ପୁରୀ,୯ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ Continue Reading
ଭୁବନେଶ୍ୱର, ୯/୬: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ତେଣୁ ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି Continue Reading
ଧର୍ମଗଡ଼,୯/୬: କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକ୍ମାଙ୍କୁ ଭିଜିଲାନ୍ସ ଗିରଫ କରିଛି। କ୍ରଶର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ସେଲ୍ ଥାନା ପକ୍ଷରୁ ମାମଲା (ନଂ.୬/୨୦୨୫) ରୁଜୁ ହୋଇଥିଲା। ବଡ଼ କଥା ହେଲା, ଭିଜିଲାନ୍ସ ଟିମ୍ ଧର୍ମଗଡ଼ସ୍ଥିତ ଉପଜିଲାପାଳ ଧୀମାନଙ୍କ ସରକାରୀ ଆବାସରୁ ଆଉ ୪୭ ଲକ୍ଷ ଟଙ୍କା ଜବତ କରିଛି। ଭିଜିଲାନ୍ସ ଅଧିକାରୀମାନେ ଧୀମାନଙ୍କୁ Continue Reading
ପୁରୀ, ୯/୬: ଆସୁଛି ପତିତପାବନଙ୍କ ଘୋଷଯାତ୍ରା । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଏହାରି ଭିତରେ ରଥଯାତ୍ରା ପ୍ରସ୍ତୁତି ବୈଠକରେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବଡ ସୂଚନା ଦେଇଛନ୍ତି । ଭକ୍ତଙ୍କ ପାଈଁ ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ମାଗଣା ଅଟୋସେବା ପ୍ରଦାନ କରାଯିବ ।ଏହାସହ ରଥଯାତ୍ରା, ବାହୁଡା଼ ଓ ସୁନାବେଶ ପାଈଁ ତାଳ ବଣିଆରେ ହେବ ଅସ୍ଥାୟୀ ବସଷ୍ଟାଣ୍ଡ। ପୁରୀକୁ ୨୫୦ ଟି ବସ ଚଳାଚଳ ପାଈଁ ସ୍ୱତନ୍ତ୍ର ପରମିଟ ଦିଆଯିବ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୯/୬ : ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ସହବନ୍ଧିତ ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ଜିଲ୍ଲା ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଭଗବାନ ଭିଲ୍ଲା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ବରିଷ୍ଠ ସାମ୍ବାଦିକ ତପନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଓୟୁଜେ ରାଜ୍ୟ ସମ୍ପାଦକ ପ୍ରସନ୍ନ ପାଇକରାୟ ଅତିଥି ଭାବରେ ଯୋଗଦେଇଥିବା ବେଳେ, ସଂଗଠନର ପୁରାତନ ତଥା ବରିଷ୍ଠ ସଦସ୍ୟ ରବି Continue Reading
ଧର୍ମଗଡ଼, ୯/୬: ଦିନକୁ ଦିନ ବଢ଼ିବାରେ ଲାଗିଛି ସରକାରୀ ବାବୁଙ୍କ ଦୁର୍ନୀତି। ଭିଜିଲାନ୍ସ ଅନେକଥର ଲାଞ୍ଚଖୋର ଆଇଏଏସ୍ ବାବୁମାନଙ୍କୁ ଧରିଛି। ତେବେ ସେହିପରି ଭିଜିଲାନ୍ସ ପଞ୍ଝାରେ ଜଣେ ଆଇଏଏସ ଅଧିକାରୀ।ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଜୟପାଟଣା ଅଞ୍ଚଳର ଜଣେ କ୍ରସର ମାଲିକଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ତାଙ୍କୁ ଧରିଥିଲା। ତେବେ ଉପଜିଲ୍ଲାପାଳଙ୍କ ଘରେ ଚଢ଼ାଉରେ ଭିଜିଲାନ୍ସର Continue Reading
ପୁରୀ, ୮/୬: ରବିବାର ଶ୍ରୀମନ୍ଦିରରେ ବଡ ଅଘଟଣ ଘଟିଛି। ଶ୍ରୀମନ୍ଦିର ପରିସରରେ ଗରମ ଡାଲି ପଡିବା କାରଣରୁ ୭ ଜଣ ଭକ୍ତ ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ ଶ୍ରୀମନ୍ଦିରରେ ଭୋଗମଣ୍ଡପ ଉଠିବା ପରେ ବୋଝିଆ ଭୋଗମଣ୍ଡପ ଘରୁ ଗରମ ଡାଲି ନେଇ ଯାଉଥିଲା ବେଳେ ଅସାବଧାନତା କାରଣରୁ ଡାଲି ନିକଟରେ ଥିବା ଭକ୍ତଙ୍କ ଉପରେ ପଡି ଯାଇଥିଲା। ଯେଉଁଥିପାଇଁ ୭ ଜଣ ଭକ୍ତ ଆହତ ହୋଇଥିଲେ। ସମସ୍ତ ଆହତ ଭକ୍ତ ନୟାଗଡରୁ ଆସିଥିଲେ। ଗୋଡରେ ଡାଲି ପଡିବା ପରେ […]Continue Reading
ଭୁବନେଶ୍ୱର, ୮/୬: ଏଣିକି ଓଡ଼ିଶାର ଯେକୌଣସି ଜିଲ୍ଲାରୁ ରାଜଧାନୀକୁ ରହିବାକୁ ଆସିଲେ ଆଉ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। କାରଣ ଏଥିପାଇଁ ରାଜଧାନୀରେ ନିର୍ମାଣ ହେବାକୁ ଯାଉଛି ଗେଷ୍ଟହାଉସ।ପ୍ରତି ଜିଲ୍ଲା ପାଇଁ ୧୦୦ କୋଠାରୀ ବିଶିଷ୍ଟ ଗେଷ୍ଟ୍ ହାଉସ୍ ହେବ । ୩୦ ଜିଲ୍ଲା ପାଇଁ ୩୦୦୦ କୋଠରି ନିର୍ମାଣ କରାଯିବ ଏବଂ ପ୍ରତି ଜିଲ୍ଲା ନାଆଁରେ ଏହାକୁ ନାମିତ କରାଯିବ । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି, Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୬ : ଜିଲ୍ଲା ମୁଖ୍ୟ ହସପିଟାଲରେ ପ୍ରସୂତିଙ୍କ ମୃତ୍ୟୁ ମାମଲାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଡାକ୍ତର ରବୀନ୍ଦ୍ର ସାହୁଙ୍କୁ ନିଲମ୍ବନ କରିଛି।କାର୍ଯ୍ୟରେ ଅବହେଳା କରିଥିବାରୁ ଡାକ୍ତରଙ୍କ ବିରୋଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି। ମାତ୍ର ଏହାକୁ ଓଡ଼ିଶା ମେଡିକାଲ ସେବା ସଂଘ (ଓମ୍ସା) ଆଦୌ ଗ୍ରହଣ କରିପାରୁ ନାହିଁ।ଘଟଣାର ସମ୍ପୁର୍ଣ୍ଣ ତଦନ୍ତ ସରି ନ ଥିଲେ ମଧ୍ୟ ଜଣେ ବରିଷ୍ଠ ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ , ୭/୬ : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ।ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ Continue Reading




