ବେଗୁନିଆପଡା,୨୭/୪ : ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ଦୁଇ ଭାଇ ସୁମୁଣ୍ଡଳ ଗାଁର ସଞ୍ଜୟ ବାରିକ(ବଡ) ଓ ଅଜୟ ବାରିକ(ସାନ)। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ, ପୁରୁଷୋତ୍ତମପୁର ଏସଡିପିଓ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୪ : ପିଲା ଦିନରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ସୁଖ, ପ୍ରାଚୁର୍ଯ୍ୟ ରାଜକୀୟ ଐଶୂର୍ଯ୍ୟ ଛାଡ଼ି ସାଧାରଣ ଲୋକଙ୍କ ସହ ମିଶନ୍ତି । ଲୋକଙ୍କ ସମସ୍ୟା କଣ ଅଛି ସେ ସମ୍ବନ୍ଧରେ ଅବଗତ ହୁଅନ୍ତି । ଓଡ଼ିଶାକୁ ସମ୍ବୃଦ୍ଧ ରାଜ୍ୟ ଗଢିବାରେ ଉତ୍କଳମଣି ଗୋପବନ୍ଧୁ, ମଧୁସୂଦନ ଦାସ ଏବଂ ଫକୀରମୋହନ ସେନାପତିଙ୍କ ସହ ଉତ୍କଳ ସମ୍ମିଳନୀରେ ସେ ପ୍ରମୁଖ ଓ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ୧ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୭/୪: ଆଜି ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥ୍ୟ ଭାବେ ଇଂ. ଦେବାଶିଷ ପଟ୍ଟନାୟକ, ଅଧ୍ୟକ୍ଷ, ଜିଲ୍ଲା ପରିଷଦ, ନୟାଗଡ, ଜିଲ୍ଲାର ବୁଦ୍ଧିଜୀବୀ, ସାମ୍ବାଦିକ, ବିଭିନ୍ନ ପଦାଧ୍ୟାକାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହା ପରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୭/୪ : ଆଜି ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ନିଜ ନିର୍ବାଚ଼ନ ମଣ୍ଡଳୀ ଚିଲିକା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।ଏହି ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ହେଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୫୧୭.୨୬ ଲକ୍ଷ ଟଙ୍କା ଅଟକଳ ବ୍ୟୟରେ \”ହଜ ଠାରୁ ଦୀନବନ୍ଧୁପୁର ଭାୟା କାଲୁନିଆରୀ ଓ ଗମେଇ ରାସ୍ତା ନିର୍ମାଣ Continue Reading
By Subrat Sarangi Paradeep, April 26: In a landmark move towards strengthening diversity, equity, and inclusion, ArcelorMittal Nippon Steel India (AM/NS India)has introduced the C Shift,running from 10:00 pm to 6:00 am,for its women employees at its Paradeep Pellet Plant. This follows the successful implementation of A and B shifts for women in 2024, under […]Continue Reading
ବଲାଙ୍ଗୀର, ୨୬/୪: ପହଲଗାମ ଆକ୍ରମଣ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ପାକିସ୍ତାନୀ ନାଗରିକଙ୍କୁ ତଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ ଓଡ଼ିଶା ସରକାର ସମସ୍ତ ପାକିସ୍ତାନୀଙ୍କୁ ଦେଶ ଛାଡ଼ିବାକୁ ନୋଟିସ୍ ଦେବା ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି । କିନ୍ତୁ ଦୀର୍ଘ ୩୫ ବର୍ଷ ହେଲା ବଲାଙ୍ଗୀରରେ ବିବାହିତ ହୋଇ ରହିଥିବା ସାରଦା କୁକ୍ରେଜା ଚିନ୍ତିତ ହୋଇ ପଡ଼ିଛନ୍ତି । ବଲାଙ୍ଗୀରେ ପୁରା ପରିବାର ରହୁଥିବାବେଳେ ସେ କେବେବି ପାକିସ୍ତାନ ଯାଇ Continue Reading
ଦିଗପହଣ୍ଡି,୨୬/୪: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍ଭିନ୍ ଚଳାଇଛି।ତାଙ୍କୁ ବଳାତ୍କାର ପରେ ଜଘନ୍ୟ ଭାବେ ହତ୍ୟା କରାଯାଇଥିବା ଗ୍ରାମବାସୀ ପୋଲିସକୁ କହିଛନ୍ତି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଅଶୋକ ସ୍ବାଇଁଙ୍କ ଶିଶୁକନ୍ୟା। ଅଶୋକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୪: ଅନ୍ତର୍ଜାତୀକ ସମବାୟ ବର୍ଷ -୨୦୨୫ ଉପଲକ୍ଷେ ଉପ ନିବନ୍ଧକ ସମବାୟ ସମିତି ସମୂହ ଖୋର୍ଦ୍ଧା ବିଭାଜନଙ୍କ ଆନୁକୁଲ୍ୟରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଲିଃ ପରିସରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ଓରକ୍ତଦାନ ଏକ ମହତଦାନ ହୋଇଥିବାରୁ ଆନ୍ତର୍ଜାତୀକ ସମବାୟ ବର୍ଷରେ ପ୍ରତି ଜିଲ୍ଲାରେ ଏକ ରକ୍ତଦାନ ଶିବିର କରି ରକ୍ତର ଅଭାବକୁ ଦୂରୀଭୂତ କରିବାକୁ ଓଡିଶା ସରକାରଙ୍କ ସମବାୟ Continue Reading
ଭୁବନେଶ୍ୱର,୨୫/୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା।ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୫/୪ : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ଏହି ସମୟରେ ବିଜୁଳିର ଆବଶ୍ୟକତା ଅଧିକ ରହିଥାଏ। ବିଜୁଳି ବ୍ୟୟ ଅଧିକ ହେଉଥିପବାରୁ ବିଭିନ୍ନ ସ୍ଥାନରେ ତ୍ରୁଟି ହୋଇଥାଏ।ତେବେ ସମସ୍ତ ପ୍ରତିକୂଳ ସ୍ଥିତିରେ ମଧ୍ୟ କର୍ମ ତତ୍ପର ଟିପିଏନଓଡିଏଲ କର୍ମଚାରୀ ଅସହ୍ୟ ତାତିକୁ ଖାତିର ନ କରି ଲୋକଙ୍କୁ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇବା ପାଇଁ ପ୍ରୟାସ କରୁଛନ୍ତି ।ତତକ୍ଷଣାତ୍ ବିଦ୍ୟୁତ ସମସ୍ୟାର ସମାଧାନ ସହ ନିର୍ଭରଯୋଗ୍ୟ Continue Reading




