କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ( ଗୁରୁବାର ) ଦିନ ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ବୌଦ୍ଧ ଜ଼ିଲ୍ଲା ରେ ଥିବା ୩ ଗୋଟି ସମ୍ୱନ୍ୱିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପର ମାସିକ ସମୀକ୍ଷା ବୈଠକ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ସୁଭଦ୍ରା ଯୋଜନା,ମମତା […]Continue Reading




