Home Posts tagged ODISHA (Page 202)
Odisha News
ଭୁବନେଶ୍ୱର, ୨୮/୧୦ : ଦୁର୍ନୀତିର ଅର୍ଥ କ’ଣ ? ବ୍ୟକ୍ତିଗତ ଲାଭ ପାଇଁ ପଦ ପଦବୀର ଅପବ୍ୟବହାର କରିବା ନା ଲୋକେ ଯେଉଁ ବିଶ୍ୱାସ ରଖିଛନ୍ତି ତାପ୍ରତି ବିଶ୍ୱାସ ଘାତକତା କରିବା ? ଦୁର୍ନିତୀ ନିବାରଣ ସପ୍ତାହ ପାଳନ ଅବସରରେ ସରକାରୀ ଅଧିକାରୀମାନଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ଯୁବପୀଢ଼ି ଦୁର୍ନୀତିରେ ଲିପ୍ତ ହେବା ନେଇ ମୁଖ୍ୟମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା Continue Reading
Odisha News
ଓଡିଶା ,୨୮/୧୦: ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରିବା ସହିତ ଘୂର୍ଣ୍ଣିଝଡ଼ ମୋନ୍ଥା ମଛଲିପଟନମ ଏବଂ କଳିଙ୍ଗପଟନମ ମଧ୍ୟରେ କାକିନାଡା ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (ଓଗଊ)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ମୋନ୍ଥା ଗତ ଛଅ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ପ୍ରାୟ ୧୩ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି।ଆନ୍ଧ୍ରପ୍ରଦେଶରେ ମୋନ୍ଥାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୧୦ : ସୋମବାର ସନ୍ଧ୍ୟା ୫ ଘଟିକା ସମୟରେ କଣ୍ଟାମାଳ ବ୍ଲକ ଜନଶୁଣାଣୀ ଗସ୍ତରେ ଆସିଥିବା ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଚିଲିଂ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି ।ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲାପାଳ ଶ୍ରୀ ନାୟକ ଉମା ସରକାରୀ ଉଚ୍ଚ ବିଦ୍ୟାଳୟ, ଏସସି, ଏସଟି ହଷ୍ଟେଲ ଆଦି ପରିଦର୍ଶନ କରି ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ହଷ୍ଟେଲ ଅନ୍ତେବାସୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୧୦ : ବାତ୍ୟା ମୋନଥା ପ୍ରଭାବରେ ସମଗ୍ର ଗଜପତି ଜିଲ୍ଲାରେ ମଧ୍ୟାହ୍ନ ଠାରୁ ପାଗ ମେଘୁଆ ହୋଇ ଝିପିଝିପି ବର୍ଷା ଲାଗିରହିଛି ।ତେବେ ଏହି ବାତ୍ୟାର ସମସ୍ତ ପ୍ରକାରର ମୁକାବିଲା କରିବା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଭାବେ ଆଗୁଆ ପ୍ରସ୍ତୁତ ହୋଇ ରହିଛି ବୋଲି ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।ବାତ୍ୟା ସଂପର୍କରେ ଅଧିକ ସୂଚନା ଦେଇ ଜିଲ୍ଲାପାଳ ଶ୍ରୀମତୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୭/୧୦ : ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫ ପାଳନ ଉପଲକ୍ଷେ ପ୍ରଥମ ଦିବସରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ନାଗରିକଙ୍କ ପାଇଁ ସାଧୁତାର ଶପଥାପାଠ କରାଇଥିଲେ ।ଉକ୍ତ ବୈଠକରେ ଡେପୁଟୀ କଲେକ୍ଟର, ରାଜସ୍ବ ନିବେଦିତା ପରିଡ଼ା, ଡେପୁଟି କଲେକ୍ଟର, ନ୍ୟାୟିକ, ଅନନ୍ୟା Continue Reading
Odisha News
ବୌଦ୍ଧ, ୨୭/୧୦ : ସୋମବାର ଦିନ ସକାଳ ୧୦ଘଣ୍ଟା ସମୟରେ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଓ ସମସ୍ତ […]Continue Reading
Odisha News
ବାଲେଶ୍ବର, ୨୭/୧୦: ଟିପିଏନଓଡିଏଲ୍ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଛି। ବାଲେଶ୍ଵର ସ୍ଥିତ ଟିପିଏନଓଡିଏଲର କର୍ପୋରେଟ କାର୍ଯ୍ୟାଳୟରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି ଅବସରରେ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ନୈତିକତାକୁ ଆପଣାଇବା ସହ ଲାଞ୍ଚକୁ ପ୍ରତ୍ୟାଖ୍ୟାନ କରିବା, ସ୍ୱଚ୍ଛ ତଥା ଉତ୍ତରଦାୟୀ ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରତିଜ୍ଞା ନେଇଛନ୍ତି। କର୍ମଚାରୀମାନେ Continue Reading
Odisha News
ଭୁବନେଶ୍ୱର , ୨୭/୧୦ : ସମ୍ଭାବ୍ୟ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବାତ୍ୟା ପ୍ରଭାବରେ ଯେମିତି କାହାର ଜଣଙ୍କର ବି ପ୍ରାଣ ହାନି ନ ହୁଏ ଅର୍ଥାତ୍ ଜିରୋ କାଜୁଆଲଟି ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି ।ଆସନ୍ତା ୩୦ ଯାଏ ପ୍ରଭାବିତ ହେବାକୁ ଥିବା ୮ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ଛୁଟି ରହିବ ବୋଲି ବାତ୍ୟା ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ୱ ଓ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୦ : ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମିଳନୀ କକ୍ଷରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରା,ଐତିହ୍ୟ,ବୈଭବ ଓ ମରାଳ ମାଳିନୀ ନିଳାମ୍ବୁ ଚିଲିକାର ସମୃଦ୍ଧିଶାଳୀ ସାଂସ୍କୃତିକ ଚେତନାକୁ ପ୍ରତିଟି ବୀର ଓଡ଼ିଆଙ୍କ ହୃଦୟରେ ଉଜ୍ଜୀବିତ କରିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୧୦ : ଆସନ୍ତା କାଲି ୨୮ ତାରିଖ ରେ ଆସୁଥିବା ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା “ମୋନଥା” କୁ ନେଇ ଗଜପତି ଜିଲ୍ଲା ପ୍ରଦାନ ପକ୍ଷରୁ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଙ୍କ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଅଫିସ୍ ଚେମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ସମ୍ଭାବ୍ୟ ବାତ୍ୟା ” ମୋନଥା” ଉପରେ ଅଧିକ ସୂଚନା ଦେଇ କହିଥିଲେ Continue Reading