେହେରା ଓ ତାଙ୍କ ଅଢ଼େଇ ବର୍ଷର ପୁଅ ଶୁଭ୍ରଜିତ ବେହେରା । ଶାଶୂ ଶାନ୍ତିଲତା ବେହେରା ଗୁରୁତର ଅଛନ୍ତି ।ପ୍ରାପ୍ତ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୩/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା ।ପରେ ପରେ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସମାରୋହ ରେ […]Continue Reading




