Home Posts tagged ODISHA (Page 225)
Top Stories
By Subrat Sarangi Bhubaneswar, June 16 : Pranati Nayak, the distinguished elite gymnast from the Odisha AM/NS India Gymnastics High Performance Centre (HPC), has once again brought laurels to the state and the Nation, clinching the bronze medal in the Vault finals of Senior Women Artistic Gymnastics (WAG)at the 2025 Artistic Gymnastics Asian Championships held […]Continue Reading
Odisha News
ଭୁବନେଶ୍ୱର, ୧୬/୬ : ଜୁନ୍ ୧୮ ନୁହେଁ,୨୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି। ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପ୍ରବଳ ଖରାକୁ ଦେଖି ରାଜ୍ୟରେ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ଖରାଛୁଟି ବଢିବ କି ନାହିଁ ସେ ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନିଜର ପ୍ରତିକ୍ରିୟାରେ ଏହି […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୬/୬ : ବଲାଙ୍ଗିର ବନ ବିଭାଗ ଇତି ମଧ୍ୟରେ ସକ୍ରିୟ ହୋଇ ଅନେକ ଚୋରା କାଠ ଚାଲାଣ ଗାଡ଼ି ସହ କିଛି କାଠ ଚୋର ଙ୍କୁ ଧରି କେସ ରୁଜୁ କରିସାରିଲାଣି।କାଠ ଚୋର ମାନେ ଜଙ୍ଗଲ ବିଭାଗର ଏତାଦୃଶ କାର୍ଯ୍ୟ ରେ ତ୍ରାହି ତ୍ରାହି ଭଜିଲେଣି।ହେଲେ କାଠ ଚୋର ମାନେ ଜଙ୍ଗଲ ବିଭାଗର ଚଢ଼ାଉ ସତ୍ତ୍ୱେ ବେଫିକର୍।ଜଙ୍ଗଲ ଭିତରେ ପଶି ବେଧଡକ ନାମୀ ଦାମୀ ବୃକ୍ଷ କାଟି ଚୋରା ଚାଲାଣ କରିବାରେ […]Continue Reading
Odisha News
ପୁରୀ,୧୬/୬: ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍ପିଟାଲରେ ମାତ୍ର ୬୭ ବର୍ଷ ବୟସରେ ରବିବାର ବିଳମ୍ବିତ ରାତିରେ ତାଙ୍କର ପରୋଲୋକ ହୋଇଛି।ସୂଚନା ଅନୁଯାୟୀ, ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଥିଲା। ତାଙ୍କୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା।ଶେଷରେ ରବିବାର ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତଃ ରଣାର୍ଣ୍ଣବ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିିପୋର୍ଟକନ୍ଧମାଳ, ୧୬/୬ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି ।ଏଥି ସହିତ ହତ୍ୟାରେ ବ୍ୟବହୃତ ପଥର, ବାଇକ, ମୃତ ଯୁବକର ମୋବାଇଲ ଓ ସାଇକେଲକୁ ମଧ୍ୟ ଜବତ କରିଛି ଫିରିଙ୍ଗିଆ ପୋଲିସ । ପ୍ରକାଶ ଯେ, ବୁଧବାର ଜାର୍ଗୀ ପଡ଼ା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି, ୧୬/୬ : ପାରଳାଖେମୁଣ୍ଡି ସ୍ଥିତ ଆଈ:ଏସ:ଆର:ଡି ସଖୀ ୱାନ ଷ୍ଟପ ସେଣ୍ଟର ତରଫରୁ ରଜ ଉତ୍ସବ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସଖୀ ୱାନ ଷ୍ଟପ କେନ୍ଦ୍ରର ଆଇନ ପରାମର୍ଶ ଦାତା ଶ୍ରୀ ନାଗେଶ୍ଵର ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ । କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଏହି ଦିବସର ଲକ୍ଷ ଓ ଉଦେଶ୍ୟ ଉପରେ ସମ୍ୟକ ବିବରଣୀ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୬ : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ, ବୌଦ୍ଧ ପକ୍ଷ ରୁ ଜଙ୍ଗଲ ଅଧିକାର ନିୟମ -୨୦୦୬ ଅନୁଯାୟୀ ସର୍ବମୋଟ ୧୨ଜଣ ହିତାଧିକାରୀ ଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ କରାଯାଇଥିଲା ।ମୁଖ୍ୟଅତିଥି ଭାବେ ଜ଼ିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଜ଼ିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର Continue Reading
Odisha News
ଭୁବନେଶ୍ବର,୧୪/୬: ଓଡ଼ିଆ ସାହିତ୍ୟର କଥାସମ୍ରାଟ ଫକୀର ମୋହନ ସେନାପତିଙ୍କ ପ୍ରସିଦ୍ଧ କାହାଣୀ ‘ରାଣ୍ଡୀପୁଅ ଅନନ୍ତା’ ଉପରେ ଆଧାରିତ ଚଳଚ୍ଚିତ୍ର ‘ଅନନ୍ତା’ ସିନେମା ହଲ୍‌ରେ ଦର୍ଶକମାନଙ୍କର ମନ ଜିଣୁଛି।ରଜ ଉପଲକ୍ଷେ ଶୁଭମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରକୁ ସିନେମାପ୍ରେମୀମାନେ ବହୁତ ପ୍ରଶଂସା କରୁଛନ୍ତି।ଭାରତୀୟ ସିନେମାର ପ୍ରସିଦ୍ଧ ଚିତ୍ରନିର୍ମାତା ଓ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କ ‘ଅନନ୍ତା’ ଦେଖିବା ପାଇଁ ସିନେମା ହଲ୍‌ରେ ନାହିଁନଥିବା ଭିଡ଼ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୪/୬ : ବଲାଙ୍ଗୀର ଜିଲ୍ଲା ସ୍ଥିତ ପ୍ରାକୃତିକ ପ୍ରଶିକ୍ଷଣ ଅନୁଷ୍ଠାନ ର ଦ ହ୍ୟୁମାନ ଡେଭଲପମେଣ୍ଟ ଆନୁକୁଲ୍ୟରେ ପ୍ରାକୃତିକ କୃଷି ସମ୍ବନ୍ଧୀୟ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହୋଇଛି।କାର୍ଯ୍ୟକ୍ରମରେ ଏଫ୍ଇଏସ ର ମାଷ୍ଟର ଟ୍ରେନର ଡକ୍ଟର୍ ଅଭୟ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଅଂଶ ଗ୍ରହଣ କରିଥିଲେ।କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରକଲ୍ପ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ସିଏସିଏଲ , ଆଇଏସଆରଡି: , ପ୍ରଭା , ଜେକେପି , ସିସିଡବ୍ଲୁଡି , ଆରକେଏସଏସ , ଗଜପତି ତରଫରୁ ଶିଶୁ ଶ୍ରମ ମୁକ୍ତ ଓଡ଼ିଶା ଗଠନ ଅଭିଯାନ ଉଦେଶ୍ୟରେ ପଦଯାତ୍ରା ଏବଂ ସଚେତନତା ରଥ ମାଧ୍ୟମରେ ସହର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପ୍ରତିବର୍ଷ ଜୁନ୍ ୧୨ ତାରିଖରେ ପାଳିତ ହେଉଥିବା ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସର ଲକ୍ଷ୍ୟ […]Continue Reading