ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୩୦/୪: ପ୍ରଧାନମନ୍ତ୍ରୀ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଯୋଜନାରେ ଖୋର୍ଦ୍ଧା ବ୍ଲକର ୩ଟି ଗ୍ରାମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୨୫ ଟି ସରକାରୀ ଯୋଜନା ତୁରନ୍ତ କାର୍ଯ୍ୟକାରୀ କରାଯିବ ।ଏନେଇ ଆଜି ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ବ୍ରହ୍ମପୁରା ଗ୍ରାମରେ ଏକ ଜରୁରୀ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧା,ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୪ : ସୋମବାର ଅପରାହ୍ନ ୪.୦୦ ଘଟିକା ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ପ୍ରଥମ ଜିଲ୍ଲା ସ୍ତରୀୟ ଷ୍ଟିରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ସଭାର ମୂଳ ଉଦ୍ଦେଶ୍ୟ ଥିଲା ଭାରତ ସରକାରଙ୍କ ଦ୍ଵାରା ଗତ ଜୁଲାଇ ୦୧, ୨୦୨୪ ମସିହା ରୁ ଆଗତ ନୂତନ ଫୌଜଦାରୀ ନିୟମାବଳୀ (ନୂଆ କ୍ରିମିନାଲ ନିୟମ) ର ସଫଳ ରୂପାୟନ Continue Reading
ଭୁବନେଶ୍ୱର,୨୯/୪ : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି Continue Reading
BY BARADA DAS CUTTACK, APR 29 : 29/4. Thinkers’ Club in it’s 117th Web based meeting discussed on Manoj Das and specialty of his writings in collaboration with the Delhi based organization, “Delhi Utkal Asmita”. This meeting was on the occasion of the 5th Sradh Ceremony of the great writer. Professor Manindra Meher, a scholar […]Continue Reading
ବରସାହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିବ ଅଭିଯୋଗ ଶୁଣାଣି
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୯/୪: ସୋମବାରସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ସଦର ବ୍ଲକ ଅନ୍ତର୍ଗତ, ବରସାହି ଗ୍ରାମ ପଂଚାୟତ ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୪: (ସୋମବାର )ସକାଳ ୭ ଘଣ୍ଟା ସମୟରେ ବୌଦ୍ଧ ନୂଆସାହି ଛକ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୁର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛି ଜିଲ୍ଲା ପ୍ରଶାସନ ।ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଜୟନ୍ତୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ Continue Reading
ଭୁବନେଶ୍ୱର,୨୮/୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସବୁ ଷ୍ଟେଶନରେ ଫ୍ଳାଗ ମାର୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି।ଏଭଳି ସ୍ଥିତିରେ ଭୁବନେଶରରେ ରେଳ ଷ୍ଟେଶନରେ ସୋମବାର ଆର୍ପିଏଫ୍ ପକ୍ଷରୁ ଫ୍ଳାଗ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି। Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨୮/୪ : ମସଜିଦ ବା ଗିର୍ଜା,ଦେବାଳୟ ବା ବିଦ୍ୟାଳୟ ଗଲେ ଆଧ୍ୟାତ୍ମିକତା ମିଳେ ନାହିଁ ଏହା ନିଜ ଘରେ ସ୍ୱକୀୟ ଉପଲବ୍ଧି ରେ ଅନୁଭବ କରିହୁଏ ।ମନୀଷୀ ମନୋଜ ଦାସ ଙ୍କ ୫ ମ ଶ୍ରାଦ୍ଧ ଦିବସ ଉପଲକ୍ଷେ ଦିଲ୍ଲୀ ଉତ୍କଳ ଅସ୍ମିତା ସହଯୋଗରେ ଥିଙ୍କର୍ସ କ୍ଲବ ର ୧୧୭ ତମ ଆଭାସୀ ଆଲୋଚନା ଅନୁଷ୍ଠିତ ହୋଇଯାଇଛି ।ପ୍ରଫେସର ମଣୀନ୍ଦ୍ର କୁମାର ମେହେର ,ଅଧ୍ୟକ୍ଷ ଛାୟକ୍ଷକକ୍ଷନ୍ତ ଷଡ଼ଙ୍ଗୀ ଓ ପ୍ରାଧ୍ୟାପିକା ବିଜୟିନୀ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୮/୪ : ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ଠାରେ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି।ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତା ରେ ମ୍ୟାଲେରିଆ ଭଳି ରୋଗକୁ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୪: ଖୋରଧା ଜିଲ୍ଲା ପ୍ରେସକ୍ଲବର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରେସକ୍ଲବର ସଭାପତି ଶୁଭ୍ରାଂଶୁ ରଞ୍ଜନ ସାମନ୍ତରାୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଜାମ୍ମୁ କାଶ୍ମୀର ପହଲଗ୍ରାମରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ପର୍ଯ୍ୟଟକ ମାନଙ୍କ ନିମନ୍ତେ ଦୁଇ ମିନିଟ ନିରବ ପ୍ରାଥନା କରାଯିବା ସହିତ ଏଭଳି ଘଟଣାର ଦୃଢ଼ ନିନ୍ଦା କରାଯାଇଥିଲା Continue Reading




