ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨/୫ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨/୫: ଆଜି ମାଟ୍ରିକ ତଥା ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ତେବେ ଜିଲ୍ଲାରେ ପାସ ହାର ୯୭.୩୧ ପ୍ରତିଶତ ରହିଛି ।ଖୋର୍ଦ୍ଧା ଶିକ୍ଷା ଜିଲ୍ଲାରେ ୩୩୮ ବିଦ୍ୟାଳୟର ୨୬,୯୦୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଲାଗି ନାମ ପଞ୍ଜିକରଣ କରିଥିଲେ । ୨୩୦ ଜଣ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ଥିଲେ ।ତେବେ ଆଜି ୨୫୯୫୯ ଜଣଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। କିନ୍ତୁ ଏ ୧ ଗ୍ରେଡ୍ର ଚଳିତ ଥର […]Continue Reading
କଟକ,୨/୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%। ତେବେ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍ସାଇଟ www.bseodisha.ac.in ଏବଂ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫: ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ,ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଏବଂ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ,ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣଙ୍କ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମ ଠାରେ ଜିଲ୍ଲାସ୍ତରୀୟ ଅକ୍ଷୟତୃତୀୟା ଏବଂ କୃଷକ ଦିବସ ତଥା ଅକ୍ଷି ମୁଠି ଅନୁକୂଳ ପର୍ବ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ପୌରୋହିତ୍ୟ କରି ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚନା ପରେ କ୍ଷେତ ରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୫ : ଗୁରୁବାର ଅପରାହ୍ନ ୫ ଘଟିକା ସମୟରେ ଜ଼ିଲ୍ଲପାଳଙ୍କ ସଦଭାବନା ଗୃହ ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି ।ସଭା ଆରମ୍ଭ ରେ ଭାରପ୍ରାପ୍ତ ଜ଼ିଲ୍ଲା ଶ୍ରମ ଅଧିକାରୀ କନ୍ୟାକୁମାରୀ ସାହୁ ସରକାରଙ୍କ ବିଭିନ୍ନ ସ୍କିମ ଉପରେ ନିୟମାବଳୀ, ଶ୍ରମିକ ମାନଙ୍କ ପଞ୍ଜିକରଣ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଅଣସଂଗଠିତ ସାମାଜିକ ସୁରକ୍ଷା ଆଇନ, ପ୍ରବାସୀ ଶ୍ରମିକ ଆଇନ, ସର୍ବନିମ୍ନ ମଜୁରୀ ଆଇନ, ଶିଶୁ ଶ୍ରମିକ Continue Reading
By Akshya Rout Jajpur, Apr 30 : Akshaya Tritiya, believed to be one of the most auspicious days in the Hindu calendar, is celebrated with fervour across the state. The day is marked by ceremonial sowing rituals, housewarmings, vehicle purchases, and investments in gold jewellery. It is an occasion that inspires new ventures and symbolizes […]Continue Reading
By Subrat Sarangi Paradeep, April 30 : With an aim to spread awareness on the importance of health and safety at workplace, ArcelorMittal Nippon Steel India (AM/NS India) observed World Steel Day for Safety and Health at its operational sites in Odisha on April28 -29, 2025.Various activities promoting health and safety in workplace were conducted […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩୦/୪ : ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ର ପୂଜା ଚାଷୀ କରି ତା ବୁକୁରେ ଲଙ୍ଗଳ ଯୋଚି ବିହନ ବୁଣି ଚାଷ କାର୍ଯ୍ୟ ଆରମ୍ଭ କରେ।ଚାଷୀ ଖରା, ବର୍ଷା, ଶୀତ, କାକର ସହି ଦୁନିଆକୁ ଆହାର ଯୋଗାଇ ସମସ୍ତଙ୍କ ମୁହଁରେ ହସ ଫୁଟାଇଥାଏ। ଏଣୁ ଚାଷୀ ଓ ତା ପରିବାରକୁ ସମ୍ମାନ ଦେବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ଅଟେ। ଏହାକୁ ଭିତ୍ତିକରି ଆଜି କେନ୍ଦ୍ର ଓ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୩୦/୪: ପ୍ରଧାନମନ୍ତ୍ରୀ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଯୋଜନାରେ ଖୋର୍ଦ୍ଧା ବ୍ଲକର ୩ଟି ଗ୍ରାମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୨୫ ଟି ସରକାରୀ ଯୋଜନା ତୁରନ୍ତ କାର୍ଯ୍ୟକାରୀ କରାଯିବ ।ଏନେଇ ଆଜି ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ବ୍ରହ୍ମପୁରା ଗ୍ରାମରେ ଏକ ଜରୁରୀ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧା,ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading




