Home Posts tagged ODISHA (Page 235)
Odisha News
ଭୁବନେଶ୍ୱର,୨୧/୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର‌୍ୟ୍ୟକାରୀ ହେବ । ଦେଶର ୨୯ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୩ : ଅଦ୍ୟ ତା ୨୦.୦୩.୨୦୨୫ ରିଖ ଅପରାହ୍ନ ୪ ଘଟିକା ସମୟରେ ଜିଲାପାଳ ଶ୍ରୀଯୁକ୍ତ ସୁବତ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବିତରଣ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲାସ୍ତରୀୟ ଷ୍ଟିୟରିଙ୍ଗ କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମଦନମୋହନ ପ୍ରଧାନ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୨୧/୩ : ବୁଦ୍ଧିଜୀବୀ ମାନେ ବହୁ ସଂଖ୍ୟାରେ ରାଜନୀତି ରେ ଯୋଗ ଦିଅନ୍ତୁ । ଏଥିସହ ଦୈନିକ ଏକ ଘଣ୍ଟା ସମାଜ ସେବାରେ ବିନିଯୋଗ କରିବାକୁ ଭାରତ ର ବିଦେଶ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପ୍ରଚାରକ ରବି କୁମାର କହିଛନ୍ତି ।ବିଜେପି କଟକ ବୁଦ୍ଧିଜୀବୀ ପ୍ରକୋଷ୍ଠ ଶାଖାର ୫ ମ ଆଭାସି ବୈଠକ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ବରେ ହିନ୍ଦୁତ୍ବ ର ପ୍ରଭାବ ଉପରେ ସାର ଗର୍ଭକ ବକ୍ତବ୍ୟ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୩ : ବିଶ୍ଵ ଦରବାରରେ ଓଡ଼ିଆ ବ୍ୟଞ୍ଜନ ପଖାଳ ଦିବସ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ଠାରେ ପ୍ରଗତି ମହିଳା ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି।ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କ ସଭାପତିତ୍ବରେ କାର‌୍ୟ୍ୟକ୍ରମକୁ ସଞ୍ଚାଳନ କରିଥିଲେ ଓଡ଼ିଶା ସାହିତ୍ୟ ଏକାଡେମୀ ଗଜପତି ଜିଲ୍ଲା ଶାଖାର ପୂର୍ବତନ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୧/୩ : ପ୍ରଶାସନିକ ଢାଞ୍ଚାରେ ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱକୁ ଦୃଢ କରିବା ପାଇଁ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକଦିବସୀୟ ସୂଚନା ଅଧିକାର ଆଇନ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ସୂଚନା ଅଧିକାର ଆଇନ ଅଧିନିୟମ, ୨୦୦୫ର ଧାରା ୪ (୧) (ଖ) ଅଧୀନରେ ଲିପିବଦ୍ଧ ସ୍ବେଚ୍ଛାକୃତ ପ୍ରକାଶର ବାଧ୍ୟତାମୂଳକ ପ୍ରାବଧାନ ସଂଲଗ୍ନ ନିୟମାବଳୀ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା।ଏହି Continue Reading
Top Stories
By Mahendra Kumar Darji Balangir, Mar 21: The Departments of Philosophy and Sanskrit of Rajendra University,Balangir, Odisha,jointly organized a two-day national seminar on “Sarvadarsana: A Quest for Truth,” with sponsorship from the Indian Council of Philosophical Research (ICPR). The seminar commenced on March 18 at 10:00 AM with an inaugural session Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୩ : କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି।ଗୁରୁବାର ଉପଖଣ୍ଡ ଚିକିତ୍ସାଳୟର ସଭାଗୃହ ପରିସର ମଧ୍ୟରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପଞ୍ଜୀକରଣ ମେଳା ଅନୁଷ୍ଠିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୧/୩ : ରାଜ୍ୟ ସରକାରଙ୍କ ତରଫରୁ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି।ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ ଟି ବିଦ୍ୟାଳୟ ନିର୍ମାଣ ହେବାର ଯୋଜନା ରହିଛି।ଏହି ପରିପ୍ରେକ୍ଷୀରେ Continue Reading
Odisha News
ଭୁବନେଶ୍ୱର,୨୧/୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ Continue Reading