Home Posts tagged ODISHA (Page 27)
Odisha News
ଭୁବନେଶ୍ୱର, ୨୫/୧: ବିଜେଡ଼ିରେ ଦିନେ ନିଜକୁ ହର୍ତ୍ତାକର୍ତ୍ତା ଦୈବ ବିଧାତା ଭାବୁଥିବା ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନ ପୁଣି ଥରେ ନବୀନ ନିବାସରେ ସକ୍ରିୟ ହୋଇଛନ୍ତି ।ବିଜେଡ଼ି ନେତା ମନ୍ମଥ ରାଉତରାୟଙ୍କ ବୟାନକୁ ନେଇ ଏଭଳି ସନ୍ଦେହ ଘନୀଭୂତ ହୋଇଛି । ପାଣ୍ଡିୟାନ ନବୀନ ନିବାସ ଆସୁଛନ୍ତି, ଆଉ ନିଜ ଗୁରୁଙ୍କୁ ବାପା ଭଳି ସେବା କରୁଛନ୍ତି ବୋଲି କହିଛନ୍ତି ମନ୍ମଥ ।ମନ୍ମଥ ରାଉତରାୟ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି କହିଛନ୍ତି, ଭିକେ ପାଣ୍ଡିଆନ ଆଉ ସକ୍ରିୟ Continue Reading
Odisha News
ଭୁବନେଶ୍ୱର,୨୫/୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ।୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ ପ୍ରଂଶସନୀୟ କାର୍ଯ୍ୟ ପାଇଁ ୧୧ ପୋଲିସଙ୍କୁ ପୁରସ୍କାର ମିଳିବ। ଅଗ୍ନିଶମ ସେବାରେ ଭମରବର ସେଠ୍‌ଙ୍କୁ ରାଷ୍ଟ୍ରପତି ପୁରସ୍କାର।ସେହିପରି ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୧ : ବୌଦ୍ଧ ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ବରିଷ୍ଠ ନାଗରିକ ମାନେ ତା.୨୭.୧.୨୦୨୫ ରିଖ ବୌଦ୍ଧ ରୁ ଯାତ୍ରା ଆରମ୍ଭ ହେବାକୁ ଥିବାବେଳେ ତା ଆଗରୁ ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା ପ୍ରଥମ ତୀର୍ଥଯାତ୍ରା ଯୋଜନା ଆରମ୍ଭ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରୀପୋର୍ଟନୟାଗଡ଼,୨୪/୧ : ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ ଓ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏନେଇ ଆଜି ସାମ୍ବାଦିକ ଭବନ ପରିସରରେ ଆଲୋଚନା କରାଯାଇ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଓ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ୭ ଦିନ ମଧ୍ୟରେ ଜବରଦଖଲ ମୁକ୍ତ କରାଯିବାକୁ ଦାବି କରାଯାଇଛି ।ନୟାଗଡ଼ ସହରର Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବୌଦ୍ଧ, ୨୪/୧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍,କୁଲତା ଜୋର୍ ପଞ୍ଚାୟତ ଅନ୍ତର୍ଗତ ନୁଆପାଲି ଗ୍ରାମରେ ଥିବା ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ସାଂସ୍କୃତିକ ମଣ୍ଡପ ର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ୩୫ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ଦିବସବ୍ୟାପି କାର୍ଯ୍ୟକ୍ରମରେ ପ୍ରଥମେ ମଶାଲ ଯାତ୍ରା ସହ ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ସ୍କୁଲ ପରିସରରେ ଆରମ୍ଭ ହୋଇଯାଇଥିଲା।ସନ୍ଧ୍ୟା ୬ ଘଣ୍ଟା Continue Reading
Odisha News
ବାରିପଦା,୨୪/୧ : ରାସନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍‌ଏମ୍ ମେଡିକାଲରେ ଭର୍ତ୍ତି କରିଛନ୍ତି।ସୂଚନା […]Continue Reading
Odisha News
ନୂଆପଡା, ୨୪/୧ : ନୂଆପଡା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ସୀମା କୁଲାରିଘାଟ ଜଙ୍ଗଲରେ ହୋଇଥିବା ନକ୍ସଲ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ଚଳପତି ସମେତ ୧୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଏଥିମଧ୍ୟରୁ ୧୨ଜଣଙ୍କ ପରିଚୟ ମିଳିଛି । ବଡ କଥା ଯେ ମୃତକଙ୍କ ମଧ୍ୟରେ ଜଣେ କଟକ ଜିଲ୍ଲା ନିଆଳି କୁଲାଶ୍ରୀର ବୋଲି ଜଣାପଡିଛି । ଏହି ନକ୍ସଲର ନାମ ଆଲୋକ ଓରଫ ମୁନ୍ନା ହୋଇଥିବାବେଳେ ତା ମୁଣ୍ଡ ଉପରେ ୧୮ ଲକ୍ଷ ଟଙ୍କାର ପୁରସ୍କାର […]Continue Reading
Odisha News
ଭୁବନେଶ୍ୱର, ୨୩/୧: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାକୁ ନେଇ ପ୍ରତ୍ୟେକ ଦିନ ଆସୁଛି ରୋଚକ ତଥ୍ୟ । ପୂର୍ବରୁ ବିଜେଡ଼ି ସରକାର ଭୟର ମୁହଁ ଚୁପ କରିବା ବ୍ୟକ୍ତିମାନେ ଧିରେ ଧିରେ ଗଣମାଧ୍ୟମ ଆଗରେ ସବୁକିଛି ଓଗାଳି ଦେଉଛନ୍ତି ।ଏହା ପଛରେ ବଡ଼ ଷଡ଼ଯନ୍ତ୍ର ରହିଥିବା ନେତାଠୁ ଜନତା ସମସ୍ତେ କହୁଛନ୍ତି । ଏହି ଚର୍ଚ୍ଚିତ ହତ୍ୟା ମାମଲାରେ ଆଗାମୀ ତଦନ୍ତ ନେଇ ଖୁବ ଶୀଘ୍ର ନିଆଯିବ ବୋଲି କହିଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୧ : ଗୁରୁବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ଷ୍ଟାଡିଅମ ପରିସରରେ ଥିବା ସନ୍ତରଣାଗାର ଠାରେ ଜାତୀୟ ବାଳିକା ଦିବସ ଅବସରରେ ପନ୍ହରିବା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି ।ଅତିଥି ଭାବେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ, ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ରୁର ଯାନୀ ଯୋଗଦେଇ ପତାକା ଦେଖାଇ ପ୍ରତିଯୋଗିତାର ଉଦଘାଟନ କରିଥିଲେ ।ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, Continue Reading