Home Posts tagged ODISHA (Page 261)
Odisha News
ଭୁବନେଶ୍ୱର,୧୬/୪: କାଲି ନାମାଙ୍କନ ଭରିବେ ନବୀନ। ମଜବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ Continue Reading
Odisha News
ଭୁବନେଶ୍ବର, ୧୬/୪ : ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଛାତ୍ରଛାତ୍ରୀମାନଙ୍କ ପାଇଁ ସକାଳୁଆ ସ୍କୁଲ କରିଛନ୍ତି । ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ପାଇଁ ଖୁସି ଖବର ଆସିଛି ।ବ ଚଳିତ ଶିକ୍ଷା ବର୍ଷ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଏକାଡେମିକ୍ କ୍ୟାଲେଣ୍ଡରରେ ଆସନ୍ତା ମେ ୬ ତାରିଖରେ ଛାତ୍ରଛାତ୍ରୀମାନଙ୍କୁ ଖରା ଛୁଟି ମିଳିବ । ଆଗାମୀ ଦିନରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢିବାକୁ ଥିବାବେଳେ Continue Reading
Odisha News
ଢେଙ୍କାନାଳ, ୧୬/୪: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ବାବୁଙ୍କ ଘରେ ଚାଲିଛି ତନାଘନା ଯାଞ୍ଚ ।ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି କରିଛି ।ରାମଚନ୍ଦ୍ର ଶତପଥୀଙ୍କ ସରକାରୀ ବାସଭବନ ସହ ପୈତୃକ ଘରେ ଭିଜିଲାନ୍ସ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୪ : ଗତ ୭ ତାରିଖରୁ ଜିଲ୍ଲା ଷ୍ଟାଡିଅମ ବୌଦ୍ଧ ଠାରେ ଚାଲିଥିବା ୧୫ ବର୍ଷରୁ କମ୍ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି ।ଆଜି ଫାଇନାଲ୍ ମ୍ୟାଚ ବିଏସ୍‌ଏଏ ବୌଦ୍ଧ ଓ ଫ୍ରେଣ୍ଡ କ୍ଲବ ମୁଣ୍ଡାପଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଏସ୍‌ଏଏ ବୌଦ୍ଧ ୩-୧ ଗୋଲ୍‌ରେ ମୁଣ୍ଡାପଡାକୁ ହରାଇ ଚଂପିଆନ ହୋଇଛି ।ଆଜିର ମ୍ୟାଚରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୪ : ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଙ୍କ ଆହ୍ୱାନ କ୍ରମେ ନୟାଗଡ ବ୍ଲକ ଏବଂ ମୁନିସିପାଲିଟି କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶ ଙ୍କ ନେତୃତ୍ୱ ରେ ନାରୀ ନ୍ୟାୟ ପାଇଁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟରେ ଗତ ୨୫ ବର୍ଷ ଧରି ନାରୀ ଶୋଷଣ, ନାବାଳିକା ଅତ୍ୟାଚାର, ସ୍କୁଲ ଛାତ୍ରୀ ଗର୍ଭବତୀ ପ୍ରସଙ୍ଗ ପ୍ରତି ବିଜେପି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୪ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଅବାରସିଂ ସ୍ଥିତ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ Continue Reading
Odisha News
ଭୁବନେଶ୍ୱର, ୧୫/୪ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୃଦୁଢ କରିବାକୁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ଏବେ ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ରେ ପହଞ୍ଚିଛି।ସୂଚନାଯୋଗ୍ୟ Continue Reading
Odisha News
ଭୁବନେଶ୍ୱର,୧୫/୪ : କମିଶନରେଟ ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ରାଜଧାନୀ ରାମ ମନ୍ଦିର ସାମ୍ନାରୁ ଜଣେ ଦୃଷ୍ଟି ବାଧିତ ମାଆ କୋଳରୁ ଚୋରି ହୋଇଥିବା ଦେଢ଼ ବର୍ଷର ଶିଶୁ ଶେଷରେ ଉଦ୍ଧାର ହୋଇଛି । କମିଶନରେଟ ପୋଲିସର ପ୍ରାଣ ମୂର୍ଚ୍ଛା ଉଦ୍ୟମ ପରେ ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବୋଇତା ଗାଁରୁ ଶିଶୁ ପୁତ୍ର ଶୁଭମ ଓରଫ କେଶବ ଉଦ୍ଧାର ହୋଇଛି ।ପୋଲିସର ଏକ ସ୍ୱତନ୍ତ୍ର ଟିମ ଶିଶୁକୁ ବାଲେଶ୍ୱରରୁ ଭୁବନେଶ୍ୱରରେ ନେଇକି ଆସିଛି […]Continue Reading
Top Stories
By Subrat Sarangi PURI (Odisha), April 15:   In a decisive move to galvanize its cadre ahead of the upcoming elections, the Bharatiya Janata Party (BJP) concluded its high-stakes training camp in Puri on Sunday with a call for greater grassroots engagement and organizational discipline. Over the course of four intensive sessions on the final day, […]Continue Reading