Home Posts tagged ODISHA (Page 22)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୮ : ରବିବାର ଦିନ ୧୨.୩୦ ମିନିଟ ସମୟରେ ବୌଦ୍ଧ ଟାଉନହଲ୍‌ଠାରେ \”ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତି\”, ବୌଦ୍ଧ ଜିଲ୍ଲା ଶାଖାର ୭ମ ତ୍ରୟବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ସମିତିର ସଭାପତି ଜିତେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଧର୍ମଶାଳା,୩୦/୮ : ଧର୍ମଶାଳା ମହାବିଦ୍ୟାଳୟର ୪୯ତମ ପ୍ରତିଷ୍ଠା ଦିବସ ଆଜି କଲେଜ ପରିସରରେ ଅନିଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର୍ ସୁରେଶ ଚନ୍ଦ୍ର ଦାସ ସଭାପତିତ୍ୱ କରିଥିଲେ। ଅତିଥି ମାନଙ୍କୁ ସ୍ୱାଗତ କରିବା ନିମନ୍ତେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ସଙ୍ଗୀତ ଶିକ୍ଷକ ପୀତବାସ କର ସ୍ୱାଗତ ସଙ୍ଗୀତ ଗାନ କରିଥିଲେ।ମୁଖ୍ୟବକ୍ତା ଭାବରେ ମହାବିଦ୍ୟାଳୟର ପୂର୍ବତନ ଇଂରାଜୀ ବିଭାଗର ଅଧ୍ୟାପକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩୦/୮ : ପତ୍ନୀ କିମ୍ୱା ପିଲାଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ। ଏଣିକି ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ସିଧାସଳଖ ଟଙ୍କା କାଟି ପତ୍ନୀ ବା ସନ୍ତାନ ସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଅଭିଯୋଗ Continue Reading
Odisha News
ସୁନ୍ଦରଗଡ଼ , ୩୦/୮ : ଲହୁଣୀପଡ଼ା ଥାନାର ଏଏସଆଇ (ASI) ମଦନ ମୋହନ ମହାନ୍ତଙ୍କୁ ଭିଜିଲାନ୍ସ ବିଭାଗ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ସେ ଏକ ହୋଟେଲ ମାଲିକଙ୍କଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡ ଧରାପଡ଼ିଛନ୍ତି।ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ସଫଳ ଚଢ଼ାଉ କରାଯାଇ ଏଏସଆଇଙ୍କୁ କାବୁ କରାଯାଇଛି। ଏହି ମାମଲାରେ ଏଏସଆଇଙ୍କ ସହ ମନଦୀପ କୁମାର ଦାସମୋଦକ ନାମକ ଜଣେ ବେସରକାରୀ ବ୍ୟକ୍ତି (ସହଯୋଗୀ) ମଧ୍ୟ ଗିରଫ ହୋଇଛନ୍ତି।ସୂଚନା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୯/୮ : ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଆଜି ପ୍ରାତଃ ୭ ଟା ସମୟରେ ନୟାଗଡ଼ସ୍ଥିତ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍‌ଠାରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି।ଭାରତୀୟ ହକିର କିମ୍ବଦନ୍ତୀ ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଏହି ଦିବସ ପାଳନ କରାଯାଇଥାଏ।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଅତିରିକ୍ତ ଅରକ୍ଷୀ ଅଧିକାରୀ ଶ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୮ : ବୀରନରସିଂହପୁର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ମକ୍ ଡ୍ରିଲ ଆଜି ସରକାରୀ ଉ.ପ୍ରାଥମିକ.ବିଦ୍ୟାଳୟ,ବୀରନରସିଂହପୁରରେ ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ କଅଁରଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୋଟ ୧୧ ଗୋଟି ବିଦ୍ୟାଳୟର ୧୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ,୩୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।ସାଧନ କର୍ମୀ ରୂପେ ବୌଦ୍ଧ ଜିଲ୍ଲା ରେଡକ୍ରସ ଅଫିସର ତଥା ଅଧ୍ୟାପକ ନବ କିଶୋର ଦିପ ପ୍ରାକୃତିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୨୯/୮ : ରାଜ୍ୟରେ ଆଇନଶୃଙ୍ଖଳାକୁ ଆହୁରି ସୁଦୃଢ଼ କରିବା ଓ ଅପରାଧ ନିୟନ୍ତ୍ରଣ ରଣନୀତିକୁ ନେଇ ଶନିବାର ଭୁବନେଶ୍ୱର ପୋଲିସ ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ସଚିବ, ବରିଷ୍ଠ ପୋଲିସ ଅଧିକାରୀ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଗମନ ଅବସରରେ ପୋଲିସ ପକ୍ଷରୁ Continue Reading
Odisha News
ଢେଙ୍କାନାଳ, ୨୯/୮: ଢେଙ୍କାନାଳ ଜିଲ୍ଲାରୁ ଆସିଛି ଏକ ଛାତିଥରା ହତ୍ୟାକାଣ୍ଡ। ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ସହ ମୃତଦେହକୁ ଘର ପାଖ ପାଇଖାନା ଟାଙ୍କି ଭିତରେ ପୋତି ଦେଇଥିବା ଅଭିଯୋଗ ହୋଇଛି। ଏହି ଲୋମଟାଙ୍କୁରା ଘଟଣା ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଆଇନ୍ଦିପୁର ଜୁଆଙ୍ଗ ସାହିରେ ଘଟିଛି।ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତ ଦୀର୍ଘଦିନ ଧରି ମଦ୍ୟପାନରେ ଅଭ୍ୟସ୍ତ ଥିଲେ। ସେ Continue Reading