ବାରିପଦା,୨୪/୬: ମୟୁରଭଞ୍ଜ ଜିଲା କୁଳିଅଣା ଥାନା କୁଚେଇ ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଦିନ ଦ୍ୱି ପ୍ରହରରେ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ସହ ହାର୍ଡଡିସ୍ ଲୁଟି ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ମିଳିଥିବା ସୂଚନା ମୁତାବକ, ୨ଟି ବାଇକ୍ରେ ୫ଜଣ ଦୁର୍ବୃତ୍ତ ଆସି ବ୍ୟାଙ୍କ ସମ୍ମୁଖରେ ପହଞ୍ଚି ଥିଲେ। ପରେ ସେମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ ସହ ଭୁଜାଲି Continue Reading
ଭୁବନେଶ୍ୱର, ୨୪/୬ : ମଧ୍ୟ ପ୍ରାଚ୍ୟରେ ଘମାଘୋଟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ଭୁବନେଶ୍ୱର ବିମାନ ବନ୍ଦରରେ ଆନ୍ତର୍ଜାତୀୟ ବିମାନ ସେବା ପ୍ରଭାବିତ ହୋଇଛି। ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ। ଭୁବନେଶ୍ବରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି। ଯୁଦ୍ଧ ଯୋଗୁ ଏୟାର ସ୍ପେସ କଟକଣା ଦେଖାଦେଇଛି।ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୬ : ସୋମବାର ସନ୍ଧ୍ୟା ୬ ଘଟିକା ସମୟରେ ଓଡିଶା ବିଧାନ ସଭାର ଗୃହ କମିଟି ର ସଦସ୍ୟ ମାନେ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ପହଂଚିଥିଲେ ।ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ବିଧାୟକ ମାନଙ୍କୁ ନେଇ ଜିଲ୍ଲା ଗସ୍ତରେ ଆସିଥିବା ଗୃହ କମିଟି ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୬ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading
ଭୁବନେଶ୍ୱର, ୨୩/୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କ ସହିତ ଗଣଦୁଷ୍କର୍ମ ଘଟଣା ପରେ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ ଲଭର୍ସ ପଏଣ୍ଟକୁ ଚିନ୍ତା ବଢ଼ିଯାଇଛି । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ପାଇଁ ଦୁଇ ଦୁଇ ଥର ବୈଠକ ବସି ସାରିଲାଣି ବୋଲି ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।ଗୋପାଳପୁର ମାମଲାରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ପ୍ରଥମ ଥର Continue Reading
By Subrat Sarangi Bhubaneswar,June 23: ArcelorMittal Nippon Steel India (AM/NS India) observed International Yoga Day across its Odisha operations, aligning with United Nations theme for this year – “Yoga for One Earth, One Health”. The initiative aimed to promote a healthy lifestyle and foster harmony between mind, body, and soul among employees, associates, and Continue Reading
ଭୁବନେଶ୍ୱର, ୨୩/୬: ରାଜ୍ୟରେ ଅଣାୟତ୍ତ ଥିବା ଡାଇରିଆ ସ୍ଥିତିରେ ସୁଧାର ଆସିଛି । ଡାଇରିଆରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ସମୀକ୍ଷା କରିଥିଲେ ।ତା ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ” ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର । ଡାଇରିଆ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ ସଚେତନ Continue Reading
ଭୁବନେଶ୍ୱର,୨୩/୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍ପତି ଉଦ୍ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ ବାକି ୯୫ ପ୍ରତିଶତ ଲୋକ ଏସବୁ ସରକାରୀ ଯୋଜନା ସମ୍ପର୍କରେ ଜାଣିନାହାନ୍ତି। ଜିଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ବି ମୁଁ ଦେଖିଛି ଅଫିସର ଏହା ଜାଣିନାହାନ୍ତି। ଏପରିକି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୩/୬: ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଉପସଚିବ ଶ୍ରୀ ସତୀଶ କୁମାର ସିଂହ, ୨୧ ଜୁନ୍ ୨୦୨୫ ରେ ବୌଦ୍ଧ ଜିଲ୍ଲାକୁ ସରକାରୀ ଗସ୍ତରେ ଯାଇ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଦିବାସୀ କଲ୍ୟାଣ (DA-JGUA) ଯୋଜନା ପଦକ୍ଷେପଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଥିଲେ ଓ ଆମ୍ବାଗାଁ, ଉମା, ଖୁଣ୍ଟିଗୋରା ଗ୍ରାମ ପଞ୍ଚାୟତ ପରିଦର୍ଶନ କରିଥିଲେ ଏବଂ ଗୋଛାଗୋରା ଗ୍ରାମ ମଧ୍ୟ ପରିଦର୍ଶନ କରିଥିଲେ, ଯାହାକୁ Continue Reading
By Barada Das Cuttack,Jun 22: The Thinkers’ Club in it’s 5th year, 123rd Web based meeting discussed on the Vision 2036 Document of the State Government on Good Governance in Vikashit Odisha by the year 2036. Participating in the meeting former Chief Secretary of Odisha, Retired IAS Sahadeb Sahoo said, The Vision 2036 document is […]Continue Reading




