Home Posts tagged ODISHA (Page 211)
Top Stories
By Our Correspondent Bhubaneswar, Jul 10 : Odisha, widely acclaimed as the “Mineral Hub of India”, is poised to reaffirm its leadership in the mining and industrial landscape by hosting the 4th Edition of the Odisha Mining and Infrastructure International Expo 2026, from January 8 to 11, 2026, at Baramunda Ground, Bhubaneswar. Close on heels […]Continue Reading
Odisha News
ସମ୍ବଲପୁର, ୧୦/୮: ଆଳୁ ଖୋଳୁ ଖୋଳୁ ମହାଦେବ ମିଳିବା ଭଳି ଅବକାରୀ ଟିମ୍ ହାତରେ ଗଞ୍ଜେଇ ବଦଳରେ ଲାଗିଛି ବିପୁଳ ପରିମାଣରେ ରୁପା ଇଟା । ସମ୍ବଲପୁର ଅବକାରୀ ଟିମ୍ ଏକ କାରରୁ ଏକ କୁଇଣ୍ଟାଲ୍ ୧୦ କିଲୋଗ୍ରାମ ରୁପା ଇଟା ଏବଂ କଏନ୍ ଜବତ କରିଛି । ରୁପା ଇଟା ଚାଲାଣ ଅଭିଯୋଗରେ ପୋଲିସ ୨ ଜଣଙ୍କୁ ଅଟକ ରଖିଛି । ସେମାନେ ହେଲେ ଚନ୍ଦ୍ରକାନ୍ତ ପଟେଲ୍ ଓ ସଞ୍ଜୟ ପଟେଲ୍ । ଏ ନେଇ […]Continue Reading
Odisha News
ଭୁବନେଶ୍ୱର, ୧୦/୭ : ବିଜୁ ଜନତା ଦଳ ଛାଡ଼ୁ ଛାଡ଼ୁ ପୁଣି ଥରେ କଂଗ୍ରେସକୁ ଘର ବାହୁଡ଼ା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । ହାତ ଧରୁ ଧରୁ ବିଜେଡ଼ି ବିରୁଦ୍ଧରେ ବିଷ ଓଗାଳିଛନ୍ତି ସୁନୀତା । ମହିଳା ସମ୍ମାନ ନେଇ ବିଜେଡ଼ିକୁ କଡ଼ା ସମାଲୋଚନା କରିଛନ୍ତି ।ସୁନୀତା ବିଶ୍ୱାଳ ଆଜି କଂଗ୍ରେସ ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଜୟଦେବ ଜେନାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି […]Continue Reading
Odisha News
ଭୁବନେଶ୍ୱର, ୧୦/୭ : ଗିରଫ ହୋଇଛନ୍ତି ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ। ଏକ ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ତାଙ୍କୁ ଆଜି ଗିରଫ କରିଛି ଭୁବନେଶ୍ୱରର ବଡଗଡ଼ ଥାନା ପୁଲିସ।ପାର୍ଥଙ୍କ ନାଁରେ ହତ୍ୟା ଧମକ ଓ ଜଣେ ଯୁବତୀଙ୍କ ଭିଡିଓ ଭାଇରାଲ୍ କରିବା ଭଳି ଅଭିଯୋଗ ରହିଛି। ଦୀର୍ଘ ଦିନ ହେବ ତାଙ୍କ ନାଁରେ ଭୁବନେଶ୍ୱରର ଖାରବେଳ ନଗରରେ ଏହି ମାମଲା ରହିଛି। ଭୁବନେଶ୍ୱର ଜେଏମ୍‌ଏଫସି କୋର୍ଟଙ୍କ ପକ୍ଷରୁ ବାରମ୍ବାର ନୋଟିସ ଦିଆଯିବା ସତ୍ତ୍ୱେ ସେ […]Continue Reading
Odisha News
ଗଜପତି, ୧୦/୭ : ଗଜପତି ଜିଲ୍ଲା ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବସ୍ । ଉକ୍ତ ବସ୍ ରେ ୨୦ରୁ ଅଧିକ ଯବାନ ଥିଲେ । ଅଳ୍ପକେ ବର୍ତ୍ତିଲା ଯବାନଙ୍କ ଜୀବନ ।ସୂଚନା ଅନୁସାରେ, ପୁରୀରେ ରଥଯାତ୍ରା ପାଇଁ ଡ୍ୟୁଟି କରି ୨୦ରୁ ଅଧିକ ଯବାନ ଏକ ବସ୍ ଯୋଗେ କୋରାପୁଟ ଫେରୁଥିଲେ । ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ କୌଣସି କାରଣରୁ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା […]Continue Reading
Odisha News
ଭୁବନେଶ୍ୱର,୧୦/୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ରାଜ୍ୟରେ ପେଟ୍ରୋଲ, ଡିଜେଲ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନ ପ୍ରାୟତଃ ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି। ଏହି ଧର୍ମଘଟ ଯୋଗୁଁ ରାଜ୍ୟର ଅନେକ ପେଟ୍ରୋଲ ପମ୍ପରେ ତୈଳ ସଙ୍କଟ ଦେଖାଦେଇଛି, ଏବଂ ଘରୋଇ ବସ୍ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ମଧ୍ୟ ଚରମ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଓଡ଼ିଶା ଡ୍ରାଇଭର ମହାସଂଘ ନିଜର ୬ ଦଫା ଦାବି ପୂରଣ ନେଇ ଅଟଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୭ : ବୌଦ୍ଧ ଜିଲ୍ଲାରେ ପିତୃ ମାତୃ ନ ଥିବା ଓ ଏକକ ଅଭିଭାବକ ଥିବା ଶିଶୁ ମାନଙ୍କ ସର୍ଭେ ପ୍ରକିୟା ଆରମ୍ଭ ହୋଇଛି। ଏହି ଅବସରରେ ବୁଧବାର ଦିନ ଅପରାହ୍ନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ,ବୌଦ୍ଧ ପକ୍ଷରୁ ଆୟୋଜିତ ଶିବିରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୭: (ବୁଧବାର) ରାତି ୮ ଘଟିକା ସମୟରେ ବୌଦ୍ଧ ଜିଲ୍ଲା ମତ୍ସ୍ୟ ଫାର୍ମ ଠାରେ ମତ୍ସ୍ୟ ପ୍ରଜନନ ପାଇଁ ଟିକା କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜ଼ିଲ୍ଲାପାଳ ପ୍ରବୀଣ କୁମାର ବଣୁଆ, ସାଂସଦ ଙ୍କ ପ୍ରତିନିଧି ଯୁଗଳ କିଶୋର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ମୁନିନ୍ଦ୍ର ହନେଗା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ତୃତୀୟ ଦିବସ ତାଲିମ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ଡେପୁଟି କଲେକ୍ଟର ମିତାଲି ମଧୁସ୍ମିତା Continue Reading