Home Posts tagged ODISHA (Page 227)
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୨/୬ :ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ଠାରେ କ୍ରାଏ(ଉଜଣ ) କଲିକତା ତରଫରୁ ପଲ୍ଲୀ ଆଲୋକ ପାଠାଗାର ର ଆୟୋଜନ କ୍ରମେ ଏକ ଜିଲ୍ଲା ସ୍ତରୀୟ ମହିଳା ଓ କିଶୋରୀ ସଶକ୍ତିକରଣ କାର୍ମଶାଳା ଅନୁଷ୍ଟିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର ମହିଳା ସୁରକ୍ଷା ଅଧିକାରୀ ଶ୍ରୀମତୀ ଦୋରା ଉପସ୍ଥିତ ରହି ସମନ୍ୱିତ ଶିଶୁ ବିକାଶ ଯୋଜନା ଉପରେ ସମ୍ୟକ୍ ଧାରଣା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୨/୬ : ବିଶେଷ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଏସ.ଡି.ପି.ଓ ନିହାର ରଞ୍ଜନ ପ୍ରଧାନ ଏବଂ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଭାରପ୍ରାପ୍ତ ଅଧିକାରୀ ବାସୁଦେବ ଜୟସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଗଡ଼ଖୋର୍ଦ୍ଧା ନିକଟସ୍ଥ କୁଞ୍ଜ ବିହାରୀ, ମନ୍ଦିର ସମ୍ମୁଖରେ ଚଢାଉ କରାଯାଇ ମନୋରମା ନାୟକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୨/୬ : ରାଜ୍ୟ ନଗର ଉନ୍ନୟନ ଓ ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ବୌଦ୍ଧଜିଲା ଗସ୍ତରେ ଆସି ବିଭିନ୍ନ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି ।ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀପାତ୍ର ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ସମସ୍ତ ବିଭାଗ ର ଊନ୍ନୟନ କାମ ପାଇଁ ଦିଆଯାଇଥିବା ଅନୁଦାନକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା Continue Reading
Odisha News
କୋରାପୁଟ,୧୧/୬: କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ର ଠାରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସ୍ନାନଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ସକାଳେ ମନ୍ଦିର ପରିସରରେ ଥିବା ସୁନା କୂଅରୁ ଗଙ୍ଗା ମାତାଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଶହେ ଆଠ କଳସୀରେ ଜଳ ସଂଗ୍ରହ କରାଯାଇ ସ୍ନାନ ବେଦିକୁ ଅଣାଯାଇଥିଲା ତାପରେ ହୋମଯଜ୍ଞ କରାଯାଇ ରୀତିନୀତି ଅନୁସାରେ ମହାପ୍ରଭୁଙ୍କୁ୧୦୮ କଳସ ସୁଶୋଭିତ ଜଳରେ ସ୍ନାନ କରାଯାଇଥିଲା।ପରେ ଅପରାହ୍ନ ୩ ଟାରେ ମହାପ୍ରଭୁଙ୍କୁ ଗଜାନନ ବେଶରେ Continue Reading
Odisha News
ପୁରୀ, ୧୧/୬ : ମହାପ୍ରଭୁଙ୍କ ସ୍ନାନଯାତ୍ରା ଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)।ସୂଚନା ଅନୁସାରେ ଟାଉନ୍ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହଣ୍‌ରେ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ Continue Reading
Odisha News
ଭୁବନେଶ୍ୱର, ୧୧/୬ : ଆଜିଠୁ ବଢିବ ବର୍ଷାର ପ୍ରକୋପ। ବିଜୁଳି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ରଜ ତିନି ଦିନ ମଧ୍ୟ ପ୍ରବଳ ବର୍ଷା ପବନ ହେବାର ସମ୍ଭାବନା ଅଛି। ତେବେ ରାଜ୍ୟର ବିଭିନ୍ନ ଜିଲ୍ଲା ମାନଙ୍କୁ ଏନେଇ ଆଗାମୀ ସାତ ଦିନ ଯାଏ ବର୍ଷାର ପୁର୍ବାନୁମାନ କରାଯାଇଛି।ଉତ୍ତର ଉପକୁଳ ଓଡିଶା ଓ ତାର ଆଖପାଖ ଅଂଚଳରେ ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ। ବିଜୁଳି ଘଡଘଡି ସହ ମଧ୍ୟ […]Continue Reading
Odisha News
ପୁରୀ, ୧୧/୬ : ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ। ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି।ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୬: ସ୍ଥାନୀୟ ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟ ସଭାଗୃହ ଠାରେ ଭିଜନ ଓଡିଶା ଅ୨୦୩୬ ଓ ବିକଶିତ ଭାରତ ଅ୨୦୪୭ବିଷୟରେ ଜିଲ୍ଲାସ୍ତରୀୟ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଜିଲ୍ଲାଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ କାର୍ଯ୍ୟକ୍ରମକୁ ଉଦଘାଟନ କରି ଆମ ରାଜ୍ୟ ଓଡିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇବାର ୧୦୦ବର୍ଷ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୦/୫ : ଜାତୀୟ ପତାକା କୁ ରାସ୍ତା କଡରେ ଫୋପାଡିବା ଭଳି ସମ୍ବେଦନଶୀଳ ପ୍ରସଙ୍ଗ କୁ ଗୁରୁତ୍ୱ ର ସହ ନେଇଛି କଂଗ୍ରେସ ।ଖଣ୍ଡପଡା ରେ ଅପରେସନ ସିନ୍ଦୁର ଶୋଭାଯାତ୍ରା ରେ ସ୍ଥାନୀୟ ବିଧାୟକ, ଏନଏସି ଅଧ୍ୟକ୍ଷା ଏବଂ ସରକାରୀ ପଦାଧିକାରୀ ହାତରେ ଜାତୀୟ ପତାକା ଧରି ଦେଶଭକ୍ତି ନିଦର୍ଶନ ସହିତ ସାମିଲ ହେବା ପରେ ଜାତୀୟ ପତାକା କୁ ରାସ୍ତା କଡ, କଲ୍ୟାଣମଣ୍ଡପ ରେ ଫୋପାଡ଼ିଦେବା ଭଳି ସଂଗୀନ ଅପରାଧ […]Continue Reading