Home Posts tagged ODISHA (Page 228)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ/ ୧୦/୬ : (ସୋମବାର )ଅପରାନ୍ହ ୩ ଘଟିକା ସମୟରେ ବୌଦ୍ଧ ପାକ୍ସ ପକ୍ଷରୁ ମାଉଲସିଙ୍ଗା ହାଇସ୍କୁଲ ନିକଟ ପଡିଆରେ ଚାଲିଥିବା ରବି ଧାନ କ୍ରୟ କେନ୍ଦ୍ରର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା । ଜିଲ୍ଲାପାଳ ଶ୍ରୀ ପଣ୍ଡା ଧାନ କ୍ରୟ କେନ୍ଦ୍ରରେ ପହଞ୍ଚି ଟୋକନ ପାଇ ଧାନ ବିକ୍ରୟ ପାଇଁ ଆସିଥିବା ଚାଷୀ ମାନଙ୍କ ସହ ଆଲୋଚନା କରିଥିଲେ ।ଧାନ କ୍ରୟ କେନ୍ଦ୍ରରେ ଚାଷୀ ମାନଙ୍କ ପାଇଁ ଥଣ୍ଡା ପାନୀୟ […]Continue Reading
Odisha News
ବରଗଡ଼ , ୧୦/୬ : ପ୍ରାୟ ପ୍ରତ୍ୟେକ ଦିନ ଲାଞ୍ଚ ନେଇ ଅବା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡୁଛନ୍ତି ସରକାରୀ କର୍ମଚାରୀ। ସେମାନଙ୍କ ମଧ୍ୟରେ ବଡ଼ ବଡ଼ ଅଧିକାରୀ ବି ଅଛନ୍ତି। ତଥାପି ଭୟ ନାହିଁ। ଲାଞ୍ଚୁଆ କର୍ମଚାରୀ ଓ ଅଧିକାରୀ ଲାଞ୍ଚ ନେବାରୁ ବିରତ ହେଉ ନାହାନ୍ତି। ଲାଞ୍ଚ ନେଇ ଆଜି ଜଣେ ମହିଳା ସରକାରୀ କର୍ମଚାରୀ ଧରାପଡ଼ିଛନ୍ତି। ସେ ଜଣେ କନିଷ୍ଠ ଯନ୍ତ୍ରୀ। ଆଶ୍ଚର‌୍ୟ୍ୟର କଥା, ମାତ୍ର […]Continue Reading
Odisha News
ଭୁବନେଶ୍ୱର, ୧୦/୬: ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଥିଲା ବିଜେପି । ତେବେ ଗତ ଏକ ବର୍ଷ ମଧ୍ୟରେ କେଉଁ କେଉଁ ପ୍ରତିଶ୍ରୁତି ଲୋକଙ୍କ ସରକାର ପୂରଣ କରିଛନ୍ତି ତାହାର ରିପୋର୍ଟ କାର୍ଡ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।କୃଷି, […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ତହସିଲଦାର ଧୀରଜ କୁମାର ପାତ୍ର ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସୋମବାର ଦାରିଙ୍ଗବାଡିର ଆଦିବାସୀ ଦଳିତ ମହାସଙ୍ଘ ପକ୍ଷରୁ ନୂତନ ତହସିଲଦାରଙ୍କୁ ଭେଟି ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ଅଞ୍ଚଳର ଅନେକ ଜମିଜମା ସମସ୍ୟା ଲାଗିରହିଛି। ତାର ସମାଧାନ କରିବାକୁ ମହାସଙ୍ଘ ତହସିଲଦାରଙ୍କୁ ନିବେଦନ କରିଥିଲେ।ସେହିପରି ଏବେ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୬ : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଆଗଲପୁର (ଡୁଡୁକା ) ବ୍ଲକ କୁଟାସିଂହା ଗ୍ରାମରେ ମାଁ ଅଭୟାକାଳୀଙ୍କ ପାରମ୍ପରିକ(ପୂଜା) ଛତର ଯାତ୍ରା ଆରମ୍ଭ ହୋଇଯାଇଛି।ବଲାଙ୍ଗୀର ସହର ଠାରୁ ପ୍ରାୟ ୪୧ କିଲୋମିଟର ଦୂରରେ ଅବସ୍ଥିତ କୁଟାସିଂହା ଗ୍ରାମ।କାହିଁ କେଉଁ ଆବହମାନ କାଳରୁ ଏହି ଗ୍ରାମର ଇଷ୍ଟଦେବୀ ରୂପେ ପୂଜା ପାଇ ଆସୁଛନ୍ତି ମାଁ ଅଭୟା।ଜ୍ୟୋଷ୍ଠ ମାସ ଶୁକ୍ଲପକ୍ଷ ଅଷ୍ଟମୀ ଦିନରୁ ଶୁକ୍ଲପକ୍ଷ ଚତୁର୍ଦଶୀ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୦/୬ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ-ଡେଜିଗନେଟ୍) ଭାବେ ଶ୍ରୀ ଗଜାନନ ଏସ କାଲେ ଦାୟିତ୍ଵ ଗ୍ରହଣ କରିଛନ୍ତି।ବିଦ୍ୟୁତ ବିତରଣ କ୍ଷେତ୍ରରେ ତିନି ଦଶନ୍ଧିରୁ ଊର୍ଦ୍ଧ୍ଵ ସମୟର ଅଭିଜ୍ଞତା ରଖିଥିବା ଶ୍ରୀ କାଲେ ଦେଶର ବହୁ ନାମିଦାମୀ ବିଦ୍ୟୁତ ବିତରଣ କମ୍ପାନୀରେ ଗୁରୁ ଦାୟିତ୍ଵ ବହନ Continue Reading
Odisha News
ବିଶ୍ୱଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୦/୬ : ରାସନ କାର୍ଡରେ ସରକାରଙ୍କ ସମସ୍ତ ସୁବିଧା ସୁଯୋଗକୁ ଉପଭୋଗ କରୁଥିବା ହିତାଧିକାରୀମାନଙ୍କର ସମସ୍ତ ତଥ୍ୟ ସଂଗୃହୀତ କରିବା ପାଇଁ ଇ-କେୱାଇସି ପଞ୍ଜିକରଣ ଚାଲୁ ରହିଛି। ନିର୍ଦ୍ଧାରିତ ତାରିଖ ମଧ୍ୟରେ ଏହି କାର‌୍ୟ୍ୟ ଶେଷ ନ ହେବାରୁ ଏହାର ଅବଧିକୁ ବାରମ୍ବାର ବଢ଼ାଇ ଦିଆଯାଉଛି।ତଥାପି ଜିଲ୍ଲାରେ ସମସ୍ତ ହିତାଧିକାରୀଙ୍କ ପଞ୍ଜିକରଣ ଶେଷ ହେଉ ନାହିଁ। ବିଶେଷ କରି ଜିଲ୍ଲାର ବିଭିନ୍ନ ଗାଁରେ ଇଣ୍ଟରନେଟ୍ ସେବା Continue Reading
Top Stories
By Subrat Sarangi Bhubaneswar, June 9 : ArcelorMittal Nippon Steel India (AM/NS India) observed Sustainability Week from May 29 – June 07, 2025, with a series of impactful events through the week across its Odisha locations, with the theme of“Ending Plastic Pollution”. At Paradeep, activities included housekeeping audits, a plastic waste collection drive, and quiz […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ Continue Reading
Odisha News
ପୁରୀ,୯ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ Continue Reading