Home Posts tagged ODISHA (Page 237)
Odisha News
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବିଜୁଳି ଘଡ଼ଘଡ଼ି Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୭/୫: ସୁରକ୍ଷା ହେଉଛି ଟିପିଏନଓଡ଼ିଏଲର ମୂଳମନ୍ତ୍ର। କର୍ମଚାରୀଙ୍କ ସହ ଜନସାଧାରଣଙ୍କ ସୁରକ୍ଷାକୁ ଟିପିଏନଓଡ଼ିଏଲ ବିଶେଷ ଗୁରୁତ୍ଵ ଦେଉଛି। ତେବେ ଜନସାଧାରଣଙ୍କ ସଚେତନତା ଅଭାବରୁ ଅଧିକାଂଶ ବୈଦ୍ୟୁତିକ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଥିବା ବେଳେ ଏହାକୁ ଗୁରୁତ୍ଵର ସହ ଗ୍ରହଣ କରି ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛି।ବିଦ୍ୟୁତ ତାର ଓ ଟ୍ରାନ୍ସଫର୍ମର ନିକଟରେ ନିର୍ମାଣ କାର୍ଯ୍ୟ, ହୁକିଂ ଆଦି ପାଇଁ ଅଧିକ ଦୁର୍ଘଟଣା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ମଙ୍ଗଳବାର ୨୨ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୬ ଦିନରେ ପହଞ୍ଚିଛି ।ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୫ : ଭାରତବର୍ଷର ସର୍ବାଧିକ ଲମ୍ବା ଟନେଲ ସଫଳତାର ସହ ଉଦଘାଟିତ ହେଲା ବୋଲି କିଛିଦିନ ତଳେ ରେଲୱେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜ ଏକ୍ସ ହାଣ୍ଡେଲରେ ସୂଚନା ଦେଇଥିଲେ ।ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମଧ୍ୟ ବୌଦ୍ଧ ଆସି ସୂଚନା ଦେଇଥିଲେ । ଯଦିଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣମାଗଣା ଜମି ସହ ପ୍ରକଳ୍ପର ୫୦ପ୍ରତିଶତ ଅର୍ଥ ରାଜ୍ୟପାଣ୍ଠିରୁ ବହନ କରିବାର ପ୍ରତିଶୃତିପରେ ନାଲିଫିତାତଳେ ଥିବା ଖୁର୍ଦ୍ଧା ବଲାଙ୍ଗୀର Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୨୭/୫ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
Odisha News
ରାୟଗଡ଼ା,୨୭/୫ : ଦୀର୍ଘ ବର୍ଷ ପରେ ମାଓବାଦୀ ସଂଗଠନର ହାତ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ମଙ୍ଗଳବାର ପୋଲିସ ନିକଟରେ ଆତ୍ମସର୍ମପଣ କରିଛନ୍ତି ହାଡ଼କୋର୍ ମାଓବାଦୀ ନେତା ବିଜୟାପୁନେମ ଓରଫ ଅଜୟ । ଅଜୟ ବାସଧାରା-ଘୁମସୁର-ନାଗାବଳୀ ଡିଭିଜନର ଜଣେ ହାଡ଼କୋର୍ ମାଓବାଦୀ ଥିଲେ ବୋଲି ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ସ୍ବାଥି ଏସ୍‌.କୁମାର ସୂଚନା ଦେଇଛନ୍ତି ।ଅଜୟଙ୍କ ଘର ଛତିଶଗଡ଼ ରାଜ୍ୟର ବିଜାପୁର ଜିଲା Continue Reading
Odisha News
ଭୁବନେଶ୍ୱର,୨୭/୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ Continue Reading
Odisha News
ଭୁବନେଶ୍ୱର, ୨୭/୫ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ରାଜ୍ୟର ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ଭଦ୍ରକ, […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୫ : ମୁଖ୍ୟମନ୍ତ୍ରୀ ଟ୍ରଫି ଖେଳିବା ପାଇଁ ବୌଦ୍ଧଜିଲ୍ଲା ୧୫ବର୍ଷରୁ କମ୍ ଫୁଟବଲ୍ ଟିମ୍ ଆସନ୍ତାକାଲି ସମ୍ବଲପୁର ଗସ୍ତ କରିବେ ।ଏଥିପାଇଁ ଆଜି ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ମୁଖ୍ୟମନ୍ତ୍ରୀ ଟ୍ରଫି ବୌଦ୍ଧଜିଲ୍ଲା ସଂପାଦକ ଯୁଗଳ Continue Reading