Home Posts tagged ODISHA (Page 226)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୬ : ବିକାଶ ମେଳା ତଥା ପରମ୍ପାରିକ ଖାଦ୍ୟ ମେଳା ର ଦ୍ଵିତୀୟ ଦିନ ର ସନ୍ଧ୍ୟା କାର୍ଯ୍ୟକ୍ରମ ରେ କୃଷି, ରାଜସ୍ୱ, ଉଦ୍ୟାନ, ଉଠାଜଳସେଚନ, ଲିଡ଼ ବ୍ୟାଙ୍କ, ଆର. ସେ. ଟି. ଏବଂ ସି. ଅଫ. ଏଲ ର ବିଭିନ୍ନ ସ୍କିମ ଉପରେ ସ୍ୱତନ୍ତ୍ର ଭାବେ ବୈଠକ କଚେରୀ ପଡିଆ ମଞ୍ଚ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ପୃଥକ ପୃଥକ ବୈଠକ ରେ ସମ୍ପୃକ୍ତ ବିଭାଗ ର ବିଭାଗୀୟ ଅଧିକାରୀ ମାନେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୬ : ଆଜି ଅପରାହ୍ନରେ ଓଡ଼ିଶାର ମାନ୍ୟବର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଏବଂ ପ୍ରଭାରୀ ମନ୍ତ୍ରୀ, ଖୋର୍ଦ୍ଧା ଜିଲ୍ଲା ଶ୍ରୀଯୁକ୍ତ ପ୍ରଦୀପ କୁମାର ବଳ ସାମନ୍ତ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ପାରମ୍ପାରିକ ଖାଦ୍ୟ ମେଳାରେ ଉଦଘାଟକ ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ବିକାଶ ବାହାନକୁ ଜିଲ୍ଲାରେ ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର ପ୍ରସାର ଏବଂ ଯୋଜନାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୬ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ପାରଳାଖେମୁଣ୍ଡି ଠାରେ ଶୁଭାରମ୍ଭ କରାଯାଇଛି ।ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଶିଶୁ ଶ୍ରମିକ ନିରାକରଣ ନେଇ ବିଭିନ୍ନ ଆଇନ୍ ଓ ନିଆ Continue Reading
Top Stories
By Our Correspondent Bhubaneswar, Jun 13 : The Council of Scientific and Industrial Research – Institute of Minerals and Materials Technology (CSIR-IMMT) hosted the Red Mud Report Release Meet, marking the successful completion of the national project on Technology Development for Holistic Utilisation of Red Mud. Dr. V.K. Saraswat, Hon’ble Member, NITI Aayog, the chief Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୬ : ବୌଦ୍ଧ ଗସ୍ତରେ ଆସିଥିବା ମାନ୍ୟବର ମନ୍ତ୍ରୀ ଗୃହନିର୍ମାଣ ତଥା ନଗର ଉନ୍ନୟନ ବିଭାଗ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ର ଦୁଇଦିନିଆ ବୌଦ୍ଧ ଗସ୍ତ ରେ ଆସି ଆଜି ଦ୍ଵିତୀୟ ଦିନ ପୂର୍ବାହ୍ନ ରେ ବୌଦ୍ଧ ମର୍ଜାକୁଦ, କୁଲାରିକୁଦ, ନବ ନିର୍ମାଣ ବୌଦ୍ଧ ବସ୍ ଷ୍ଟାଣ୍ଡ,ଆଳତୀ ଘାଟ, ଚନ୍ଦ୍ରଚୂଡ଼ ମନ୍ଦିର ଯାଇ ଠାକୁର ଙ୍କୁ ଦର୍ଶନ ସହିତ ପୁରୁଣା ଦୈନିକ ବଜାର ଏବଂ ବୌଦ୍ଧ ସହରର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟ ଯାଜପୁର, ୧୩./ ୬ : ଗୁରୁବାର ଅପରାହ୍ନରେ ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଆଶ୍ଵଥି ଏସ୍ ଯାଜପୁର ଜିଲ୍ଲା ଗସ୍ତରେ ଆସି ହଠାତ୍ ଦେଖା ଦେଇଥିବା ଡାଇରିଆ ରୋଗ ଏବଂ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ଏବଂ କେଉଁ କାରଣରୁ ଡାଇରିଆ ବ୍ୟାପିଛି ସେ ସମ୍ପର୍କରେ ପ୍ରଶାସନର ଅଧିକାରୀଙ୍କ ସହିତ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏହି ବୈଠକରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, Continue Reading
Odisha News
କେନ୍ଦୁଝର,୧୨/୬ : ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସାପ କାମୁଡ଼ା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ନାମ ନନ୍ଦୀ ଜରେଇ ( ୩୫) ଓ ବବିତା ଜରେଇ(୩୦) ବୋଲି ଜଣାପଡ଼ିଛି। ସେମାନଙ୍କ ଘର ଚମ୍ପୁଆ ସୀମାନ୍ତ ଝାରଖଣ୍ଡ ରାଜ୍ୟ ଜଗନ୍ନାଥପୁର ଥାନା ଜରପାଇ ଗ୍ରାମରେ।ସେମାନଙ୍କ ତିନି ଜଣ ପୁଅ ଝିଅ ଅଛନ୍ତି। ଗତକାଲି ସେମାନେ ଖାଇପିଇ ଶୋଇ ଥିଲେ। ଏକ ବିଷାକ୍ତ ସାପ କାମୁଡ଼ି ଦେବାରୁ ଦୁଇ ଜଣ ଅସୁସ୍ଥ ହୋଇ ଅଚେତ ହୋଇଯାଇଥିଲେ। ସେମାନଙ୍କୁ Continue Reading
Odisha News
ଯୋଡ଼ା,୧୨/୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍ ଚଳାଇଛି।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୬ : ବୁଧବାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ବିକାଶ ମେଳା , ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ଆମ୍ବ ମେଳା ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀ ଦାସ ସୂଚନା ଦେଇ କହି ,ଜିଲ୍ଲାସ୍ତରୀୟ ବିକାଶ ମେଳା, ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୬ : ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ବିକାଶ ମେଳା , ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ଆମ୍ବ ମେଳା ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀ ଦାସ ସୂଚନା ଦେଇ କହି ,ଜିଲ୍ଲାସ୍ତରୀୟ ବିକାଶ ମେଳା, ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ Continue Reading