ଭୁବନେଶ୍ୱର,୨୭/୬ : ପବିତ୍ର ରଥଯାତ୍ରାରେ ଭିଜିବ ସାରା ଓଡିଶା। ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି।ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି Continue Reading
ପୁରୀ, ୨୭/୬: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତ ଓ ଭଗବାନଙ୍କ ମହାମିଳନର ମହାପର୍ବ। ଆଜି ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇବେ ଶ୍ରୀଜୀଉ। ତେବେ ଏଥିପାଇଁ ପ୍ରସ୍ତୁତ ରହିଛି ରଥ ଆଉ ପଥ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ କାଳିଆ ସାଆନ୍ତେ। ରଥଯାତ୍ରା ପାଇଁ ସଜେଇ ହୋଇଛି ଶ୍ରୀମନ୍ଦିର ଓ ବଡଦାଣ୍ଡ। ସିଂହଦ୍ବାର ସମ୍ମୁଖରେ ଦାରୁଦିଅଁଙ୍କ ଅପେକ୍ଷାରେ ରହିଛି ୩ ରଥ। Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରୀପୋର୍ଟସୁବର୍ଣ୍ଣପୁର ୨୭/୬ : ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକର ପାଣିମୋରା ଗ୍ରାମରେ ଥିବା ‘ ମାସ୍ ବାଇଓ ଫୁଏଲ୍ ପ୍ରା. ଲିଃ.’ ନାମକ ଇଥାନଲ୍ କାରଖାନା ବିରୁଦ୍ଧରେ ପୁଣି ଥରେ ସ୍ଥାନୀୟ ଗ୍ରାମବାସୀମାନଙ୍କ ପକ୍ଷରୁ ପ୍ରବଳ ଜନଅସନ୍ତୋଷ ପ୍ରକାଶ ପାଇଛି।କାରଖାନାରୁ ନିର୍ଗତ ଦୁର୍ଗନ୍ଧ ଓ ବିକଟାଳ ଶବ୍ଦରେ ଅତିଷ୍ଠ ହୋଇ କାରଖାନା କର୍ତ୍ତୃପକ୍ଷ କୌଣସି କଥା ନ ଶୁଣିବାରୁ ବାଧ୍ୟ ହୋଇ ଗତ ୨୪ ତାରିଖ ଦିନ ପାଣିମୋରା Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୭/୬ : ନୟାଗଡ଼ ସଦରଥାନା ଅନ୍ତର୍ଗତ ମାଳିସାହି, ଢେଙ୍କେଣା ଓ ଖଣ୍ଡୁଗାଁ ପଞ୍ଚାୟତର ୧୭ ଖଣ୍ଡ ମୈାଜାବାସୀ ରାସ୍ତା ନିର୍ମାଣ ଦାବିରେ ଆଜି ଶିମିଳିସାହି ନିକଟରେ ୩ ହଜାର ଲୋକ ମେଳି ହୋଇଥିଲେ।ପୂର୍ବ ପ୍ରସ୍ତୁତି ଅନୁସାରେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ ଅବରୋଧ ପାଇଁ ୧୭ ଖଣ୍ଡ ମୌଜାବାସୀ ସଜବାଜ ହେଉଥିବା ବେଳେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୬ : ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରୁ ଅର୍ଥାତ ୧୯୪୪ ମସିହାରୁ ଚିନ୍ତାକରାଯାଇଥିବା ପୂର୍ବ -ପଶ୍ଚିମ ଓଡ଼ିଶାର ସଂଯୋଗ ର ସେତୁ ଖୁର୍ଦ୍ଧା -ବଲାଙ୍ଗୀର ରେଳ ପ୍ରକଳ୍ପ ନାଲିଫିତା ତଳେ ପଡିରହିଥିଲା ।ବହୁ ଲଢେଇ ଆନ୍ଦୋଳନ ଫଳରେ ଖୋର୍ଦ୍ଧାରୁ ନୟାଗଡ଼ ଏବଂ ବଲାଙ୍ଗୀରରୁ ବିଛୁପାଲି ପର୍ଯ୍ୟନ୍ତ ରେଳ ଗାଡି ଗଡି ବର୍ଷ ବର୍ଷ ଧରି ପ୍ରକଳ୍ପ ଅତ୍ୟନ୍ତ ଧିମା ଗତିରେ ଚାଲୁଥିବା ବେଳେ ଏ କଥା ଯେତେବେଳେ ମାନ୍ୟବର ପୂର୍ବତନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା । ପରମ୍ପରା ଅନୁସାରେ ସ୍ନାନପୂର୍ଣ୍ଣିମାଠାରୁ ଅଣସର ଘରେ ଜ୍ୱରରେ ପୀଡିତ ହୋଇ ଚିକିତ୍ସିତ Continue Reading
By Rupashree Mohanty Odisha/Barbil, June 26 : ArcelorMittal Nippon Steel India (AM/NS India) performed ‘Bhoomi Pooja’ for construction of a four km long concrete road from Bhanjapali Bypass to Kalmong Chowk near Sagasahi mines in Barbil.The road being developed is a regular route for commuters from local villages of Kalmong, Sagasahi and Ghorabhurani. AM/NS India […]Continue Reading
ଭୁବନେଶ୍ୱର, ୨୬/୬ : ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିାଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଲୋକସେବା ଭବନଠାରେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ Continue Reading
ଜଗତସିଂହପୁର, ୨୬/୬ : ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଆକାଉଣ୍ଟାଣ୍ଟ। ତାଙ୍କ ନାଁ ସୂର୍ଯ୍ୟକାନ୍ତ ସ୍ୱାଇଁ। ସେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି।ଗୃହ ନିର୍ମାଣ ପାଇଁ ଉକ୍ତ ଶିକ୍ଷକଙ୍କ ନାଁରେ ଅଗ୍ରୀମ ଦେଢ଼ ଲକ୍ଷ ଟଙ୍କା ଆସିଥିଲା। ସରକାରଙ୍କ ତରଫରୁ ଯୋଗ୍ୟ କର୍ତ୍ତୃପକ୍ଷ ତାଙ୍କ ନାଁରେ ଏହି ଟଙ୍କା ମଞ୍ଜୁର କରିଥିଲେ। କିନ୍ତୁ ବିଲ୍ କରି Continue Reading
ଜଗତସିଂହପୁର, ୨୬/୬ : ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଆକାଉଣ୍ଟାଣ୍ଟ। ତାଙ୍କ ନାଁ ସୂର୍ଯ୍ୟକାନ୍ତ ସ୍ୱାଇଁ। ସେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି।ଗୃହ ନିର୍ମାଣ ପାଇଁ ଉକ୍ତ ଶିକ୍ଷକଙ୍କ ନାଁରେ ଅଗ୍ରୀମ ଦେଢ଼ ଲକ୍ଷ ଟଙ୍କା ଆସିଥିଲା। ସରକାରଙ୍କ ତରଫରୁ ଯୋଗ୍ୟ କର୍ତ୍ତୃପକ୍ଷ ତାଙ୍କ ନାଁରେ ଏହି ଟଙ୍କା ମଞ୍ଜୁର କରିଥିଲେ। କିନ୍ତୁ ବିଲ୍ କରି Continue Reading




