Home Posts tagged ODISHA (Page 272)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୪ : ଖୋରଧା ଜିଲ୍ଲାରେ ଆଜି ଓଡ଼ିଶା ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ପ୍ରାତଃ ଘ ୪.୩୦ ମି. ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧକ ସଙ୍ଗୀତର ରେକର୍ଡିଂ ବଜାଯାଇ ସହର ପରିକ୍ରମା କରାଯାଇଥିଲା ।ପ୍ରାତଃ ଘ ୭.୦୦ ମି. ରେ ଜିଲ୍ଲାର ସମସ୍ତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ/କାର୍ଯ୍ୟ ନିର୍ବାହୀ ଅଧିକାରୀ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧/୪ : ଖୋର୍ଦ୍ଧା ତରତୁଆସ୍ଥିତ ରିଜର୍ଭ ପଡିଆ ଠାରେ ଖୋର୍ଦ୍ଧା ପୁଲିସ ପକ୍ଷରୁ ୯୦ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିବା ପରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରିବା ସହିତ ଅଧିକ୍ଷକ କହିଥିଲେ ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଓଡିଶା ଏକ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଲା ଏବଂ ସେହିଦିନ Continue Reading
Odisha News
ଭୁବନେଶ୍ୱର, ୧/୪ : ଆସନ୍ତାକାଲି ଅର୍ଥାତ୍ ବୁଧବାରଠାରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ। ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ।ଏକସଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ବିଷୟର ପରୀକ୍ଷା ଫଳ ବାହାରିବ। ଚଳିତ ବର୍ଷ ପରୀକ୍ଷା ଦେଇଥିବା ସମସ୍ତ ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ […]Continue Reading
Odisha News
ଭୁବନେଶ୍ୱର,୧/୪: ୨ ସପ୍ତାହ ଭିତରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେବ। ଉତ୍କଳ ଦିବସରେ ସତ୍ୟଭାମାପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ଏହାର ସୁଫଳ ପାଇବେ। ରାଜ୍ୟ ଭିତରେ ଓ ବାହାର ମେଡିକାଲ୍‌ରେ ଚିକିତ୍ସା ସୁବିଧା ମିଳିବ । ୨୯ ହଜାର ମେଡିକାଲ୍‌ରେ ମିଳିବ ଚିକିତ୍ସା ସୁବିଧା।ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ବୋଲି ପୂର୍ବରୁ ସ୍ବାସ୍ଥ୍ୟ Continue Reading
Odisha News
କଟକ, ୧/୪ : କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲା।ଆଜି ସକାଳ ୧୦ଟା ସମୟରେ ଦୋକାନ ଖୋଲିବା ସମୟରେ ଏସି ଅନ କରିବା ପରେ ହଠାତ ଏସି ଟି ଫାଟି ଯାଇଥିଲା। ଯାହା ଫଳରେ ଦୁଇ ମହଲା କୋଠା ବିଶିଷ୍ଠ […]Continue Reading
Odisha News
ଓଡ଼ିଶା, ୧/୪ : ଓଡ଼ିଶା ପୋଲିସ ୯୦ ତମ ପ୍ରତିଷ୍ଠା ଦିବସ ପାଳୁଛି । ଆଜିକୁ ୮୯ ବର୍ଷ ପୂର୍ବେ ଓଡିଶା ସ୍ବତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିବା ବେଳେ ଆଇନ ଶୃଙ୍ଖଳା ପାଇଁ ଗଠନ ହୋଇଥିଲା ଓଡିଶା ପୋଲିସ୍ । ଏଥିପାଇଁ ଆଜି ପ୍ରତିଷ୍ଠା ଦିବସ ପାଳିବାକୁ ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ କମିଶନରେଟ୍ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହେଉଛି ।ଯେଉଁଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ପୋଲିସ କମିଶନର ସୁରେଶ ଦେବଦତ୍ତ […]Continue Reading
Odisha News
ନୂଆଦିଲ୍ଲୀ,୧/୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା।ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର‌୍ୟ୍ୟକ୍ରମର ଆୟୋଜନ କରାଯାଉଛି। ଏହି ଅପସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁଭେଚ୍ଛା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆସନ୍ତା ୦୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୬ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଉକ୍ତ ଦିନ […]Continue Reading
Odisha News
ଓଡ଼ିଶା,୧/୪ : ଆମେ ହେଉଛି ଉତ୍କଳୀୟ । ଉତ୍କଳ ହେଉଛି ଆମର ପରିଚୟ । କଳାର ଭୂମି, ସଂସ୍କୃତି, ସମୃଦ୍ଧି ଓ ସୋନ୍ଦର୍ଯ୍ୟର ରାଜ୍ୟ ହେଉଛି ଓଡ଼ିଶା ବା ଉତ୍କଳ । ଯାହାର ନିଖୁଣ ରୂପ ପ୍ରଦର୍ଶନ କରେ ଓଡିଶୀ ନୃତ୍ୟ ଓ ଖୋଦିତ ହୋଇଥିବା କାରୁକାର୍ଯ୍ୟ ।ଏହି ଓଡ଼ିଶା ର ଛାତି ରେ ଲୁଚି ରହିଛି ଅନେକ ଉଜ୍ଜଳତମ ଇତିହାସ ଓ ଗର୍ବ ର କାହାଣୀ । ଏହି ଇତିହାସ ସୁଦୀର୍ଘ ସଂଗ୍ରାମ ର ଗାଥା […]Continue Reading
Odisha News
ଭୁବନେଶ୍ୱର, ୩୧/୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ ଅନ୍ତର୍ଭୁକ୍ତ କରାଯାଇଛି।କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ସଙ୍ଗୀତ ନାଟକ ଏକାଡେମୀ ସମ୍ପ୍ରତି ସମଗ୍ର ଦେଶରୁ ୧୦ଟି ମହୋତ୍ସବ ଏବଂ ପ୍ରସିଦ୍ଧ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଏହାର ‘ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ ତାଲିକାଭୁକ୍ତ କରିଛି।ଶ୍ରୀ ଜଗନ୍ନାଥ Continue Reading