ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୫: ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ଆତଙ୍କୀବାଦଙ୍କ ଗୁଳିକରୀ ହତ୍ୟା କରାଯିବା ପ୍ରତିବାଦରେ ରବିବାର ଦାରିଙ୍ଗବାଡିରେ ଦୋକାନବଜାର ବନ୍ଦ କରିଦିଆଯାଇଛି।ଏଥି ସହ ରବିବାର ସପ୍ତାହିକ ହାଟ ରହିଥିବା ବେଳେ ଆନ୍ଦୋଳନକାରୀ ମାନେ ହାଟକୁ ମଧ୍ୟ ବନ୍ଦ କରାଇଥିଲେ।ଫଳରେ ହାଟ ବ୍ୟବସାୟୀ କରିବାକୁ ଆସିଥିବା ବ୍ୟବସାୟୀ ମାନେ ଦୂର ଦୁରାନ୍ତରୁ ଆସି ବ୍ୟବସାୟ ନକରିପାରି ନିରାଶରେ ଫେରିଛନ୍ତି।ସେହିପରି ହାଟକୁ ନିଜ ଅମଳ Continue Reading
ପୁରୀ, ୪/୫ : ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।ଆଗାମୀ ୭ ଦିନ ଭିତରେ ଏହାର କୈଫୟତ ଦାଖଲ କରିବାକୁ ନିର୍ଦ୍ଦେଶ ହୋଇଛି। ସନ୍ତୋଷଜନକ ଉତ୍ତର ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଏଥି ସହିତ ୧୯୫୫ Continue Reading
ଗଞ୍ଜାମ,୪/୫ : ଗଞ୍ଜାମ ପୋଲିସକୁ ମିଳିଛି ବଡ଼ ସଫଳତା । ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ସେମାନଙ୍କ ନିକଟରୁ ୧୭ଟି ବନ୍ଧୁକ, ୧୬ଟି ମୋବାଇଲ୍, ୬୬ଟି ଅଫୁଟା ଗୁଳି ଓ ୪ଟି ଖୋକା ଜବତ ହୋଇଛି ।ସୂଚନା ଅନୁଯାୟୀ, ରବିବାର ଗଞ୍ଜାମ ପୋଲିସ ଜିଲ୍ଲାର ଆସିକା, ଶେରଗଡ଼, କୋଟିନଡ଼ା, ଭଞ୍ଜନଗର, ପୋଲସରା, ଚମାଖଣ୍ଡି ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ।ଯେଉଁଥିରେ ୧୮ ଜଣ ଅପରାଧୀଙ୍କୁ […]Continue Reading
ରାୟଗଡ଼ା,୪/୫: ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ ଫ୍ଲାଏ ଓଭରର ପାର୍ଶ୍ୱ ପାଚେରି ଭାଙ୍ଗି ଯାଇଛି। ତେବେ ତଳେ ବେଆଇନ ଭାବେ ବସିଥିବା ବଜାର ସମ୍ପୂର୍ଣ୍ଣ। ନଷ୍ଟ ହୋଇଯାଇଥିବା ବେଳେ ଧନଜୀବନ ସୁରକ୍ଷିତ ରହିଛି। ଟ୍ୟାଙ୍କର ଓଲଟି ପଡ଼ିବା ପରେ ଡ୍ରାଇଭର ସେଠାରୁ ଫେରାର ହୋଇଯାଇଥିବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ – ୨୦୨୫।ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ Continue Reading
By Our Akshya Rout Jajpur,May 4 : BJP workers felicitate Odisha’s revenue minister Suresh Pujari, Jajpur Lok Sabha member Rabindra Behera and Dharmasala MLA Himanshu Shekhar Sahoo during various inauguration programmes in Dharmasala on Saturday..Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୫ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ,ଜିଲ୍ଲା ଶିକ୍ଷା ଅଧିକାରୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ କୁ ନେଇ ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ, କୃଷି ଏବଂ ଅତ୍ୟାବଶ୍ୟକ ସେବା ବିଭାଗରେ ଓସ୍ଵାସ ମାଧ୍ୟମରେ ନଥିକାର୍ଯ୍ୟ ସମ୍ପାଦିତ କରାଯିବା ନେଇ ଏକ ପ୍ରସ୍ତୁତି ବୈଠକ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର (ଓକାକା) ଭୁବନେଶ୍ୱର ଓସ୍ୱାସ୍ ର Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ,୪/୫ : ଦିଲ୍ଲୀ ଉତ୍କଳ ଅସ୍ମିତା ଓ କଟକ ଥିଙ୍କର୍ଶ କ୍ଲବ ର ୧୧୮ ତମ ଆଭାଶୀ ଆଲୋଚନା ମିଳିତ ଭାବେ ଆୟୋଜିତ ହୋଇଥିଲା ।ଏହାକୁ କଟକ ଅତିରିକ୍ତ ଜିଲ୍ଲାପାଳ ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଶୁଭାରମ୍ଭ କରି କହିଲେ ଯେ ବୁଦ୍ଧିଜୀବୀ ମାନଙ୍କୁ ନେଇ ବିଶ୍ଵ ଓଡ଼ିଆ ମାନଙ୍କ ମଧ୍ୟରେ ଆୟୋଜିତ ବିଭିନ୍ନ ବିଷୟରେ ଏହି ଆଲୋଚନାକୁ ଅଧିକ ଲୋକାଭିମୁଖୀ କରାଯିବା ଉଚିତ । ବହୁସଂଖ୍ୟାରେ ଆଗ୍ରହୀ ଲୋକେ ଏଥିରେ ଅଂଶ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୫: ଯାଜପୁର ଅଞ୍ଚଳର ଲବ୍ଧପ୍ରତିଷ୍ଠିତ ‘ଅଖିଳଚକ୍ର-ଓଡ଼ିଶା’ ପକ୍ଷରୁ ଖୋର୍ଦ୍ଧା ପଞ୍ଚାୟତ ସମିତି ଅନ୍ତର୍ଗତ ବାଜପୁର ଗ୍ରାମକୁ ଶୁକ୍ରବାର ‘ସାରସ୍ବତ ତୀର୍ଥକ୍ଷେତ୍ର’ ମାନ୍ୟତା ପ୍ରଦାନ କରାଯାଇଛି।ମହାନ୍ ସ୍ବାଧୀନତା ସଂଗ୍ରାମୀ, କବିଗୋୖରବ ପଣ୍ଡିତ ନାରାୟଣ ମିଶ୍ରଙ୍କ ୫୭ ତମ ବଳିଦାନ ଦିବସ ଅବସରରେ ଆୟୋଜିତ ସମାରୋହରେ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଫଳରେ ଏଥିନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଆନନ୍ଦର Continue Reading
By Our Correspondent Bhubaneswar, May 2 : The Institute of Chartered Accountants (ICAI) Bhubaneswar Branch organized a two-day National CA Conference with the theme “Professional Opportunities for Chartered Accountants (CAs).” The inaugural ceremony took place at the Mayfair Convention Hall and featured Lok Sabha MP Aparajita Sadangi along with Rajya Sabha MP Continue Reading




