Home Posts tagged ODISHA (Page 210)
Odisha News
ଭୁବନେଶ୍ୱର, ୧୨/୭ : ରାଜ୍ୟ ବାସୀଙ୍କ ପାଇଁ ଆଶ୍ୱସ୍ଥିର ଖବର । ଦୀର୍ଘ ୪ ଦିନ ପରେ ଆଜିଠୁ ରାଜ୍ୟରେ ଗଡିଲା ଘରୋଇ ବସ । ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ ଆଜି ଗନ୍ତବ୍ୟ ସ୍ଥଳକୁ ଗଡିଛି ବସ୍‍ । ୭ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ପାଇଁ ଗଡୁନଥିଲା ବସ୍‍ । ହେଲେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବସ ଚଳାଚଳ ପାଇଁ ନିଷ୍ପତ୍ତି ନେଇଥିଲେ ଘରୋଇ ବସ ମାଲିକ ସଂଘ […]Continue Reading
Odisha News
ଭୁବନେଶ୍ବର, ୧୧/୭ : ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ବସ୍‌ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ କରିବ। ଘରୋଇ ବସ୍‌ଗୁଡ଼ିକ ପୂର୍ବ ଭଳି ପୁଣି ସ୍ବାଭାବିକ ଢଙ୍ଗରେ ଚାଲିବ। ଘରୋଇ ବସ୍ ମାଲିକ ସଂଘର ସଂପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ପୁରୀରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୭ : ବୌଦ୍ଧସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ମତ୍ସ୍ୟ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀମତୀ ଲିପସା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମବାୟ ସମିତି ସମୁହର ଉପ ନିବନ୍ଧକ ଗିରିଶ ଚନ୍ଦ୍ର ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।ସମ୍ମାନୀତ ଅତିଥି ଭାବରେ ହରଭଙ୍ଗା ବ୍ଲକ Continue Reading
Top Stories
By Akshya Rout Jajpur, Jul 11 : The ongoing protest by the Drivers’ Association in Odisha entered the fourth day on Friday, bringing disruptions across several districts. During the protest at Danagadi Chhak in Jajpur district, a driver collapsed and fell unconscious, prompting swift action from former Minister Priti Ranjan Ghadei. Ghadei, who was returning […]Continue Reading
Odisha News
ଭୁବନେଶ୍ୱର, ୧୧/୭ : ଝାରୁସୁଗୁଡ଼ାରେ ବାଂଲାଦେଶୀ ଶ୍ରମିକଙ୍କୁ ଅଟକ ରଖିବା ମାମଲାରେ ଓଡ଼ିଶା ସରକାରଙ୍କୁ ଧମକ ଦେଇଥିବା ପଶ୍ଚିମବଙ୍ଗ କ୍ରୀଷ୍ଣାନଗର ସାଂସଦ ତଥା ବିଜେଡ଼ି ନେତା ପିନାକୀ ମିଶ୍ରଙ୍କ ପତ୍ନୀ ମହୁଆ ମୋଇତ୍ରଙ୍କୁ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ଓଡ଼ିଆ ପୁଅକୁ ବାହା ହୋଇଛନ୍ତି, ମାସେ ପୂରିନି ଶଶୁର ଘରକୁ ଧମକ ଦେଉଛନ୍ତି । ଇଂରେଜମାନେ ଓଡ଼ିଶାକୁ ଧମକାଇ ପାରିଲେ ନାହିଁ, ମହୁଆ କିଏ ବୋଲି ପ୍ରଶ୍ନ କରିଛନ୍ତି ସୁରେଶ Continue Reading
Odisha News
ଭୁବନେଶ୍ୱର, ୧୧/୭ : କଂଗ୍ରେସ ଦ୍ୱାରା ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶକୁ ସମ୍ବୋଧିତ କରିଛନ୍ତି ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ।ଏହି ସମୟରେ ସେ ଶାସକ ବିଜେପି ଉପରେ ଖୁବ ବର୍ଷିଛନ୍ତି । ଏଥିସହ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ କିପରି ଅଛି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି । ଓଡିଶା ସରକାର କେବଳ ଗରିବଙ୍କୁ ଲୁଟୁଥିବା ରାହୁଲ କହିଛନ୍ତି ।କଂଗ୍ରେସ ସାଂସଦ କହିଛନ୍ତି, ପ୍ରଥମେ Continue Reading
Odisha News
ଭୁବନେଶ୍ୱର, ୧୧/୮ : ଭୁବନେଶ୍ୱରରେ ପହଞ୍ଚିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଜୋରଦାର ସ୍ୱାଗତ କରାଯାଇଛି ।ରାହୁଲଙ୍କ ସହ ଇଓଉଉ ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗେ ବି ଆସି ପହଞ୍ଚିଛନ୍ତି । ଉଭୟେ ସେଠାରୁ ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ସମ୍ବିଧାନ ବଞ୍ଚାଓ ସମାବେଶରେ ସାମିଲ ହେବେ । ବିମାନବନ୍ଦରରୁ ବରମୁଣ୍ଡା ପଡ଼ିଆ ଯାଏଁ ରାହୁଲଙ୍କ ରୋଡ ସୋ କରିବେ। ମଧ୍ୟାହ୍ନ ୧୨ଟାରେ ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ Continue Reading
Odisha News
ଭୁବନେଶ୍ୱର,୧୧/ ୭ : ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ ଓ ପରିବହନ କ୍ଷେତ୍ରରେ ସଙ୍କଟ ସୃଷ୍ଟି ହୋଇଛି। ପେଟ୍ରୋଲ ସଙ୍କଟ ଅନୁଭବ କରି ପ୍ରାୟ ସବୁ ଟାଙ୍କିରେ ଗାଡ଼ିଗୁଡ଼ିକର ଲମ୍ବା ଧାଡ଼ି ରହୁଛି। ଅନ୍ୟପକ୍ଷ ରେ ଭୁବନେଶ୍ୱର ବରମୁଣ୍ଡା ସମେତ ରାଜ୍ୟ ପ୍ରାୟ ସମସ୍ତ ବସ୍‌ଷ୍ଟାଣ୍ଡରେ ବସ୍‌ଗୁଡ଼ିକ ଅଟକି ରହିଥିବାବେଳେ ଲୋକେ ନିଜ ଗନ୍ତବ୍ୟସ୍ଥଳକୁ ଯାଇ ନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୭ : ଗଜପତି ଜିଲ୍ଲା ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ହୋଇଥିବା କାର‌୍ୟ୍ୟକ୍ରମରେ ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ Continue Reading
Odisha News
ଭୁବନେଶ୍ୱର,୧୦/୭ : ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମନ୍ତ୍ରୀ ପାତ୍ର କହିଛନ୍ତି ଯେ, ରାଜ୍ୟକୁ ଯେତିକି ଗହମ ପ୍ରାପ୍ତ ହୋଇଛି, ତାହା ରାସନ କାର୍ଡଧାରୀଙ୍କୁ ବିତରଣ କରାଯିବ। ସେ ଆହୁରି କହିଛନ୍ତି, Continue Reading