Home Posts tagged ODISHA (Page 268)
Odisha News
ଭୁବନେଶ୍ୱର,୭/୪ : ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୪ : (ରବିବାର) ଦିନ ସକାଳ ୬ ଘଟିକା ସମୟରେ ବୌଦ୍ଧଗଡ଼ ଏନ.ଏ.ସି ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡିଆ ପକ୍ଷ ପାଳନ ଅବସରରେ ବୌଦ୍ଧ ସହରରେ ଥିବା ପ୍ରାଚୀନ ମନ୍ଦିର, କୀର୍ତ୍ତିରାଜି, ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ଗୁଡିକରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି ।ଆଜି ସକାଳ ୭ ୩୦ ମି. ସମୟରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଶ୍ରୀ ଚନ୍ଦ୍ରଚୁଡ ମନ୍ଦିର […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୭/୪ : ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଅପ୍ରେଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ହେଇଛି।ବଲାଙ୍ଗିର ଜିଲ୍ଲାରେ ‘ଆମ ପୋଷକ ଆମ ପରିଚୟ’ ଦିବସ ପାଳନ ଅବସରରେ ପାରମ୍ପପରିକ ବସ୍ତ୍ରର ଖୁବ୍ ଚାହିଦା ରହିଥିଲା।ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ କାର୍ଯ୍ୟାଳୟରେ ପ୍ରଶାସନିକ ଅଧିକାରୀ,କର୍ମଚାରୀଙ୍କ ସହ ଜନସାଧାରଣ ପାରମ୍ପରିକ ହସ୍ତତନ୍ତ ପୋଷାକ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୭/୪: ଓଡ଼ିଆ ଆମ ଭାଷା,ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ।ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୫ର ଚତୁର୍ଥ ଦିବସରେ ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଯାଇଛି ।ଆଜି […]Continue Reading
Top Stories
By Our Correspondent Cuttack, Apr 7 : The acclaimed menswear brand suCCess proudly inaugurated its largest exclusive brand outlet in Ranihaat, Cuttack. The grand opening attracted a significant turnout, including dignitaries, fashion enthusiasts, and all celebrating the brand’s expansion into this vibrant market. On this inaugural occasion Pradeep Pansari, Suchitra Continue Reading
Odisha News
ପୁରୀ, ୬/୪ : ପୁରୀ ଜିଲ୍ଲା ପିପିଲି ଥାନା କୈାଶଲ୍ୟାଗଙ୍ଗ ଥାନା ଅନ୍ତର୍ଗତ ସିଫା ନିକଟରେ ଏକ ଅଘଟଣ ଘଟିଯାଇଛି । ବଙ୍ଗୀୟ ପର୍ଯ୍ୟଟକଙ୍କୁ ନେଇ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିବା ଏକ ବସ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଛି । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।ସୂଚନା ଅନୁସାରେ ବାଂଲାଦେଶରୁ ପର୍ଯ୍ୟଟକମାନେ ଦୁଇଟି ବସ ଯୋଗେ ପୁରୀ ଆସିଥିଲେ […]Continue Reading
Odisha News
ଓଡ଼ି଼ିଶା, ୬/୪ : ଆଜି ହେଉଛି ପବିତ୍ର ରାମ ନବମୀ । ଚୈତ୍ର ମାସ ନବମୀ ଆଜିର ଦିନରେ ମର୍ଯ୍ୟାଦା ପୁରୁଷ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ ।ଏହି ଅବସରରେ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ସବୁଠି ଶୁଭୁଛି ରାମ ନାମ। ପ୍ରଭୁଙ୍କ ଦର୍ଶନ ପାଇଁ ରାମ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡା ଥାନା ଅର୍ନ୍ତଗତ ସିତାପଡି ଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡା ବଜରଙ୍ଗଦଳ ପାଇବା ପରେ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚି ସେଠିକାର ପରିସ୍ଥିତି ଅନୁଧ୍ୟାନ କରିବା ସହ ଗୋମାଂସ କଟାଯାଉଥିବା ଦେଖିବା ପରେ ସଙ୍ଗେସଙ୍ଗେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୫/୪: ସ୍ଥାନୀୟ ଜିଲ୍ଲା ସଦର ମହକୁମା ହାବେଳୀ ପଡିଆ ଠାରେ ଭାରତୀୟ ଜାତୀୟ ରାଜମାର୍ଗ ପ୍ରାଧିକରଣ ଅଧୀନ ୬-ଲେନ ଓଡିଶା ରାଜଧାନୀ ଅଞ୍ଚଳ ରିଂ ରୋଡ଼ କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲା ମଧ୍ୟଦେଇ (ସି ଆର ଆର ଆର ଆର -୧)ରାମେଶ୍ୱର ଜାତୀୟ ରାଜପଥ -୧୬ ରୁ ଗୋବିନ୍ଦପୁର ଜାତୀୟ ରାଜପଥ- ୫୫ ପର୍ଯ୍ୟନ୍ତ ପ୍ରାୟ ୭୦.୯୯୫ କି. ମି ଖୋର୍ଦ୍ଧା ଜିଲ୍ଲା ମଧ୍ୟ ଦେଇ ଯାଉଥିବା ଜାତୀୟ […]Continue Reading