ଭୁବନେଶ୍ୱର, ୮/୫: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା।ଗୁରୁବାର ଦିନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ଘୋଷଣା କରିଛନ୍ତି।ସେ କହିଛନ୍ତି ଯେ, ପ୍ରସ୍ତାବିତ ସାଇନ୍ସ ସିଟି ବିଜ୍ଞାନ ଏବଂ Continue Reading
By Akshya Rout Jajpur,May 8 : Dharamasala MLA Himanshu sekhar Sahoo on Wednesday hailed the ‘Operation Sindoor’ by Indian armed forces against terror camps in Pakistan and Pakistan-occupied Kashmir, and said the country stands united with its brave soldiers. He expressed his gratitude to the armed forces by mentioning “Jai Hind” in his Continue Reading
ଭୁବନେଶ୍ୱର,୮/୫ : ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ସବୁଠି ହଇଚଇ ସୃଷ୍ଟି ହୋଇଛି । ଏନେଇ ଭାରତର ସବୁ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି । ଯୁଦ୍ଧ ପାଇଁ ରାଜ୍ୟ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଏନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ” ଯେକୌଣିସି ପରିସ୍ଥିତି ହେଲେ ବି ଆମ ରାଜ୍ୟ ପୂରା […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୫: ଜଙ୍କିଆ ପୋଲିସକୁ ମିଳିଛି ବଡ ସଫଳତା । ସ୍ଥାନୀୟ ଅଂଚଳରେ ଏଟିଏମ୍ ରୁ ଲୁଟ କରୁଥିବା ପଶ୍ଚିମବଙ୍ଗର ୩ଜଣ ଲୁଟେରାଙ୍କୁ ଗିରଫ କରିଛି ପୋଲିସ ।ଗିରଫ ଲୁଟେରା ମାନଙ୍କ ଠାରୁ ବିଭିନ୍ନ ବ୍ୟାଙ୍କର ୫୧ଟି ଏଟିଏମ କାର୍ଡ ନଗଦ ୧,୨୦,୦୦୦,(ଏକଲକ୍ଷ କୋଡିଏ ହଜାର)ଟଙ୍କା ଦୁଇଟି ମୋବାଇଲ ବୋଲି ଆଜି ପୁଲିସ ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି ।ସୂଚନାରୁ ଜଣାପଡିଛି ଗିରଫ ୩ଜଣ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୫ : ବୁଧବାର ଦିନ ସକାଳ ଘ. ୯.୩୦ ମି. ସମୟରେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ବୌଦ୍ଧ ଜିଲ୍ଲା ରାଜସ୍ୱ ସମ୍ପର୍କୀତ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର, ଡେପୁଟି କଲେକ୍ଟର (ରାଜସ୍ୱ) ଶୁଭେନ୍ଦୁ କୁମାର ଜେନା, ସହକାରୀ ଜ଼ିଲ୍ଲାପାଳ (ରାଜସ୍ୱ) Continue Reading
ଭୁବନେଶ୍ୱର,୭/୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ ଏକ ବାର୍ତ୍ତା ଦେବ। ଆମ ସାର୍ବଭୌମତ୍ବକୁ ଆକ୍ରମଣ ସହ୍ୟ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଲେଖିଛନ୍ତିପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୫ : ମଙ୍ଗଳବାର ଦିନ ସ୍ଥାନୀୟ ଜିଲ୍ଲାପାଳ, ବୌଦ୍ଧଙ୍କ ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ପ୍ରଥମ ଜିଲ୍ଲା ସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମାନ୍ୟବର ବିଧାୟକ, କଣ୍ଟାମାଳ ଶ୍ରୀଯୁକ୍ତ କହ୍ନାଇ ଚରଣ ଡାଙ୍ଗ ଓ ବୌଦ୍ଧ ବିଧାୟକ – ତଥା – ଓଡିଶା ସରକାରୀ ଦଳର ମୁଖ୍ୟ ସଚେତକ ମାନ୍ୟବର ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନଙ୍କ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୫ :ସମ୍ଭାବ୍ୟ ଆକାଶମାର୍ଗ ବା ବାୟୁପଥ (ରେଡ୍) ରୁ କିପରି ଧନ ଜୀବନକୁ ସୁରକ୍ଷା ଦିଆଯାଇପାରିବ ସେ ସମ୍ବନ୍ଧରେ ଆସନ୍ତା କାଲି ୭ ତାରିଖ ଅପରାହ୍ନ ୪ ଘଟିକାରୁ ୪ ଘଟିକା ୩୦ ମିନିଟ ପର୍ଯ୍ୟନ୍ତ ଭୁବନେଶ୍ୱର ସଦର ମହକୁମା ବାପୁଜୀ ନଗର ଠାରୁ ରାଜମହଲ ଛକ ପର୍ଯ୍ୟନ୍ତ ହେବାକୁ ଯାଉଥିବା ମକଡ୍ରିଲ ବୈଠକ ଆଜି ଅପରାହ୍ନରେ ଜିଲ୍ଲାପାଳ ଏବଂ ଜିଲ୍ଲାମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଓସୱାନ Continue Reading
ଭୁବନେଶ୍ୱର, ୬/୫ : ସମ୍ଭାବ୍ୟ ଯୁଦ୍ଧରେ ମୁକାବିଲା ପାଇଁ ଆସନ୍ତାକାଲି ଠାରୁ ସପ୍ତାହ ପର୍ଯ୍ୟନ୍ତ ମକ୍ ଡ୍ରିଲ ହେବ । ଏନେଇ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଆସନ୍ତାକାଲି ବାରଟି ସ୍ଥାନରେ ମକ୍ ଡ୍ରିଲ ହେବା ପରେ ଆଗକୁ ଗାଁରେ ବି ହେବ ମକ୍ ଡ୍ରିଲ । ଯୁଦ୍ଧ ସମୟରେ କଣ କରିବାକୁ ପଡେ ତା ଉପରେ ମଧ୍ୟ ଆଡଭାଇଜରୀ ମଧ୍ୟ ଆସିବ ।କେବଳ ସେନା ଓ […]Continue Reading
ନୂଆଦିଲ୍ଲୀ, ୬/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…’ କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ।ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ Continue Reading




