Home Posts tagged ODISHA (Page 25)
Top Stories
By Tapaswini Sahoo Bhubaneswar/Odisha, Aug 26 : The Odisha Juba Prashikshyan Trust (OJPT) felicitated its successful Agniveer candidates at a special ceremony held on August 26, celebrating a remarkable 100% success rate among students of its first batch of 2026 who appeared for Phase-I of the Agniveer Army Examination. At this felicitation ceremony, esteemed guests […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମାଦକଦ୍ରବ୍ୟ ବିରୋଧୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ମନମୁଣ୍ଡା ଥାନା ଅନ୍ତର୍ଗତ ଲୁମୁରୁଜେନା ଗ୍ରାମରେ ଚଢ଼ାଉ କରାଯାଇ ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।ବୌଦ୍ଧ ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀମାନେ ମନମୁଣ୍ଡା ଥାନା ଅଞ୍ଚଳର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୮ : ଶିକ୍ଷା ପ୍ରଶାସନ କ୍ଷେତ୍ରରେ ନବସୃଜନ, ଉତ୍ତମ ପ୍ରଚଳନ ଓ ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ଗଜପତି ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁଙ୍କୁ ଜାତୀୟ ସ୍ତରରେ ସମ୍ମାନିତ କରାଯିବାକୁ ମନୋନୀତ କରାଯାଇଛି।ନୂଆଦିଲ୍ଲୀ ସ୍ଥିତ \” ନେସନାଲ ଇନଷ୍ଟିଚ୍ୟୁଟ ଅଫ୍ ପ୍ଲାନିଙ୍ଗ ଏଣ୍ଡ ଏଡମିନିଷ୍ଟ୍ରେସନ୍\” ପକ୍ଷରୁ ଶିକ୍ଷା ପ୍ରଶାସନରେ ଇନୋଭେସନ ଏଣ୍ଡ ଗୁଡ ପ୍ରାକ୍ଟିସେସ ପାଇଁ ଦିଆଯାଉଥିବା Continue Reading
Ollywood News Top Stories
By Shabiha Nur Khatoon Bhubaneswar/Odisha, Aug 26 : The title song of the upcoming Odia film Chakraveer, produced under the banner of Surya Film World, was released at a special ceremony held at the Guru Kelucharan Mohapatra Odissi Research Centre in Bhubaneswar. The song launch ceremony was attended by producer-director and lead actor Suren Mahapatra, […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୨୬/୮ : ନୂଆପଡ଼ାର ବହୁଚର୍ଚ୍ଚିତ ଜମି ଜାଲିଆତି ଘଟଣା ପରେ ରାଜ୍ୟ ସରକାର ଜମି ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା, ଜବାବଦେହିତା ଓ କଡ଼ା ତଦାରଖ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଜାରି କରିଥିବା ଚିଠିରେ Continue Reading
Odisha News
ନୂଆପଡ଼ା, ୨୬/୮ : ଏକ ଜମି ଦୁର୍ନୀତି ମାମଲାରେ ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ତହସିଲଦାର ଏବଂ ସହକାରୀ ରାଜସ୍ୱ ନିରୀକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋମନା ବ୍ଲକ ତହସିଲଦାର ତଥା ସବ୍ ରେଜିଷ୍ଟାର ସର୍ବେଶ୍ୱର ଜାଲ ଏବଂ ଏଆରଆଇ ରାମନାଥ ମିଶ୍ରଙ୍କ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ।ତହସିଲଦାର ସର୍ବେଶ୍ୱର ଜାଲଙ୍କ ବିରୋଧରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାଜସ୍ୱ ବିଭାଗ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ Continue Reading
Odisha News
ଫୁଲବାଣୀ,୨୫/୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ।ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ ଦମ୍ପତି ବାଲିଗୁଡ଼ା ଅଞ୍ଚଳର ଜଣେ ଗୁଣିଆଠାରୁ ଔଷଧ ଆଣି ଖାଇଥିଲେ। ପରେ ଦୁହେଁ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଫୁଲବାଣୀ ଜିଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। Continue Reading
Odisha News
ଭୁବନେଶ୍ଵର, ୨୫/୮: ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକରେ ବର୍ତ୍ତମାନ ବନ୍ୟା ବିପଦ ଟଳିଯାଇଛି। ବୈତରଣୀ, ସାଳନ୍ଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ବନ୍ୟା ସ୍ଥିତି ନଥିବା ବେଳେ ବଂଶଧାରାର ଉପର ମୁଣ୍ଡରେ ସୃଷ୍ଟି ହୋଇଥିବା ଆକସ୍ମିକ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ହୀରାକୁଦ ଡ୍ୟାମରୁ ବର୍ତ୍ତମାନ ୧୬ଟି Continue Reading
Odisha News
କେନ୍ଦ୍ରାପଡ଼ା, ୨୫/୮ ରାଜକନିକା: କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟବିଦାରକ ଅଘଟଣ ଘଟିଛି। ନଦୀ ପାର ହେବା ପାଇଁ ଡଙ୍ଗାରେ ଚଢ଼ୁଥିବା ସମୟରେ ଜଣେ ବୃଦ୍ଧଙ୍କୁ କୁମ୍ଭୀର ନଦୀ ଭିତରକୁ ଟାଣିନେଇଥିବା ଅଭିଯୋଗ ହୋଇଛି। ଘଟଣା ପରଠାରୁ ବୃଦ୍ଧ ନିଖୋଜ ରହିଛନ୍ତି।ନିଖୋଜ ବୃଦ୍ଧ ହେଲେ ଗଙ୍ଗାଧର ପ୍ରସାଦ ଦିଆ ଗାଁର ପରେଶ୍ୱର ବେହେରା। ସ୍ଥାନୀୟ ସୂତ୍ର ଅନୁସାରେ, ସେ ଆୟତା ବଜାରକୁ ଯିବା ପାଇଁ ପ୍ରଖର ସ୍ରୋତ ଥିବା ନଦୀ ପାର କରିବାକୁ Continue Reading