ଭୁବନେଶ୍ୱର,୨୨/୪ : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି ।ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କୁ ୫ ଲକ୍ଷ ୯୦ ହଜାର ନୂଆ ରାସନ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ ।ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇ-କେଓ୍ବାଇସି Continue Reading
ଭୁବନେଶ୍ୱର,୨୨/୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୪: ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ଦ୍ୱାରା, ପ୍ରକୃତ ଟିକେଟଧାରୀ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ଉଦ୍ଧେଶ୍ୟରେ, ଖୋର୍ଦ୍ଧାରୋଡ଼-ବାଲୁଗାଁ-ବ୍ରହ୍ମପୁର ସେକ୍ସନରେ, ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ କରଯାଇଥିଲା।ଏହି ସେକ୍ସନ ଦେଇ ଯାଉଥିବା ଟ୍ରେନଗୁଡ଼ିକୁ, ବାଣିଜ୍ୟି ଅଧିକାରୀ, ଟିକେଟ ଯାଞ୍ଚ କର୍ମଚାରୀ ଏବଂ ରେଳ ସୁରକ୍ଷା ବଳଙ୍କୁ ନେଇ ଗଠିତ ଏକ ଟିମ୍ ଦ୍ୱାରା ସମ୍ପୂର୍ଣ୍ଣ Continue Reading
ଭୁବନେଶ୍ୱର, ୨୧/୪ : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି, ବିଶେଷକରି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏପ୍ରିଲ ୨୪ ଏବଂ ୨୫ ତାରିଖରେ ଏହା ୪୫ ଡିଗ୍ରି ସେଲସିୟସ ଅତିକ୍ରମ କରିପାରେ।କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ଏବଂ ବର୍ଷା ଯୋଗୁ ଗରମରୁ ଅଳ୍ପ ସମୟ ପାଇଁ ମୁକ୍ତି ପାଇବା ପରେ ତାପମାତ୍ରା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ପଶ୍ଚିମ ଓଡ଼ିଶାର ଅନେକ ସହରରେ Continue Reading
ଡେଲାଙ୍ଗ,୨୧/୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହତ୍ୟା ସନ୍ଦେହରେ ଅଭିଯୁକ୍ତ ଦାଦା ପ୍ରଭାକର ସାହୁଙ୍କୁ ପୋଲିସ ଅଟକ ରଖିଛି। ଉତ୍ତ୍ୟେକ୍ତ ଲୋକମାନେ ଅଭିଯୁକ୍ତଙ୍କ ଘର ଭାଙ୍ଗିବା ସହ ତାଙ୍କୁ ଫାଶୀ ଦେବାକୁ ଦାବି କରିଛନ୍ତି। ପୂର୍ବ ଶତ୍ରୁତାରୁ ଦାଦା ଏପରି କାଣ୍ଡ ଭିଆଇଥିବା କୁହାଯାଉଥିବାବେଳେ ପୋଲିସ ଏଯାଏ କିଛି ସ୍ପଷ୍ଟ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୧/୪ : ରବିବାର ଅପରାହ୍ନରେ ଜିଲ୍ଲା ସଦର ମହକୁମାସ୍ତିତ ଟି ଏଲ ସି ରୋଡ ଭାରତୀୟ ଜୀବନ ବୀମା ନିଗମ କାର୍ଯ୍ୟାଳୟ ସମ୍ମୁଖ ୩କୋଟି ୬୫ଲକ୍ଷ ବ୍ୟୟରେ ୩ ମହଲା ବିଶିଷ୍ଟ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ କଲ୍ୟାଣ ନିଗମ ଲିଃ ଦ୍ଵାରା ନବନିର୍ମିତ ଖୋର୍ଦ୍ଧା ଜିଲ୍ଲା ଅବକାରୀ କାର୍ଯ୍ୟାଳୟକୁ ଓଡ଼ିଶାର ମାନ୍ୟବର ଆଇନ,ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି Continue Reading
ଯାଜପୁର, ୨୦/୪ : ଉଦ୍ଧାର ହେଲା ଚୋରି ହୋଇଥିବା ଶିଶୁକନ୍ୟା। କିନ୍ନର ବେଶରେ ଆସି ଶିଶୁକନ୍ୟା ଚୋରି କରିବାକୁ ଉଦ୍ୟମ କରିଥିଲେ କିଛି ଦୁର୍ବୁତ୍ତ। ଯାଜପୁର ରୋଡ୍ ଥାନା କାଚହୁଡି ସାହିରୁ ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ। ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି। ଥାନାରେ ଦୁଇ ଅଭିଯୁକ୍ତ ଅଧିକ ପଚରାଉଚରା କରୁଛି।ସୂଚନା ଅନୁସାରେ, ଗତ୧୭ ତାରିଖରେ ଶିଶୁ କନ୍ୟାଟି […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୪ : ଶନିବାର ଦିନ କଣ୍ଟାମାଳ ବ୍ଲକ ଅର୍ନ୍ତଗତ ସିଆଲଝୁଲି ଗ୍ରାମ ର ଶ୍ରୀ ଶ୍ରୀନିବାସ ବେହେରା ଙ୍କ ମର ଶରୀର ନିଜ ଗାଁ ରେ ପହଞ୍ଚିଛି । ପୂର୍ବ ସୂଚନା ମୁତାବକ ତାମିଲନାଡୁ ରାଜ୍ୟ କୁ ଦାଦନ ଖଟିବାକୁ ଯାଇଥିବା ଶ୍ରୀନିବାସ ବେହେରା ଙ୍କ ସେଠାରେ କୌଣସି କାରଣ ବଶତଃ ମୃତ୍ୟୁ ଘଟି ଥିଲା ।ଜିଲ୍ଲା ପ୍ରଶାସନ ବଲାଙ୍ଗୀର, ଜିଲ୍ଲା ପ୍ରଶାସନ ବୌଦ୍ଧ ଏବଂ ଶ୍ରମ ବିଭାଗ , ବୌଦ୍ଧ ର ମିଳିତ […]Continue Reading
ଭୁବନେଶ୍ୱର,୨୦/୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ ହେବା ନେଇ ସତର୍କ କରାଇଛି ବିଭାଗ। ତେବେ ଆଜି ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼ ପବନ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।Heavy rain in Odisha: କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର , ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ସହ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୦/୪ : ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ପୌରହିତ୍ୟରେ ଓ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଓଡ଼ିଆ ସପ୍ତାହ ପାଳନ ହୋଇଯାଇଛି। ଓଡ଼ିଶା ସରକାରଙ୍କ ନିର୍ଦେଶାନୁଯାୟୀ ପ୍ରତି ବର୍ଷ ଏପ୍ରିଲ ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ସପ୍ତାହ ଭାବେ ପାଳନ କରାଯିବା ସହ ଓଡ଼ିଶାର ଇତିହାସ, Continue Reading




