Home Posts tagged ODISHA (Page 224)
Odisha News
ଜଳେଶ୍ୱର, ୧୮/୬ : ଓଡିଶା -ପଶ୍ଚିମ ବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଏକ ଅଘଟଣ ଘଟିଯାଇଛି । ସମୁଦ୍ରରେ ଗାଧୋଇବା ବେଳେ ୩ ପର୍ଯ୍ୟଟକ ଭାସିଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ମୃତ, ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ଓ ଅନ୍ୟ ଜଣେ ନିଖୋଜ ଅଛନ୍ତି ।ସୂଚନା ଅନୁସାରେ ସମୁଦ୍ରରେ ଗାଧୋଇବା ବେଳେ ୩ଜଣ ପର୍ଯ୍ୟଟକ ବୁଡିଯାଇଥିଲେ । ଖବର ପାଇ ସ୍ଥାନୀୟ ପ୍ରଶାସନ ପର‌୍ୟ୍ୟଟକଙ୍କୁ ଉଦ୍ଧାର ପାଇଁ ସ୍ପିଡ ବୋଟ ପଠାଇଥିଲା । ଉଦ୍ଧାରକାରି ଟିମ […]Continue Reading
Odisha News
ଭୁବନେଶ୍ୱର,୧୮/୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ।ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟଭୁବନେଶ୍ୱର, ୧୮/୬: ଟାଟା ପାୱାରର ସମ୍ପୂର୍ଣ୍ଣ ସହାୟକ ସଂସ୍ଥା ତଥା ଭାରତର ଅଗ୍ରଣୀ ରୁଫ୍‌ଟପ୍ ସୋଲାର କମ୍ପାନି ଟାଟା ପାୱାର ରିନୁଏବଲ୍ ଏନର୍ଜି ଲିମିଟେଡ୍ (ଟିପିଆର୍‌ଇଏଲ୍‌) ପକ୍ଷରୁ ଏହାର ‘ଘର ଘର ସୋଲାର’ ଅଭିଯାନ ଅଧୀନରେ ଓଡ଼ିଶାର ଭୁବନେଶ୍ୱରରେ ଭାରତର ସବୁଠୁ ସୁଲଭ ରୁଫଟପ୍ ସୋଲାର ସମାଧାନର ଶୁଭାରମ୍ଭ କରାଯାଇଛି।କମ୍ପାନିର ଗ୍ରାହକ କୈନ୍ଦ୍ରୀକ ଫାଇନାନ୍ସ ମଡେଲ୍ ଓଡ଼ିଶା ଜନସଂଖ୍ୟାର ବ୍ୟାପକ ବର୍ଗ ପାଇଁ ରୁଫ୍‌ଟପ୍ ସୋଲାରକୁ Continue Reading
Top Stories
BY MAMATA MAHAPATRA NAYAGAD, JUN 18 : On the event of district level Bikas Mela program at PTS ground Nayagarh, the Honourable Minister of State, Sri Pradeep Bala Samant, who oversees Cooperation, Handlooms, Textiles, and Handicrafts for the Government of Odisha, officially handed over 4nos.  Community Rights and Community Forest Resources Titles to one villages […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୬ : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି।ଏହା ପରେ ପଥରଚେପା ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି।ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ Continue Reading
Odisha News
ବ୍ରହ୍ମପୁର, ୧୭/୬ : ଗୋପାଳପୁରରେ ଲଜ୍ଜା । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ।ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା ।ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିଲା । ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ଘଟଣାସ୍ଥଳକୁ ଯାଇ ଛାନ୍‌ଭିନ୍ କରିବ ପୋଲିସ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୬ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading
Odisha News
ଯାଜପୁର,୧୬/୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଚାଟ୍, ଗୁପ୍‌ଚୁପ୍, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ତଥା ପାଣି ପାଉଚ୍, ମାଛ, ଚିକେନ୍ ଓ ମଟନ୍ ଦୋକାନଗୁଡ଼ିକ ମଧ୍ୟ ବନ୍ଦ ରହିବ।ଏହି ନିଷ୍ପତ୍ତି ସ୍ଥାନୀୟ ସ୍ୱାସ୍ଥ୍ୟ ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁ -ଟେକ୍ କମ୍ପ୍ୟୁଟର ଏଡୁକେସନ୍ (ରାଜ ବାଟି ପରିସରରେ) ଅଗ୍ରଣୀ ଅନୁଷ୍ଠାନ “ପ୍ରଗତି ମହିଳା ସଙ୍ଗଠନ” ପକ୍ଷରୁ ଅନ୍ତର୍ଜାତୀୟ ପିତୃ ଦିବସ ଏବଂ ରଜ ଉତ୍ସବ-୨୦୨୫ ମହା ଆଡ଼ମ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶୁଭଶ୍ରୀ ଭୁକ୍ତା ସ୍ଵାଗତ ଭାଷଣ ଦେଇଥିବା ବେଳେ ସ୍ନେହା ବେହେରା ଅତିଥି ମାନଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୬ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ Continue Reading