Home Posts tagged ODISHA (Page 267)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୪ : ମଙ୍ଗଳବାର ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ମାନ୍ୟବର ମନ୍ତୀ ଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ୨୦୨୫ ଅନୁଷ୍ଠିତ ହୋଇଯାଇଛି ।ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ଏବଂ ସାର୍ବଜନୀନ ଉଦ୍ୟୋଗ, ଓଡ଼ିଶା ସରକାର ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ମହାପାତ୍ର ଜିଲ୍ଲା ଓ ଏହାର ସହରାଞ୍ଚଳର ପାନୀୟଜଳ ସମସ୍ୟା, ପରିମଳ ବ୍ୟବସ୍ଥା ପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୪ : ମଙ୍ଗଳବାର ପୂର୍ବାହ୍ନ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖ ଦାୟିତ୍ୱରେ ଥିବା ଓଡିଶା ସରକାରଙ୍କ ବିଜ୍ଞାନ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ Continue Reading
Odisha News
ଭୁବନେଶ୍ୱର,୮/୪: ୱକ୍ ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି। ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି।ସେ କହିଛନ୍ତି ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ ନବୀନ, ଖଳନାୟକ ବି ନବୀନ । ଡାଇରେକ୍ଟର, ପ୍ରଡ୍ୟୁସର ଓ ନିଜେ ବି ଆକ୍ଟର ବୋଲି ବାବୁ କହିଛନ୍ତି।ତେବେ ଏହି ଘଟଣା ପରେ ବିଜେଡି ଦୁଇଫାଳ ହୋଇଥିବା କୁହାଯାଉଛି। ବିଜୁ ଜନତା ଦଳର ଭବିଷ୍ୟତ ଭିକେ […]Continue Reading
Odisha News
କଟକ, ୮/୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ।ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।”ଚଳିତବର୍ଷ AIଏବଂ QR କୋରଡ଼ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି ବୋଲି କହିଛନ୍ତି। […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୪ : (ସୋମବାର) ସକାଳ ଘ ୮. ୩୦ ମିନିଟ ସମୟରେ ମୁର୍ଶୁଣ୍ଢ୧ ସ୍ଥିତ ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୪: ଗତକାଲି ବିଳମ୍ବିତ ରାତିରେ ସଦରଥାନା ଅନ୍ତର୍ଗତ ବ୍ରଜମୋହନପୁର ପଂଚାୟତ ଷଢେଇଗଡ ରେ ହୋଇଛି ବୋମା ବିସ୍ଫୋରଣ ।ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ଉକ୍ତ ଗ୍ରାମର ନିରାକାର ସିଂ (୨୫) । ଆହତ ହେଲେ ଟୁଆଁ ସେନାପତି (୩୦) ।ପୁଲିସ ଓ ସାଇଁଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।ପ୍ରକାଶ ଥାଉକି, ଗତକାଲି ବିଳମ୍ବିତ ରାତିରେ Continue Reading
Odisha News
ଭୁବନେଶ୍ୱର, ୭/୪ : ସଂସଦୀୟ ଗଣତନ୍ତ୍ର ଯେକୌଣସି ବିଲ୍ ସପକ୍ଷରେ ଏବଂ ବିପକ୍ଷରେ ଭୋଟ୍ ଦିଆ ହୁଏ । କିନ୍ତୁ ବିବେକ ଅନୁସାରେ ଭୋଟ୍ ଦେବାଟା ପୃଥିବୀରେ କେଉଁଠି ନାହିଁ ।ସଂସଦର ବଜେଟ୍ ଅଧିବେଶନ ଶେଷ ହେବା ପରେ ସୋମବାର ଭୁବନେଶ୍ୱର ଫେରି ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଜେଡ଼ି ସାଂସଦ ମୁଜିବୁଲ୍ଲା ଖାଁ ଓରଫ୍ ମୁନା ଖାଁ ।ସାଂସଦ ମୁନା ଖାଁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସେ ତାଙ୍କର ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି । […]Continue Reading
Odisha News
ଭୁବନେଶ୍ୱର,୭/୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ଅପରାହ୍ନରେ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, Continue Reading
Odisha News
ସୁନ୍ଦରଗଡ଼, ୭/୪: କୋଇଲା ଖଣି ଚୋରିରେ ବିଜେଡ଼ି କର୍ମୀଙ୍କ ସମ୍ପୃକ୍ତି ଥିବା ନେଇ ସଙ୍ଗୀନ ଅଭିଯୋଗ ଆସିଛି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ଅନ୍ତର୍ଗତ ଗୋପାଳପୁର ରେଞ୍ଜ କୋଇଲା ଖଣି ଚୋରି ମାମଲାରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛନ୍ତି ପୂର୍ବତନ ବିଧାୟିକା ତଥା ବିଜେପି ନେତ୍ରୀ କୁସୁମ ଟେଟେ । ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ।ସୁନ୍ଦରଗଡ଼ ହେମଗିରି ବ୍ଲକ୍ ଗୋପାଳପୁର ରେଞ୍ଜରେ କୁଲାପୁଡ଼ା ଏବଂ ତେଲଣ୍ଡିହି […]Continue Reading