Home Posts tagged ODISHA (Page 240)
Odisha News
ନୂଆପଡା, ୨୩/୫ : ଆକ୍ସନ ମୋଡରେ ଭିଜିଲାନ୍ସ ଟିମ । ଆଜି ସକାଳୁ ସକାଳୁ ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ନୂଆପଡା ଜିଲ୍ଲାର ଜଌଈ ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି କରାଯାଇଛି ।ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ ଜାରି କରାଯାଇଛି । ଭୁବନେଶ୍ୱର, ପୁରୀ ଓ ନୂଆପଡାରେ ଚଢ଼ାଉ କରାଯାଉଛି । […]Continue Reading
Odisha News
ଭୁବନେଶ୍ୱର,୨୩/୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭କୁ ସ୍ଥିରହୋଇଥିଲା।ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୩/୫: ଓଡିଶାର ରାଜ୍ୟପାଳ ଡ଼ଃ ହରି ବାବୁ କାମଭାମପତି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକର ସମୀକ୍ଷା କରିଛନ୍ତି ।ଜିଲ୍ଲାରେ ଯୋଜନା ଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ସମୀକ୍ଷା କରି ରାଜ୍ୟପାଳ ଯୋଜନା ଗୁଡ଼ିକ ବିଷୟରେ ଏବଂ Continue Reading
Business News Top Stories
By Swagatika Mohapatra Bhubaneswar, May 22: In a significant boost to Odisha’s industrial landscape, Chief Minister Mohan Charan Majhi on Thursday laid the foundation stone for Indian Metals and Ferro Alloys Ltd’s (IMFA) upcoming state-of-the-art ferro chrome plant at the Kalinga Nagar Industrial Complex in Jajpur district. The ceremony was attended by key state Continue Reading
Odisha News
ଭୁବନେଶ୍ୱର,୨୨/୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍‌ଶୀଘ୍ର କର୍ପସ ଫଣ୍ଡ୍ ଗଠନ କରିବେ। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉକ୍ତ କମିଟି ଗଠନ ହେବ।ଏହି କମିଟିରେ SC/ST ବିଭାଗ ସଚିବ, ନିର୍ଦ୍ଦେଶକ, ବିଶେଷଜ୍ଞ ରହିବେ। SC/ST ବିଭାଗ ଗୃହ କମିଟି, ବିଧାୟକଙ୍କ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୨/୫ :ବଲାଙ୍ଗିର ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପଟେଲ ଙ୍କ ଦ୍ୱାରା ଗଠିତ ଉପଖଣ୍ଡ ସ୍ତରୀୟ ଯୋଗାଣ ବିଭାଗ ସ୍କ୍ୱାର୍ଡ ଟିମ ବିଭିନ୍ନ ସ୍ଥାନରେ ଛାପା ମାରିଛି।କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ସୋମକେଶ ନାୟକ,ଉପଖଣ୍ଡ ଯୋଗାଣ ଅଧିକାରୀ ଶରତ କୁମାର ରାଉତ ଏବଂ ପୋଲିସଙ୍କ ଉପସ୍ଥିତ ରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ସ୍ଥିତ ଗ୍ୟାସ ପୁନଃଭର୍ତି କରୁଥିବା ୫ ଟି ଦୋକାନରେ ଅତର୍କିତ ଚଢଉ କରିଥିଲେ।ଏହି ସମୟରେ Continue Reading
Odisha News
ଭୁବନେଶ୍ୱର, ୨୨/୫: ଓଡ଼ିଶା କର୍ମଚାରୀ ପ୍ରବଣନ ଆୟୋଗ (ଓଏସଏସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ତଥା ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ଶ୍ରୀ ଅଭୟ । କାର୍ଯ୍ୟକାଳ ସରିବା ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି । ରାଜ୍ୟ ସରକାର ତାଙ୍କର ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି ।ତେବେ ଓଏସଏସସିର ସଦସ୍ୟ ଥିବା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସୁଧାକର ବୁର୍ଗୀ ଏହି ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ପରବର୍ତ୍ତୀ Continue Reading
Odisha News
ଭୁବନେଶ୍ୱର ୨୨/୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ ।ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପସିଛି […]Continue Reading