ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର, ୨୭/୩ : ବେଶ କିଛି ଦିନ ହେବ ଖଣିଜ ସମ୍ପଦ ଲୁଟ ନେଇ ଜିଲା ଠୁ ଆରମ୍ଭ କରି ବିଧାନ ସଭା ପର୍ଯ୍ୟନ୍ତ ହୋହାଲ୍ଲା ଚାଲିଛି । ଏହି ଖଣି ଚୋରି କୁ ରୋକିବା ପାଇଁ ଆକ୍ସନ ମୁଡ ରେ ଏବେ ଖଣି ବିଭାଗ ଯାଜପୁର ଜିଲ୍ଲା ଗତ ମଙ୍ଗଳବାର ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଧୀନ ରାହାଡ଼ପୁର କଳାପଥର ଖାଦାନ ଉପରେ ଖଣି ଉପନିର୍ଦେଶକ ଜୟପ୍ରକାଶ ନାୟକଙ୍କ ନେତୃତ୍ବରେ ସ୍ବତନ୍ତ୍ର […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୩ : ଆରୋଗ୍ୟ ଯୋଗ ଯାତ୍ରା ଏହା ଚିକିତ୍ସା କ୍ଷେତ୍ରରେ ଏକ ଅଭିନବ ପଦକ୍ଷେପ ।ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପ୍ରସୂତି କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆଜି “ଆରୋଗ୍ୟ ଯୋଗ ଯାତ୍ରା\” କାର୍ଯ୍ୟକ୍ରମ ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ଼ାଃ ସନ୍ଧ୍ୟା ରାଣୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୩ : (ବୁଧବାର )ଦିନ ପୂର୍ବାହ୍ନ ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ ସମ୍ପର୍କୀତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କର୍ମଶାଳାର ଶୁଭ ଉଦଘାଟନ କରିବା ସହ ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଅଧିକାରୀ ଏବଂ କର୍ମଚାରୀ ମାନେ ସମସ୍ତ କାମରେ Continue Reading
By Akshya Rout JAJPUR, MAR 26: The Steel and Mines department on Thursday carried out extensive raids on black stone quarries located in Dharmasala block of Jajpur district. A team of the department led Deputy director of mines Jayaprakash Nayak and local police raided Rahadpur and Dankari black stone quarries over allegations of irregularities and […]Continue Reading
ସୁନ୍ଦରଗଡ଼/କୁତ୍ରା,୨୬/୩ : ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ ଅଫିସ ଓ ବନ୍ଧବାହାଲସ୍ଥିତ ବାସଭବନରେ ଚଢ଼ାଉ ଚାଲିଛି।ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା ପରେ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଛି।ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା Continue Reading
କଟକ, ୨୬/୩: ଓଡ଼ିଶା ହାଇକୋର୍ଟର ୩୫ତମ ନୂତନ ମୁଖ୍ୟ ବିଚାରପତି ହୋଇଛନ୍ତି ବିଚାରପତି ହରିଶ ଟଣ୍ଡନ । ରାଜ୍ୟପାଳ ହରିବାବୁ କମ୍ଭମପାଟି ହରିଶ ଟଣ୍ଡନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତ ଥିଲେ ।୧୯ ଜାନୁଆରୀ ୨୦୨୫ରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୫/୩ :ଖୋର୍ଦ୍ଧା ବ୍ଲକରେ କାର୍ଯ୍ୟରତ ମଣ୍ଡଳ ଉନ୍ନୟନ ଅଧିକାରିଣୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ଆଜି ପଂଚାୟତ ସମିତି ଅଧ୍ୟକ୍ଷାଙ୍କ ସମେତ ସରପଂଚ ଓ ସମିତି ସଭ୍ୟ/ସଭ୍ୟାମାନେ ଜିଲ୍ଲାପାଳଙ୍କୁ ଫେରାଦ ହେବା ସହ ଏକ ଦାବିପତ୍ର ଦେଇଛନ୍ତି ।ପ୍ରକାଶ ଥାଉକି, ଖୋର୍ଦ୍ଧା ବ୍ଲକର ସରପଂଚ,ସମିତି ସଭ୍ୟ/ସଭ୍ୟାମାନେ ଅଭିଯୋଗ କରିଛନ୍ତି ଯେ, ବ୍ଲକରେ କାର୍ଯ୍ୟରତ ମଣ୍ଡଳ ଉନ୍ନୟନ ଅଧିକାରିଣୀ କ୍ଷୀରାବ୍ଧି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୩ : (ମଙ୍ଗଳବାର) ସନ୍ଧ୍ୟା ୬ ଘଟିକା ସମୟରେ ବୌଦ୍ଧ ଆଦର୍ଶ କୃଷକ ବଜାର ଠାରେ ଆନ୍ତର୍ଜାତୀୟ ସମବାୟ ବର୍ଷ,୨୦୨୫ ଅବସରରେ ଜିଲ୍ଲା ସ୍ତରୀୟ ସମବାୟ ଉତ୍ସବ ପାଳିତ ହୋଇଯାଇଛି ।ଉକ୍ତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଏହି କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ ।ସମବାୟ ସମିତି ସମୂହର ଉପ ନିବନ୍ଧକ ହାଡ଼ିବନ୍ଧୁ ମହାଖୁଡଙ୍କ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫ /୩ : ଅଦ୍ୟ ଅପରାହ୍ନ ୪ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ତା. ୩୧.୦୩.୨୦୨୫ରିଖରେ ଆନ୍ତର୍ଜାତିକ ଟ୍ରାନ୍ସଜେଣ୍ଡର ଦିବସ-୨୦୨୫ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତହୋଇଯାଇଛି ।ଏହି ସଭାରେ ଡା. ସୁରେଶ ଚନ୍ଦ୍ର ନାୟକ, ଏଡିଏମଓ ମେଡିକାଲ, ଶ୍ରୀ ତରୁଣ କୁମାର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଏବଂ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୩: (ମଙ୍ଗଳବାର) ଦିନ ସକାଳ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ବ୍ଲକ୍ ବହିରା ଗ୍ରାମ ପଞ୍ଚାୟତର ତେନ୍ତୁଳିପାଲି ମହାନଦୀ ଘାଟରେ ମତ୍ସ୍ୟ ସମ୍ପଦର ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାନର ଅଙ୍ଗୁଳିକା ମାଛ ଜାଆଁଳ ଛାଡିବା କାର୍ଯ୍ୟକ୍ରମ ଓ ସଚେତନତା ଶିବିର ଜ଼ିଲ୍ଲା ମତ୍ସ୍ୟ ବିଭାଗ, ବୌଦ୍ଧ ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଉକ୍ତ କାର୍ୟ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି Continue Reading




