Home Posts tagged ODISHA (Page 24)
Odisha News
ଭୁବନେଶ୍ୱର, ୩୦/୧: କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ଆକ୍ସନ୍ସ ମୁଡକୁ ଆସିଛି । ପୁଣି ଜଣେ ବଡ଼ ସରକାରୀ ମାଛ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ।ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ୱଦର୍ଶୀ ସାହୁଙ୍କ ଘରେ ପଶିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ଜଣାପଡ଼ିଛି ।ମିଳିଥିବା ପ୍ରାଥମିକ ସୂଚନା ମୁତାବକ, ଗୁରୁବାର ସକାଳୁ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ୱଦର୍ଶୀ ସାହୁଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧ : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି ।ସାଂସ୍କୃତିକ ସନ୍ଧ୍ୟାରେ କନ୍ଧମାଳ ଜ଼ିଲ୍ଲା ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ଙ୍କ ଆଦିବାସୀ ନୃତ୍ୟ ଓ ସଂଗୀତ ଉପସ୍ଥିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୧ : ପୁରୀ ଶ୍ରୀମନ୍ଦିର ଭଳି ନିର୍ମିତ ନାମ ମଣ୍ଡପରେ ହରିନାମରେ କମ୍ପୁଛି ସାରା ନାରାୟଣନଗର ଗ୍ରାମ,ପଞ୍ଚମ ଦିନରେ କୃଷ୍ଣ ବଳରାମ ହସ୍ତେ ପୁତୁନା ନିହତ ମଞ୍ଚସ୍ଥ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନିର୍ମାତ ହୋଇଥିବା ଭବ୍ୟ ଯୁଗ୍ମ ମନ୍ଦିର ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ପ୍ରତିଷ୍ଠା ଦିବସର ପଞ୍ଚମ ଦିବସରେ କୃଷ୍ଣବଳରାମ ହାତରେ ପୁତୁନା ବଧ ମଞ୍ଚସ୍ଥ ହୋଇଛି । ମହାମନ୍ତ୍ରୀ Continue Reading
Odisha News
ଭୁବନେଶ୍ୱର, ୨୯/୧: ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନ ଦେଇଛନ୍ତି। ଦୀପାଳି କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ। ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ। ଏନେଇ ଚିଠି ପ୍ରସ୍ତୁତ କରୁଛୁ, ଖୁବ ଶୀଘ୍ର ପ୍ରଦାନ କରିବୁ। କାହା ପାଇଁ ରାଜନୀତି ହୋଇପାରେ, ମୋ ପରିବାର ପାଇଁ ଦୁଃଖଦ ଘଟଣା। ଠିକ ୨ ବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା।ଅନ୍ୟପଟେ ପୂର୍ବତନ […]Continue Reading
Odisha News
ଭୁବନେଶ୍ୱର, ୨୯/୧: ଉତ୍କର୍ଷ ଓ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ବୁଧବାର ହେଉଛି ଦ୍ବିତୀୟ ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି।ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ବୁଧବାର ଉତ୍କର୍ଷ ଓଡ଼ିଶା – ମେକ୍‌ ଇନ୍‌ ଓଡ଼ିଶା Continue Reading
Odisha News
ଭୁବନେଶ୍ବର, ୨୯/୧: ମାଘ ମାସ ଆହୁରି ୧୫ଦିନ ପରେ ‌ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। କୋରାପୁଟ, କନ୍ଧମାଳ, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଆସନ୍ତାକାଲି ଠାରୁ ଆଉ ଶୀତ ଅନୁଭୂତ ହେବ ନାହିଁ। ଶୀତର ସ୍ଥାନ ନେବ ଟାଇଁଟାଇଁ ଖରା। ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି […]Continue Reading
Odisha News
ଭୁବନେଶ୍ୱର, ୨୯/୧: ମେଡ଼ିସିନ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଫଳରେ ଜଳି ପୋଡ଼ି ଛାରଖାର ହୋଇଯାଇଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ ସାମଗ୍ରୀ ।ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ରୁଦ୍ରପୁରସ୍ଥିତ ଫାର୍ମା ୱାଲ୍ଡ ଗୋଦାମରେ । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛନ୍ତି ।ବୁଧବାର ସକାଳୁ ସକାଳୁ ରୁଦ୍ରପୁରରେ ଥିବା ସିମ୍ଫୋନୀ ମଲ ନିକଟସ୍ଥ ଫାର୍ମା ୱାର୍ଲ୍ଡ ମେଡ଼ିସିନ୍ ଗୋଦାମରେ କୌଣସି କାରଣ ବଶତଃ ନିଆଁ ଲାଗି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧ : ବୌଦ୍ଧ ସଦର ସ୍ଥିତ ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟର ସେଣ୍ଟେନାରୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି କ୍ଷ ସର୍ବ ପ୍ରଥମେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, ବୌଦ୍ଧର ଟିସି ସ୍ବର୍ଗତ ଚିତ୍ତ ରଂଜନ ସାମଲଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟର ଶୋକ ସଭା କରା Continue Reading
Odisha News
ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ।ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ। ଯେଉଁମାନଙ୍କୁ କଲ ଆସିଛି, ମେସେଜ ଆସିଛି ସେମାନେ ବ୍ୟାଙ୍କ ଯାଆନ୍ତୁ।ଏନ୍‌ପିସିଆଇ ଦ୍ବନ୍ଦ୍ବ ଦୂର ପାଇଁ ଆବେଦନକାରୀଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ। ବ୍ୟାଙ୍କମାନଙ୍କରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୧ : ବୌଦ୍ଧ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ଵାରା ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ସଦଭାବନା ସଭାଗୃହ ଠାରେ ଲିଙ୍ଗଗତ ବୈଷମ୍ୟ , ପୋଷ୍ୟ ସନ୍ତାନ ଗ୍ରହଣ ଅଧିନିୟମ-୨୦୨୨ ଓ PC&PNDT Act. ଉପରେ ଏକ ଦିବସୀୟ କାର୍ମଶାଳା ଅନୁଷ୍ଟିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଆଇନ ଅନୁଯାୟୀ ପୋଷ୍ୟ ସନ୍ତାନ ଗ୍ରହଣ Continue Reading