Home Posts tagged ODISHA (Page 218)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬ : ଚଳିତ ମାସର ତା ୨୫/୬/୨୦୨୫ ଠାରୁ ୨୭/୬/୨୦୨୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ହାଇଦ୍ରାବାଦ ସ୍ଥିତ ଜିଏମସି: ବାଲାୟୋଗୀ ଇନଡୋର ଷ୍ଟାଡିୟମ ଠାରେ ଜାତୀୟ ସ୍ତରୀୟ ଓପନ ଡାଇକୋଣ୍ଡୋ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏଥିରେ ଗଜପତି ଜିଲ୍ଲାର ଖେଳାଳି ମାନେ ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରି ବଡ଼ ସଫଳତା ହାସଲ କରି ପାରିଛନ୍ତି ।ଏହି ତାଇକଣ୍ଡୋ ପ୍ରତିଯୋଗିତା ତେଲେଙ୍ଗାନା ତାଇକୋଣ୍ଡୋ ଏସୋସିଏସନ ଦ୍ବାରା ଆୟୋଜନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬ : ଗଜପତି ଜିଲ୍ଲାସ୍ତରୀୟ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି ଦିବସରେ ସମ୍ମାନିତ ଅତିଥି ଭାବରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଯୁଗ୍ମ ନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ ବ୍ରହ୍ମପୁର ଶ୍ରୀ କୁଳମଣୀ ରାଉତ ଓ ସହକାରୀ ଉପନିର୍ଦ୍ଦେଶକ ପରିସଂଖ୍ୟାନ ବିଭାଗ Continue Reading
Odisha News
ଭୁବନେଶ୍ବର, ୨୯/୬ : ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଶାଶ୍ବତ ମିଶ୍ରଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ମିଶ୍ରଙ୍କୁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି।ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ସହ ଇଡ୍‌କୋର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି।ରାଜ୍ୟ ସରକାର ଆଜି କିଛି ଅଧିକାରୀଙ୍କୁ ବଦଳି କରିଛନ୍ତି। ଏହି କ୍ର‌ମରେ Continue Reading
Odisha News
ପୁରୀ, ୨୯/୬: ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ଏହି ସମୟରେ ଠେଲାପେଲା ଦଳାଚକଟାରେ ତିନି ଜଣ ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ରଥଯାତ୍ରାରେ ଭିଡ଼ ଜନିତ ଅଘଟଣକୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ଯାହାକୁ ନେଇ ବଡ଼ ଆକ୍ସନ ନେଇଛନ୍ତି […]Continue Reading
Odisha News
ଭୁବନେଶ୍ୱର, ୨୯/୬ : ଆଜିଠୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ।ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଆଡ଼କୁ ଏହା ଗତି କରିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦେଇଛି। ଏପରିକି ଆଜି ମଧ୍ୟ Continue Reading
Odisha News
ପୁରୀ, ୨୯/୬ : ମାଉସୀ ମା\’ଙ୍କ ପାଖରେ ପହଂଚି ସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କୁ ଦେଖିବା ପାଇଁ କାଇଁ କେତେ ଦୂରରୁ ଭକ୍ତମାନେ ଆସିଛନ୍ତି। ତେବେ ମହାପ୍ରଭୁଙ୍କ ଧାମରୁ ଏକ ଦୁଃଖଦ ଖବର ଆସିଛି। ଶରଧାବାଲିରେ ଠେଲାପେଲା ହୋଇ ୩ ମୃତ୍ୟୁ ହୋଇଛି। ତେବେ ମୃତକ ମାନେ ହେଲେ ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଓ ପ୍ରଭାତୀ ଦାସ। ତେବେ ଆଜି ଭୋର ୪ ସମୟରେ ଏପରି ଅଘଟଣ ଘଟିଛି। ଏହି ଅଘଟଣ ପରେ ସବୁଆଡେ ଶୋକର ଛାୟା […]Continue Reading
Odisha News
ବ୍ରହ୍ମପୁର,୨୮/୬: ସହକାରୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡ଼ିଛି କୋଟିପତି ହେବା ନିଶା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ।ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡାଙ୍କ ବ୍ରହ୍ମପୁର ରାମହରିନଗର ତିନି ମହଲା ବିଶିଷ୍ଟ ବାସଭବନ, ଆଙ୍କୁଲି ମୁକ୍ତେଶ୍ୱର ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍ ସେହିପରି ଉକ୍ତ ଆପାର୍ଟମେଣ୍ଟରେ ତାଙ୍କର ଅନ୍ୟ ଏକ ଫ୍ଲାଟ୍‌, ପୁରୀରେ ଥିବା Continue Reading
Odisha News
ପୁରୀ,୨୮/୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।ଅନ୍ୟପକ୍ଷରେ ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ Continue Reading
Odisha News
ପ୍ରସନ୍ନ ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୨୭/୬: ଜଗତରନାଥ ଜଗନ୍ନାଥଙ୍କ ଘୋଷଯାତ୍ରା ଚଳିତ ବର୍ଷ ଖୋର୍ଦ୍ଧାରେ ଅନେକ ସ୍ଥାନରେ ପାଳିତ ହୋଇଯାଇଛି। ଓଡ଼ିଆ ମାନଙ୍କ ଅସ୍ମିତାର ପର୍ବ, ପୌରାଣିକ ଐତିହ୍ୟ ସଂସ୍କୃତିର ପର୍ବ, ବିଶ୍ଵବିଦିତ ମହାପ୍ରଭୁ ଶ୍ରୀ ଜଗନ୍ନାଥ ସଂସ୍କୃତି ସନାତନ ଧର୍ମ, ଭାଇଚାରାର ପର୍ବ ପବିତ୍ର ଘୋଷଯାତ୍ରା ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ଜାଗୁଳେଇ ପାଟଣା ସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବ ବିଜେ ଏବଂ ଗଡଖୋର୍ଦ୍ଧା ଜଗନ୍ନାଥ ମନ୍ଦିର Continue Reading