Home Posts tagged ODISHA (Page 278)
Odisha News
ଖୋର୍ଦ୍ଧା,୨୫/୩: ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର‌୍ୟ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି।କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣିଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋର ସ୍ଥିତ ବାସଭବନ, ଅଫିସ କାର୍ଯ୍ୟାଳୟରେ ବର୍ତ୍ତମାନ ଢ଼ାଉ ଜାରି ରହିଛି।ଅଫିସ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ ପତ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୫/୩ : ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ପକ୍ଷରୁ ସ୍ଥାନୀୟ ରେତଙ୍ଗ କଲୋନୀ ରେଲୱେ କଲ୍ୟାଣ ମଣ୍ଡପ ଠାରେ ୬୯ ତମ ରେଳସେବା ପୁରସ୍କାର ୨୦୨୪ ବିତରଣ ଉତ୍ସବ ଆୟୋଜିତ କରାଯାଇଥିଲା । କର୍ମଚାରୀ ମାନଙ୍କ ନିଷ୍ଠାପର ପ୍ରୟାସ ଏବଂ କଠିନ ପରିଶ୍ରମକୁ ସମ୍ମାନିତ କରଯାଇଛି।ଏହି ଉତ୍ସବରେ, ରେଳମଣ୍ଡଳର ୫୬ ଜଣ ରେଳ କର୍ମଚାରୀଙ୍କୁ, ସେମାନଙ୍କର ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ପାଇଁ, ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୩: (ସୋମବାର) ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ତାଲିମ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ବିଶ୍ବ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଅଧୀକ୍ଷକ ଡ. ସଂଘମିତ୍ରା ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଚିକତ୍ସା ଅଧିକାରୀ ଡ. କିଶୋର ଚନ୍ଦ୍ର ପଟ୍ଟନାୟକ, ଡ. ବର୍ଷା ପ୍ରିୟଦର୍ଶିନୀ ପ୍ରମୁଖ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୩ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମସ୍ଥିତ ପଞ୍ଚାୟତ କାର‌୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ସମନ୍ଵିତ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୨୪/୩ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଦଶରଥପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୨୪/୩ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଗୋଷ୍ଠୀ ଶିକ୍ଷା କେନ୍ଦ୍ର ଅଧିନସ୍ତ ପାତ୍ରଗୁଡା ୟୁ,ଜି,ଏମ୍ ଇସ୍କଲ ର ୨୦୨୫ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଦୀପ ରତ୍ନାଳୁଙ୍କ ଅଧ୍ୟକ୍ଷତା ଓ ଆମ ସଂସ୍କୃତି ଆମ ଖେଳନା ତରଫରୁ ପାଳନ କରାଯାଇଛି। ପିଲାଙ୍କ ପାଇଁ ଅଖା ଦୈାଡ, ମିୟୁଜୀକ୍ ଚିୟାର,ପୁଚି,ଗଣୀତ, ବିଭିନ୍ନ ଖେଳ ଏବଂ ବିଭିନ୍ନ ବର୍ଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ Continue Reading
Odisha News
ନୟାଗଡ଼,୨୪/୩: ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟ ହେଲିପ୍ୟାଡରେ ଓହ୍ଲାଇଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ରାଷ୍ଟ୍ରପତି ନୀଳମାଧବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସେ ମନ୍ଦିର ଉପରୁ ମହାନଦୀର ପ୍ରାକୃତିକ ସୌନ୍ଦର‌୍ୟ୍ୟ ଉପଭୋଗ କରିଥିଲେ। ଏହି ଅବସରରେ କଣ୍ଟିଲୋରେ Continue Reading
Odisha News
ବାଲେଶ୍ୱର, ୨୪/୩ : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବଣଗଢିଆ ଗ୍ରାମରେ ହୋଇଛି ସଶସ୍ତ୍ର ଡକାୟତି । ବିଳମ୍ବିତ ରାତିରେ ଲୁଟେରା ପରିବାର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହିତ ପ୍ରାୟ ୨୦ ଲକ୍ଷ ଟଙ୍କାର ଧନ ସମ୍ପତ୍ତି ଲୁଟି ନେଇଛନ୍ତି । ବଣଗଢ଼ିଆ ଗ୍ରାମର ଆନନ୍ଦ ବେହେରାଙ୍କ ଘରୁ ଲୁଟ୍ ହୋଇଥିବାବେଳେ ତାଙ୍କ ପୁଅ ରତିକାନ୍ତଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ କଟକକୁ ସ୍ଥାନାନ୍ତର କରାଯାଇଛି ।ରବିବାର ବିଳମ୍ବିତ ରାତିରେ ୬ଜଣ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୪/୩ : ଷାଠିଏ ଘର ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗୀର ଅନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସଂଗଠନିକ ସଭା,ଲାଲଟିକ୍ରା ବଲାଙ୍ଗୀର ଠାରେ ସହରାଞ୍ଚଳ ବଲାଙ୍ଗୀର ସଭାପତି ସଞ୍ଜୟ ମହାକୁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀ ଲମ୍ବୋଦର ମହାକୁର, ସମ୍ମାନୀତ ଅତିଥି ଭାବରେ ରାଜ୍ୟ ଯୁବ ସମାଜ ସଭାପତି ଶ୍ରୀ ଦୟାନିଧୂ ଖମାରି ଏବଂ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୩ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ରବିବାର ଦିନ ବୌଦ୍ଧ ଜିଲ୍ଲାର ତିନୋଟି ବ୍ଳକର ୬୦ ଟି ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ୬୧୮ ଟି ପରୀକ୍ଷା କେନ୍ଦ୍ରରେ ୫୦୪୫ ଜଣ ନବ ସାକ୍ଷର ପରୀକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପରୀକ୍ଷା ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ Continue Reading