Home Posts tagged ODISHA (Page 276)
Odisha News
ଭୁବନେଶ୍ୱର,୨୮/୩ : ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ସୂଚନାଥାଉକି, ୧୯୮୯ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ପ୍ରଦୀପ ଜେନା ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟ କରିଛନ୍ତି। ମୁଖ୍ୟ […]Continue Reading
Odisha News
ଭୁବନେଶ୍ବର,୨୮/୩: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅନ୍ୟ ଏକ ପ୍ରସଙ୍ଗରେ ଉତ୍ତର ରଖି କହିଛନ୍ତି, ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ।ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ Continue Reading
Odisha News
ଭୁବନେଶ୍ୱର,୨୮/୩ : ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ ‘ଗୋ ସେବକ’ ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା ପରେ, ଡ୍ରାଇଭର ଏହାକୁ ଛାଡ଼ି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଗାଡ଼ିଟିରେ ୧୩ ରୁ ଅଧିକ ଗୋରୁ ଥିବା ଜଣାପଡ଼ିଥିଲା। ସନ୍ଦେହ କରାଯାଉଛି ଯେ ଗାଈଗୁଡିକୁ ବେଆଇନ ଭାବରେ ପରିବହନ କରାଯାଉଥିଲା।ରିପୋର୍ଟ ଅନୁଯାୟୀ ଗାଡ଼ିଟି ଯଦୁପୁରରୁ ଆସୁଥିଲା। ‘ଗୋ ସେବକ’ ସଦସ୍ୟମାନେ ଗାଡ଼ିଟିକୁ ଜବତ Continue Reading
Odisha News
କମ୍ଭୁୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୩ : ହରଭଙ୍ଗା ବ୍ଲକ ବାଣୀ ଭୁଷଣପୁର ଗ୍ରାମ ପଞ୍ଚାୟତର ଝାଡ୍ରାଜିଙ୍ଗ ଆଶ୍ରମ ବିଦ୍ୟାଳୟ ଓଲୁଣି ବାହାଲ୍ ପଞ୍ଚାୟତର ବଡବନ୍ଧ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ରାଜ୍ୟ ସରକାରଂକ ଜ଼ିଲ୍ଲା କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଉଭୟ ଆଶ୍ରମ ବିଦ୍ୟାଳୟର ଛାତ୍ରାବାସ, ହଷ୍ଟେଲରେ ରହୁଥିବା ଅନ୍ତେବାସୀଙ୍କ ଖାଦ୍ୟପେୟ,ସ୍ୱଚ୍ଛତା,ପାନୀୟ ଜଳ, ଶିକ୍ଷାଦାନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୩ : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଏକ ପୂର୍ବପ୍ରସ୍ତୁତି ବୈଠକ ସମିତିର ସଭାପତି ଲଳିତ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ପ୍ରତି ଦୁଇ ବର୍ଷରେ ଥରେ ମା’ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ଠାକୁରାଣୀ ଯାତ୍ରା ସମଗ୍ର ବାଲିଗୁଡା ଅଞ୍ଚଳରେ କିପରି ଶାନ୍ତି ଶୃଙ୍ଖଳାର ସହ Continue Reading
Odisha News
ଭୁବନେଶ୍ୱର, ୨୭/୩ : ରାଜ୍ୟରେ ବିଦ୍ୟାଳୟରେ ବଢ଼ୁଥିବା ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି ।ଏଣିକି ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଆଉ ଗୋଟିଏ ଅତିରିକ୍ତ ଅଣ୍ଡା ସହିତ ମିଳିବ ପୁଷ୍ଟିକର ଲଡୁ । ପିଏମ୍ ପୋଷଣ ଯୋଜନାରେ ଏହି ଖାଦ୍ୟ ଦିଆଯିବ । ଏ ନେଇ ସରକାର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ପାଠ […]Continue Reading
Odisha News
ଭୁବନେଶ୍ୱର, ୨୭/୩ : କଂଗ୍ରେସ ପରେ ଆଜି ବିଜେଡ଼ି ସଦସ୍ୟମାନେ ଗୃହରେ କିଛି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି । ଯାହାକି ଅତ୍ୟନ୍ତ ଅଶୋଭନୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ବିଜେଡ଼ି ବିଧାୟକ ଗଣତନ୍ତ୍ରର ପବିତ୍ର ମନ୍ଦିର ବିଧାନସଭାରେ ଗଙ୍ଗାଜଳ ଛିଞ୍ଚନ କରିଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ରାଜସ୍ୱ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି ।ବିଜେପି ସରକାର ଗଢ଼ିବା ପରେ ଉଭୟ ବିରୋଧୀ ବିଜୁ ଜନତା ଦଳ ଏବଂ କଂଗ୍ରେସ ଯେମିତି ଅସହିଷ୍ଣୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି।ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୭/୩ : ପ୍ରେସରୁମ ଖୋଲିବା ଦାବି ନେଇ ଆଜି ପୂର୍ବାହ୍ନ ସାଢେ ୧୦ଟା ସମୟ ରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ରେ ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ପ୍ରମୋଦ ପଟ୍ଟନାୟକ ଙ୍କ ନେତୃତ୍ୱ ରେ ପ୍ରତୀକ ଧାରଣା ଦିଆ ଯାଇଥିଲା।ପୂର୍ବାହ୍ନ ସାଢେ ୧୦ଟା ସମୟରୁ ଆନ୍ଦୋଳନ ଚାଲୁ ରହିଥିବା ବେଳେ ଅପରାହ୍ନ ୧ଘଟିକା ପର୍ଯ୍ୟନ୍ତ କୌଣସି ଅଧିକାରୀ ଓ ପଦାଧି କାରୀ ଆନ୍ଦୋଳନ ସ୍ଥଳକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୩ : ଭାରତ ସରକାରଙ୍କ ପରିସଂଖ୍ୟାନ ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ, ଭୁବନେଶ୍ୱର ତରଫରୁ ଖୋର୍ଦ୍ଧା ଠାରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ନମୁନା ସର୍ବେକ୍ଷଣର ୭୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଉକ୍ତ କାର୍ଯ୍ୟାଳୟର ପ୍ରାୟ ୯୦ ଜଣ କର୍ମଚାରିଙ୍କୁ ନେଇ ଏକ ଶୋଭାଯାତ୍ରା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ନିକଟରୁ ବାହାରି ଖୋର୍ଦ୍ଧା ନୂଆ ବସ୍ Continue Reading